ପଟ୍ଟାମୁଣ୍ଡାଇ ବୋଇତ ବନ୍ଦାଣ ପ୍ରସ୍ତୁତି ପଟ୍ଟାମୁଣ୍ଡାଇ ୨୩/୧୦ – ପ୍ରାଚୀନ କଳିଙ୍ଗର ନୌଚାଳନା ଓ ନୌବାଣିଜ୍ୟର ପରମ୍ପରା ଆମ ଅଂଚଳ ଗୌରବମୟ ଗାଥା ବହନ କରିଆସିଛି । ଯାହାର ଅଧ୍ୟାୟ ଭାରତ ଇତିହାସରେ ଲିପିବଦ୍ଧ ହୋଇଛି । ବହୁ ନଦୀ, ସମୁଦ୍ର ଦେଇ କଳିଙ୍ଗର ଉପକୂଳ ଅଂଚଳ ନୌଚାଳନ ପାଇଁ ବିଶେଷ ଅନୁକୂଳ ଥିଲା । ଲହରିମାଳା ସମୁଦ୍ରର ରହସ୍ୟମୟ ଆହ୍ୱାନ ସାଧବପୁଅଙ୍କୁ ସମୁଦ୍ର ବକ୍ଷରେ ବୋଇତ ମେଲି ଦରିଆ […]