ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ

କେନ୍ଦ୍ରାପଡା,୪ା୯: ଆଜି କେନ୍ଦ୍ରାପଡା ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଆଇନସ୍ନାତକ ଛାତ୍ରଛାତ୍ରୀମାନଙ୍କର ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ରବିନ୍ଦ୍ର କୁମାର ବଳ ସଭାପତିତ୍ୱ କରିଥିଲେ ।…

ରାଜ୍ୟସ୍ତରୀୟ ଗୁରୁପୂଜନ ଉତ୍ସବ

କେନ୍ଦ୍ରାପଡ଼ା,୪ା୯:ବର୍ତ୍ତମାନ ସମସ୍ତ ଯୁବପିଢି ଓଡ଼ିଶାର ପରମ୍ପରାକୁ ଭୁଲି ବିଦେଶୀ ସଂସ୍କୃତିକୁ ଆପଣେଇ ନେଉଥିବା ବେଳେ ଓଡ଼ିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡ଼ିଶା କଲଚର ଆର୍ଟ ଏକାଡେମୀ (ଓକା)ର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ପରମ୍ପରାକୁ ଆଗେଇନେବା ଲାଗି ଭୁବନେଶ୍ୱର ଜୟଦେବ…

ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

କେନ୍ଦ୍ରାପଡ଼ା,୪ା୯:ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଏକ ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ତଥା ମଦ୍ରାସାର ପ୍ରଧାନ…