କେନ୍ଦ୍ରାପଡ଼ା,୨୬ା୧୦:ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ (ଉଲ୍ଲାସ)ରେ ପଞ୍ଜୀକରଣ କରିଥିବା ଅଣସାକ୍ଷର ମାନଙ୍କର ପରୀକ୍ଷା କେନ୍ଦ୍ରାପଡା ବ୍ଲକ ର ୪ଟି ପରୀକ୍ଷା କେନ୍ଦ୍ରରେ ରବିବାର ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଦେପୁର ସରସ୍ୱତୀ ଉଚ୍ଚ ବିଦ୍ୟାଳୟ, ଶ୍ରୀ ଅଭିରାମ ଉଚ୍ଚ ଶିକ୍ଷାଶ୍ରମ, ତରାଣ୍ଡୋ ଉଚ୍ଚ ବିଦ୍ୟାଳୟ, ଦୁତିଆଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ ବଳଦେବ […]










