ପଟ୍ଟାମୁଣ୍ଡାଇ ତା ୩୦/୧୦- ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ଭାବେ ପରିଚିତ ଓଡିଶାରେ ବିପର୍ଯୟ ମୁକାବିଲା, ଜିରୋ କାଜୁୟାଲିଟି ଓ କ୍ଷୟକ୍ଷତି ହ୍ରାସ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ଏ ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି । ଏଇ ପରିପ୍ରେକ୍ଷୀରେ…
Month: October 2025
ସରକାରୀ ଓକିଲଙ୍କ ଦୁର୍ନୀତି ନିବାରଣ ଶପଥ ପାଠ
କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡା ଜିଲ୍ଲା ଅଦଲତ ପରିସରରେ ଥିବା ପବ୍ଲିକ ପ୍ରସିକ୍ୟୁଟର ସୈାଭାଗ୍ୟବତୀ ଅହଲ୍ୟାମଣୀ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଜିଲ୍ଲାର ସମସ୍ତ ସରକାରୀ ଓକିଲ ଦୁର୍ନୀତିମୁକ୍ତ ସେବା ଯୋଗାଇଦେବାକୁ ଶପଥ ଗ୍ରହଣ କରିଛନ୍ତି। ପବ୍ଲିକ ପ୍ରସିକ୍ୟୁଟର ଶ୍ରୀମତୀ ପଟ୍ଟନାୟକ ସମସ୍ତ ସରକାରୀ ଓକିଲମାନଙ୍କୁ ଏହି ଶପଥପାଠ…
ଖବରଦାତାଙ୍କ ଅକାଳ ବିୟୋଗ
ଡେରାବିଶ: ୩୦/୧୦ -କେନ୍ଦ୍ରାପଡା ଜିଲା ଡେରାବିଶ ଅଞ୍ଚଳର ସମାଜସେବୀ, ସେବାୟତ ତଥା ବରିଷ୍ଠ ଖବରଦାତା (କରୁଣାକର କର) କନି ନନାଙ୍କ ଗୁରୁବାର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଗୁରୁବାର ଦିନ ହଠାତ୍…
କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା
କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପୋଲିସ ପକ୍ଷରୁ ପୈାର ଟାଉନହଲ ପରିସରରେ ଆୟୋଜିତ ସଚେତନତା ବୈଠକରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ ପୈାରହିତ୍ୟ କରିଥିଲେ। ମୁଖ୍ୟଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ…
ଗୋ ନବରାତ୍ର ମହୋତ୍ସବ ପାଳନ
କେନ୍ଦ୍ରାପଡା ୩୦/୧୦- ଗୁଣ୍ଡିଚା ମନ୍ଦିର ସନ୍ନିକଟ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ବସନ୍ତ ବଗିଚାରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ଗୋତିର୍ଥରେ ଗୋ ନବରାତ୍ର ମହୋତ୍ସବ ପାଳନ ଶୁଭାରମ୍ଭ ହୋଇଅଛି। ଏହି ଉପାସନାତ୍ମକ ଉତ୍ସବ ୨୨ ଅକ୍ଟୋବର ଠାରୁ ୩୧ ଅକ୍ଟୋବର…
ବ୍ୟାପକ ବୃକ୍ଷରୋପଣ ବାତ୍ୟା ଉତ୍ପନ୍ନରେ କିଛିଟା ଲଗାମ ଦେଇପାରିବା
ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ । ସାଧାରଣତ ଏଠାରେ ଖରିଫ ଚାଷ ଶତ ପ୍ରତିଷତ ଜମିରେ କରାଯାଏ । ଅକ୍ଟୋବର ସମୟରେ ଏହି ଧାନରେ କେଣ୍ଡା ବାହାରି, ଧାନ ହାଟ କରୁଥାଏ । ମାତ୍ର ଗତ ଦୁଇ ଦଶଧି ଧରି…
କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ବାତ୍ୟା ପ୍ରସ୍ତୁତି
