ପଟ୍ଟାମୁଣ୍ଡାଇ ୧୫/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଠାକୁରପାଟଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ନଳଢଳିଆ ପ୍ରାଥମିକ ବିଦ୍ୟାଳୟ” ରେ କୃଷ୍ଣଚନ୍ଦ୍ର ସାହିତ୍ୟ ସଂସଦ ପକ୍ଷରୁ ବର୍ଣ୍ଣବୋଧ ଶିକ୍ଷାର ପ୍ରସାର ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ “ବର୍ଣ୍ଣବୋଧ ବଂଟନ ଅଭିଯାନ” କରାଯାଇଥିଲା । ସଂସଦ ସଭାପତି ଅ୍ଧବନଜୀବୀ ଧୀରେନ୍ଦ୍ର ନାଥ ସାହୁଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଚିକିତ୍ସାଧିକାରୀ ଡା ଆଦିତ୍ୟ ନାରାୟଣ ପ୍ରଧାନ ମୁଖ୍ୟଅତିଥି ବରିଷ୍ଠ ଶିକ୍ଷାବିତ […]
Day: 16 October 2025
କେନ୍ଦ୍ରାପଡା ୧୫/୧୦- କେନ୍ଦ୍ରାପଡ଼ା ଜିଲ୍ଲାରେ ଥେରାପି ସେବା, ଭିନ୍ନକ୍ଷମଙ୍କ ଅଧିକାର ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଭିନ୍ନକ୍ଷମ ଶିଶୁଙ୍କ ଥେରାପି ସେବା ନିମନ୍ତେ ଏକ ନୂତନ ଥେରାପି କେନ୍ଦ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। କେନ୍ଦ୍ରାପଡ଼ା ସହରର ସ୍ଥାନୀୟ ମାଧପୁରସ୍ଥିତ ଅମରଉଦ୍ୟାନ ମଣ୍ଡପ ପ୍ରଥମ ମହଲାରେ ଖୁବ୍ ଶୀଘ୍ର ଏହି ବୃହତ୍ ଏକକ କେନ୍ଦ୍ରର ଶୁଭାରମ୍ଭ କରାଯିବ। ଏହି ଅତ୍ୟାଧୁନିକ କେନ୍ଦ୍ର ନିମନ୍ତେ ଆବଶ୍ୟକ […]
କେନ୍ଦ୍ରାପଡା ୧୫/୧୦ –ଭାରତର ପୂର୍ବତନ ରାଷ୍ରପତି ତଥା ଭାରତରତ୍ନ ଡଃ ଏ. ପି.ଜେ.ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ପୂର୍ବତନ ରାଷ୍ଟ୍ରପତି ଡଃ. କଲାମଙ୍କ ୯୪ତମ ଜୟନ୍ତୀ ପାଳନ କରାଯାଇଥିଲା । ମେଡିକାଲ ରୋଡରେ ଥିବା ଡଃ. ଅବଦୁଲ୍ କଲାମଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ପରେ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା । ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ସଭାରେ ସଂଘର କାର୍ଯ୍ୟକାରୀ ସଭାପତି ବ୍ରଜକିଶୋର […]










