ମୁଣ୍ଡ ଉପରେ ଡହଡହ ନିଆଁ ଜାଳି, ମା’ଙ୍କୁ ଝୁଣାର ଧୂଆଁ ଅର୍ପଣ କରନ୍ତି ମାନସିକଧାରୀ ଭକ୍ତ

ଦୁର୍ଗା ପୂଜାରେ ନିଆରା ପରମ୍ପରା , ଭକ୍ତର ଭକ୍ତିରେ ପଟାନ୍ତର ନାହିଁ । ମା’ଙ୍କ କରୁଣା ଟିକକ ପାଇବା ପାଇଁ ଭକ୍ତ କେତେ ନିଷ୍ଠା ଓ କାଷ୍ଠାରେ ଡାକିଥାଏ ମା’ଙ୍କୁ । ନିର୍ଜଳ ଉପବାସ ସାଙ୍ଗକୁ ଭକ୍ତିର ଅର୍ଘ୍ୟ ମା’ର ଚରଣ…