ପଟ୍ଟାମୁଣ୍ଡାଇ ତା ୩୦/୧୦- ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ଭାବେ ପରିଚିତ ଓଡିଶାରେ ବିପର୍ଯୟ ମୁକାବିଲା, ଜିରୋ କାଜୁୟାଲିଟି ଓ କ୍ଷୟକ୍ଷତି ହ୍ରାସ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ଏ ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି । ଏଇ ପରିପ୍ରେକ୍ଷୀରେ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକକୁ ନେଇ ବିପର୍ଯୟ କ୍ଷୟକ୍ଷତି ହ୍ରାସ ୨ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ […]

କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡା ଜିଲ୍ଲା ଅଦଲତ ପରିସରରେ ଥିବା ପବ୍ଲିକ ପ୍ରସିକ୍ୟୁଟର ସୈାଭାଗ୍ୟବତୀ ଅହଲ୍ୟାମଣୀ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଜିଲ୍ଲାର ସମସ୍ତ ସରକାରୀ ଓକିଲ ଦୁର୍ନୀତିମୁକ୍ତ ସେବା ଯୋଗାଇଦେବାକୁ ଶପଥ ଗ୍ରହଣ କରିଛନ୍ତି। ପବ୍ଲିକ ପ୍ରସିକ୍ୟୁଟର ଶ୍ରୀମତୀ ପଟ୍ଟନାୟକ ସମସ୍ତ ସରକାରୀ ଓକିଲମାନଙ୍କୁ ଏହି ଶପଥପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ପିପି ସଞ୍ଜୟ କୁମାର ଜେନା, ମୋନାଲିସା ବିଶ୍ୱାଳ, ସରୋଜ କୁମାର ମଲ୍ଲିକ, ସୁରେଶ ନାୟକ, ରମାକାନ୍ତ ସ୍ୱାଇଁ, ସହକାରୀ ନିର୍ଦ୍ଦେଶକ (ପ୍ରସିକ୍ୟୁସନ) […]

ଡେରାବିଶ: ୩୦/୧୦  -କେନ୍ଦ୍ରାପଡା ଜିଲା ଡେରାବିଶ ଅଞ୍ଚଳର ସମାଜସେବୀ, ସେବାୟତ ତଥା ବରିଷ୍ଠ ଖବରଦାତା (କରୁଣାକର କର) କନି ନନାଙ୍କ ଗୁରୁବାର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଗୁରୁବାର ଦିନ ହଠାତ୍ ସେ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ଲୋକେ ଚିକିତ୍ସା ପାଇଁ ତାଙ୍କୁ କେନ୍ଦ୍ରାପଡା ମୂଖ୍ୟ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି […]

କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପୋଲିସ ପକ୍ଷରୁ ପୈାର ଟାଉନହଲ ପରିସରରେ ଆୟୋଜିତ ସଚେତନତା ବୈଠକରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ ପୈାରହିତ୍ୟ କରିଥିଲେ। ମୁଖ୍ୟଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ଯୋଗଦେଇ କହିଲେ ୨୦୧୦ମସିହାରେ ଇଣ୍ଟରନେଟ ସେବା ଆରମ୍ଭ ହେଲା। ଏଆରଟେଲ, ରିଲାଏନ୍ସ ଭଳି କମ୍ପାନୀମାନେ ୩ଜି ସେବା ଯୋଗାଉଥିଲେ। କିନ୍ତୁ ଇଣ୍ଟରନେଟ ପ୍ରୋଭାଇଡର ଗୁଡିକ ୫ଜି […]