କେନ୍ଦ୍ରାପଡ଼ା,୨୮ା୧୦:ବାତ୍ୟା ମନ୍ଥା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲ୍ଲାରେ ସୋମବାର ରାତିରୁ ମଙ୍ଗଳବାର ରାତି ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇଛି। ଏହାଦ୍ୱାରା ଲୋକମାନେ ଘରୁ ବାହାରକୁ ବାହାରି ପାରି ନାହାନ୍ତି। ଅତି ଜରୁରୀ କାମ ନ ଥିଲେ କେହି ଘରୁ ବାହାରକୁ ବାହାରି ନଥିଲେ।…
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ , ଶପଥପାଠ ଏବଂ ରଙ୍ଗୋଲି କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା,୨୮ା୧୦:ଦୁର୍ନୀତି ନିବାରଣ ସଚେତନନା ସପ୍ତାହ (୨୭ ଅକ୍ଟୋବର -୨ ନଭେମ୍ବର) ପାଳନ ଅବସରରେ ସାଧୁତା ଶପଥ ପାଠ କରାଯାଇଛି। ଏହି ଉପଲକ୍ଷେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଅଧିକାରୀ /କର୍ମଚାରୀଙ୍କୁ ଓସ୍ୱାନ ପ୍ଲାଟଫର୍ମରେ ସାଧୁତାର ଶପଥ ପାଠ…
ରାଜ୍ୟ ପାରାସନ୍ତରଣ ପ୍ରତିଯୋଗିତାରେ ଚମକିଲା କେନ୍ଦ୍ରାପଡା
କେନ୍ଦ୍ରାପଡା ୨୮/୧୦- ଅକ୍ଟୋବର ୨୫ ଓ ୨୬ ତାରିଖ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପାରାସନ୍ତରଣ ପ୍ରତିଯୋଗିତାରେ କେନ୍ଦ୍ରାପଡ଼ାର ପାରା ସନ୍ତରଣକାରୀମାନେ ଅପୂର୍ବ ସଫଳତା ଅର୍ଜନ କରିଛନ୍ତି । ନିଜ ନିଜ ବିଭାଗରେ ସ୍ୱର୍ଣ୍ଣ ପଦକ ବିଜୟ ଲାଭ ସହ…
ନବ ଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ(ଉଲ୍ଲାସ) ପରୀକ୍ଷା
କେନ୍ଦ୍ରାପଡ଼ା,୨୬ା୧୦:ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ (ଉଲ୍ଲାସ)ରେ ପଞ୍ଜୀକରଣ କରିଥିବା ଅଣସାକ୍ଷର ମାନଙ୍କର ପରୀକ୍ଷା କେନ୍ଦ୍ରାପଡା ବ୍ଲକ ର ୪ଟି ପରୀକ୍ଷା କେନ୍ଦ୍ରରେ ରବିବାର ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଦେପୁର ସରସ୍ୱତୀ ଉଚ୍ଚ ବିଦ୍ୟାଳୟ, ଶ୍ରୀ ଅଭିରାମ ଉଚ୍ଚ…
ଶ୍ରୀ କ୍ଷେତ୍ରରୁ ତୁଳସୀ କ୍ଷେତ୍ରକୁ ଆସିଲା ପାଟବସ୍ତ୍ର
କେନ୍ଦ୍ରାପଡ଼ା,୨୫ା୧୦ : ପାରମ୍ପରିକ ପ୍ରଥା ଅନୁଯାୟୀ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରୁ କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉ ମହାପ୍ରଭୁଙ୍କ ପାଇଁ ଆସିଛି ୩ଗୋଟି ପାଟବସ୍ତ୍ର । ଦେବୋତ୍ତର ବିଭାଗ ପକ୍ଷରୁ ମିଳିଥିବା ସୁଚନା ଅନୁଯାୟୀ ଶନିବାର ଅପରାହ୍ନରେ ନୀଳ, ରକ୍ତ…
ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଶିଶୁ ମହୋତ୍ସବ ୨୦୨୫ ଓ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
