କେନ୍ଦ୍ରାପଡ଼ା,୪ା୧୦:କେନ୍ଦ୍ରାପଡା ଜିଲ୍ଲା ତୁଳସୀକ୍ଷେତ୍ର ମହୋତ୍ସବ ନିମନ୍ତେ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେବାକୁ ତୁଳସୀକ୍ଷେତ୍ର କଳାକାର ସଙ୍ଘ ପକ୍ଷରୁ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକଙ୍କ ଉଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ଆସନ୍ତା ନଭେମ୍ବର ମାସ ୭,୮ ଓ ୯ତାରିଖ ତିନିଦିନ ଧରି କେନ୍ଦ୍ରାପଡ଼ା ଜିଲ୍ଲା ତୁଳସୀକ୍ଷେତ୍ର ମହୋତ୍ସବ ଅନୁଷ୍ଠିତ ହେବ। ଜିଲ୍ଲାର ସବୁ ବର୍ଗର କଳାକାର […]
Day: 5 October 2025
କେନ୍ଦ୍ରାପଡ଼ା,୪ା୧୦:କେନ୍ଦ୍ରାପଡ଼ାର ଆରାଧ୍ୟ ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପ୍ରିୟ ଭୋଗ ରସାବଳିକୁ ଜିଆଇ ମାନ୍ୟତା ପ୍ରଦାନ ପରେ ସମଗ୍ର ଦେଶରେ ରସାବଳିର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହୋଇଛି। ଏହାକୁ ସ୍ମରଣୀୟ କରି ରଖିବା ଉଦ୍ଦେଶ୍ୟରେ ଏହାର ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିର ସମ୍ମୁଖରେ ବଳଦେବ ସେନା ଶନିବାର ରସାବଳି ଦିବସ ପାଳନ କରିଥିଲା। ସେନା ପକ୍ଷରୁ ଏକଶହ ପାଞ୍ଚ ଯାତ୍ରୀ, ଭକ୍ତ ଓ ସେବାୟତଙ୍କୁ […]










