୫୦ ଗ୍ରାମର ବ୍ରାଉନ ସୁଗାର ଜବତ , ଜଣେ ଗିରଫ

ପଟ୍ଟାମୁଣ୍ଡାଇ ୨୪/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅବକାରୀ ବିଭାଗ ପକ୍ଷରୁ ବୁଧବାର ନିମପୁର ଗ୍ରାମରେ ଚଢ଼ାଉ କରାଯାଇ ୫୦ ଗ୍ରାମର ବ୍ରାଉନ ସୁଗାର ଜବତ କରିଛନ୍ତି। ଏହା ସହ ଘଟଣାରେ ସମ୍ପୃକ୍ତ ନିମପୁର ଗ୍ରାମର ରାଜେଶ ସେଠୀ (୨୫)ଙ୍କୁ ଗିରଫ କରାଯାଇଛି।…