କେନ୍ଦ୍ରାପଡ଼ା ୨୫/୧୦- କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ମହୋତ୍ସବ ୨୦୨୫ ସୁରବି କାର୍ଯ୍ୟକ୍ରମ ଅତି ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ କୁନି କୁନି ଛାତ୍ର ଛାତ୍ରୀଙ୍କ ପ୍ରତିଭା…
ବିଜ୍ଞାନ, କଳା ଓ ହସ୍ତକଳାର ଚିତ୍ତାକର୍ଷକ ପ୍ରଦର୍ଶନୀ
କେନ୍ଦ୍ରାପଡା,୨୬ା୧୦: କେନ୍ଦ୍ରାପଡା ଜିଲ୍ଲା ଉପକଣ୍ଠରେ ଅବସ୍ଥିତ ଏହି ଜିଲ୍ଲାର ଏକମାତ୍ର ଆଇ.ସି.ଏସି.ଇ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ସେଣ୍ଟଯୋସେଫ୍ ସ୍କୁଲର ବାର୍ଷିକ ବିଜ୍ଞାନ, କଳା ଓ ହସ୍ତକଳାର ଚିତ୍ତାକର୍ଷକ ପ୍ରଦର୍ଶନୀ ଗତ ଶନିବାର ଦିନ ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବହ୍ନ ୧୦ଘଟିକା…
ଶ୍ରୀ ବଳଦେବଜୀୟୁ ଟ୍ରଷ୍ଟ ବୋର୍ଡ ବୈଠକ
କେନ୍ଦ୍ରାପଡା,୨୪ା୧୦: ତୁଳସୀ କ୍ଷେତ୍ରର ଆରାଧ୍ୟଦେବତା ଶ୍ରୀ ଶ୍ରୀ ବଳଦେବ ଜୀୟୁଙ୍କ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ ଗତ ଗୁରୁବାର ସନ୍ଧ୍ୟାରେ ମନ୍ଦିର ଯାତ୍ରୀ ନିବାସ ସଭା କକ୍ଷରେ ଟ୍ରଷ୍ଟ ବୋର୍ଡ ସଭାପତି ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇ…
ପଟ୍ଟାମୁଣ୍ଡାଇ ଇତିହାସ ପ୍ରାଚୀନ ନୌବାଣିଜ୍ୟର ଗୌରବମୟ ଗାଥା ବହନ କରେ
ପଟ୍ଟାମୁଣ୍ଡାଇ ବୋଇତ ବନ୍ଦାଣ ପ୍ରସ୍ତୁତି ପଟ୍ଟାମୁଣ୍ଡାଇ ୨୩/୧୦ – ପ୍ରାଚୀନ କଳିଙ୍ଗର ନୌଚାଳନା ଓ ନୌବାଣିଜ୍ୟର ପରମ୍ପରା ଆମ ଅଂଚଳ ଗୌରବମୟ ଗାଥା ବହନ କରିଆସିଛି । ଯାହାର ଅଧ୍ୟାୟ ଭାରତ ଇତିହାସରେ ଲିପିବଦ୍ଧ ହୋଇଛି । ବହୁ ନଦୀ, ସମୁଦ୍ର…
ଚାହା ଦୋକାନ ଟେବୁଲ-ସ୍ୱର୍ଗଠାରୁ ମର୍ତ୍ତ୍ୟ ଢେର ଭଲ
ଚାହା ଦୋକାନ ଟେବୁଲରେ କେତେ ଜଣ ବନ୍ଧୁ ବସି ଗପା ମାରୁଥାନ୍ତି ଜଣେ ବନ୍ଧୁ କହିଲା – ଭାଇନା ଏଇ ଯେଉଁ କହୁଛ ମରିଯିବା ପରେ ସ୍ୱର୍ଗକୁ ଯିବ, କାହିଁକି ଯିବ ? ସ୍ୱର୍ଗକୁ ଗଲେ କ’ଣ ମଣିଷରୁ ଦେବତା ହୋଇଯିବ…
किसानों की समस्याओं को सरकार प्राथमिकता नहीं दे रही है।
कोऑपरेटिव डिपार्टमेंट अधिकारिकी मनमानी नहर, नदी के किनारों पर ज़बरदस्ती कब्ज़ा किया जा रहा है, भूबनेस्वर २१/१० – ओडिशा एक कृषि प्रधान राज्य है, लगभग 80 प्रतिशत अर्थव्यवस्था कृषि पर…
କେନ୍ଦ୍ରାପଡାରେ ୬୬ତମ ପୋଲିସ ସହିଦ ଦିବସ ପାଳିତ
କେନ୍ଦ୍ରାପଡ଼ା,୨୧ା୧୦:କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ମଙ୍ଗଳବାର ୬୬ତମ ପୋଲିସ ସହିଦ୍ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ପ୍ରଥମେ ରାଜ୍ୟପାଳ ଓ ପରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପାଠ କରିଥିଲେ। ଏହାପରେ ଏସପି…
