ଗାନ୍ଧୀ ଜୟନ୍ତୀରେ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସର ବିଶାଳ ପଦଯାତ୍ରା , ଦାୟୀତ୍ୱ ନେଲେ ନୂତନ ଜିଲ୍ଲା ସଭାପତି ଡା.ଦେବସ୍ମିତା ଶର୍ମା

କେନ୍ଦ୍ରାପଡ଼ା,୩ା୧୦:ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ କେନ୍ଦ୍ରାପଡାର ନବ ନିଯୁକ୍ତ ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଡା. ଦେବସ୍ମିତା ଶର୍ମା କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ପ୍ରବେଶ କରି ଦାୟୀତ୍ୱ ଗ୍ରହଣ କରିଛନ୍ତି। ପ୍ରଥମେ ଗରାପୁରସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ପରେ ତିନିମୁହାଣିସ୍ଥିତ ଗାନ୍ଧୀ…