କେନ୍ଦ୍ରାପଡ଼ା,୧୭ା୧୦:ଜଣେ ମହିଳା ଶୁକ୍ରବାର ସକାଳେ ଏକ ଫୁଲ ଦୋକାନରୁ ଫୁଲ କିଣୁଥିବା ବେଳେ ତାଙ୍କ ମୋବାଇଲଟି ଚୋରି ହୋଇଯାଇଛି। ଏନେଇ କେନ୍ଦ୍ରାପଡା ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦରଥାନା ଅଧିନ ମାହାରାକୂଳ ଗ୍ରାମର ମନୋଜ କୁମାର ସାହୁଙ୍କ ପତ୍ନୀ ସ୍ମିତା ମଲ୍ଲ ଶୁକ୍ରବାର ସକାଳ ସାଢେ୯ଟା ବେଳେ ତିନିମୁହାଣୀଛକ ସ୍ଥିତ ଶ୍ରୀରାମମନ୍ଦିର ଗେଟ ନିକଟସ୍ଥ ଏକ ଫୁଲ ଦୋକାନରୁ ଫୁଲ କିଣିଥିଲେ। ଏହାପରେ ତାଙ୍କ ଭିଭୋ-ଟି୩ଏକ୍ସ […]

କେନ୍ଦ୍ରାପଡ଼ା,୧୭ା୧୦:କେନ୍ଦ୍ରାପଡ଼ା ସହରର ଜ୍ଞାନପୀଠ ସମ୍ମୁଖରେ ଓରମାସ ପକ୍ଷରୁ ଆଲୋକର ପର୍ବ ଦୀପାବଳି ପର୍ବ ଅବସରରେ ଦୀପାବଳି ଷ୍ଟଲ ଖୋଲାଯାଇଛି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି ଏହି ଷ୍ଟଲର ଶୁଭଉଦଘାଟନ କରିଥିଲେ। ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଓରମାସର ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିରୋଦ କୁମାର ଜେନା, ଓଡିଶା ଜୀବିକା ମିଶନର ଡିପିଏମ ପ୍ରଶାନ୍ତ କୁମାର ପାଢ଼ୀ, ଏକଜିକ୍ୱ୍ୟଟିଭ ଆସିଷ୍ଟାଣ୍ଟ ପ୍ରିୟଙ୍କା ରାଉଳ, […]

ଜାତୀୟ ତମାଖୁ ବର୍ଜନ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ କେନ୍ଦ୍ରାପଡ଼ା,୧୭ା୧୦:ଧୂମପାନ ବା ତମାଖୁ ବ୍ୟବହାର କୁପରିଣାମ ଏବଂ ଏହାର ନିୟନ୍ତ୍ରଣ କରିବା ନିମନ୍ତେ ଶୁକ୍ରବାର ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକ ଶିକ୍ଷାନୁଷ୍ଠାନର ଏକଶହ ମିଟର ପରିଧିଭିତରେ ତମାଖୁ ବିକ୍ରୟ ଉପରେ ରୋକ ଲଗେଇବା, ବ୍ୟାପକ ସଚେତନତା କରିବା, ଚଢାଉକୁ […]

କେନ୍ଦ୍ରାପଡ଼ା,୧୭ା୧୦:ନୂତନ ଶ୍ରମ ଆଇନକୁ ପ୍ରତ୍ୟାହାର କରାଯିବା ଦାବିରେ କେନ୍ଦ୍ରାପଡା ସି.ଆଇ.ଟି.ୟୁ. ପକ୍ଷରୁ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ଶ୍ରମିକମାନଙ୍କର କୈାଣସି ଉପକାର କରିବା ବଦଳରେ ଦଳର ହୁକୁମକୁ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ଫ୍ରାକ୍ଟ୍ରୀ ଆଇନକୁ ସଂଶୋଧନ କରାଯାଇଛି। ସେଥିରେ ୧୮୮୫ମସିହା ଆନ୍ତର୍ଜାତିକ ଶ୍ରମ ଦିବସ ମଇ […]