ଫୁଲ କିଣିବା ବେଳେ ମୋବାଇଲ ଚୋରି
କେନ୍ଦ୍ରାପଡ଼ା,୧୭ା୧୦:ଜଣେ ମହିଳା ଶୁକ୍ରବାର ସକାଳେ ଏକ ଫୁଲ ଦୋକାନରୁ ଫୁଲ କିଣୁଥିବା ବେଳେ ତାଙ୍କ ମୋବାଇଲଟି ଚୋରି ହୋଇଯାଇଛି। ଏନେଇ କେନ୍ଦ୍ରାପଡା ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦରଥାନା ଅଧିନ ମାହାରାକୂଳ ଗ୍ରାମର ମନୋଜ କୁମାର ସାହୁଙ୍କ…
ଓରମାସ ପକ୍ଷରୁ ସ୍ୱତନ୍ତ୍ର ଦୀପାବଳି ଷ୍ଟଲ ଉଦଘାଟିତ
କେନ୍ଦ୍ରାପଡ଼ା,୧୭ା୧୦:କେନ୍ଦ୍ରାପଡ଼ା ସହରର ଜ୍ଞାନପୀଠ ସମ୍ମୁଖରେ ଓରମାସ ପକ୍ଷରୁ ଆଲୋକର ପର୍ବ ଦୀପାବଳି ପର୍ବ ଅବସରରେ ଦୀପାବଳି ଷ୍ଟଲ ଖୋଲାଯାଇଛି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି ଏହି ଷ୍ଟଲର ଶୁଭଉଦଘାଟନ କରିଥିଲେ। ଉଦଘାଟନୀ କାର୍ଯ୍ୟକ୍ରମରେ…
ଯୁବସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ
ଜାତୀୟ ତମାଖୁ ବର୍ଜନ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ କେନ୍ଦ୍ରାପଡ଼ା,୧୭ା୧୦:ଧୂମପାନ ବା ତମାଖୁ ବ୍ୟବହାର କୁପରିଣାମ ଏବଂ ଏହାର ନିୟନ୍ତ୍ରଣ କରିବା ନିମନ୍ତେ ଶୁକ୍ରବାର ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ…
ନୂତନ ଶ୍ରମ ଆଇନକୁ ପ୍ରତ୍ୟାହାର ଦାବିରେ ସିଟୁର ବିକ୍ଷୋଭ
କେନ୍ଦ୍ରାପଡ଼ା,୧୭ା୧୦:ନୂତନ ଶ୍ରମ ଆଇନକୁ ପ୍ରତ୍ୟାହାର କରାଯିବା ଦାବିରେ କେନ୍ଦ୍ରାପଡା ସି.ଆଇ.ଟି.ୟୁ. ପକ୍ଷରୁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ଶ୍ରମିକମାନଙ୍କର…
ପଟ୍ଟାମୁଣ୍ଡାଇରେ ବର୍ଣ୍ଣବୋଧ ବଂଟନ ଅଭିଯାନ
ପଟ୍ଟାମୁଣ୍ଡାଇ ୧୫/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଠାକୁରପାଟଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ନଳଢଳିଆ ପ୍ରାଥମିକ ବିଦ୍ୟାଳୟ” ରେ କୃଷ୍ଣଚନ୍ଦ୍ର ସାହିତ୍ୟ ସଂସଦ ପକ୍ଷରୁ ବର୍ଣ୍ଣବୋଧ ଶିକ୍ଷାର ପ୍ରସାର ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ “ବର୍ଣ୍ଣବୋଧ ବଂଟନ ଅଭିଯାନ” କରାଯାଇଥିଲା ।…
ଶିଶୁ ଥେରାପି କେନ୍ଦ୍ର ପାଇଁ ଦାନ
କେନ୍ଦ୍ରାପଡା ୧୫/୧୦- କେନ୍ଦ୍ରାପଡ଼ା ଜିଲ୍ଲାରେ ଥେରାପି ସେବା, ଭିନ୍ନକ୍ଷମଙ୍କ ଅଧିକାର ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଭିନ୍ନକ୍ଷମ ଶିଶୁଙ୍କ ଥେରାପି ସେବା ନିମନ୍ତେ ଏକ ନୂତନ ଥେରାପି କେନ୍ଦ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। କେନ୍ଦ୍ରାପଡ଼ା…










