କେନ୍ଦ୍ରାପଡା ୩୦/୧୧- ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭିନ୍ନକ୍ଷମତା ସମ୍ପର୍କିତ ସଚେତନତା ତଥା ସମ୍ବେଦନଶୀଳତା ମନୋଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସ୍ୱେଛାସେବୀ ଅନୁଷ୍ଠାନ “ପୁନର୍ବାସ” ପକ୍ଷରୁ ଏକ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଡିସେମ୍ବର ମାସ ୩ ତାରିଖକୁ…
Month: November 2025
ପ୍ରଥମ ଅସ୍ମିତା ଖେଳ ଇଣ୍ଡିଆ ଦୈାଡ କୁଦ ପ୍ରତିଯୋଗିତା ଉଦ୍ଯ।।ପିତ
କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା କ୍ରିଡା ସଂସଦ ଆନୁକୂଲ୍ୟରେ ପ୍ରଥମ ବାର୍ଷିକ ଖେଳ ଇଣ୍ଡିଆ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ଅଟୋନମସ୍ କଲେଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ବାଳିକା ବିଭାଗ ୧୪ ବର୍ଷରୁ କମ୍ ଓ ୧୬ ବର୍ଷରୁ କମ୍…
ରାଷ୍ଟବାଦୀ କବିତା ମହୋତ୍ସବ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା ୩୦/୧୧: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର ଚାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ଆସନ୍ତା ଡିସେମ୍ବର ୨୧ ତାରିଖରେ କେନ୍ଦ୍ରାପଡ଼ାରେ ଚତୁର୍ଥ ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ ହେବ । ଏ ଉପଲକ୍ଷେ ରବିବାର ଦିନ ସ୍ଥାନୀୟ ଗୋପ ରାମ ମନ୍ଦିର…
ସାହିତ୍ୟ ସଂସଦର ବାର୍ଷିକ ଉତ୍ସବର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଆସନ୍ତା ମାସ ୨୬ ତାରିଖରେ ହେବା ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଗରାପୁରସ୍ଥ ଶିବାନନ୍ଦ ଆଶ୍ରମ ପରିସରରେ କବି କରୁଣାକର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ନିଷ୍ପତ୍ତି ଗ୍ରହଣ କରାଯାଇଅଛି ।…
ଓକିଲ ଏକାଦଶକୁ ହରାଇ କେନ୍ଦ୍ରାପଡ଼ା ପୋଲିସ ବିଜୟୀ
କେନ୍ଦ୍ରାପଡ଼ା – ୩୦/୧୧- କେନ୍ଦ୍ରାପଡ଼ା କାର୍ଯ୍ୟରତ ସାମ୍ବାଦିକ ସଙ୍ଘ ଆନୁକୂଲ୍ୟରେରେ କେନ୍ଦ୍ରାପଡ଼ା ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବନ୍ଧୁତାପୂର୍ଣ୍ଣ ଏକ ଦିବସୀୟ କ୍ରିକେଟ ମ୍ୟାଚ ରେ ଆଠଟି ଦଳ ଅଂଶଗ୍ରହଣ କରିଥିଲେ । ସେଥିରେ ସାମ୍ବାଦିକ ଏକାଦଶ, ଓକିଲ ଏକାଦଶ, ପୋଲିସ ଏକାଦଶ,…
ସତୀର୍ଥର ବାର୍ଷିକ ସ୍ୱନକ୍ଷେତ୍ର ଦିବସ ଉତ୍ତମ ସମାଜ ଗଠନ ଦିଗରେ ସାହିତ୍ୟିକମାନଙ୍କ ଭୂମିକା ଅବିସ୍ମରଣୀୟ
କେନ୍ଦ୍ରାପଡ଼ା,୩୦ା୧୧: କେନ୍ଦ୍ରାପଡ଼ା ବ୍ଲକ କୋରୋ ଗ୍ରାମର ସିଦ୍ଧବଟ ଠାରେ ସାହିତ୍ୟ ଅନୁଷ୍ଠାନ ସତୀର୍ଥର ଏକାଦଶ ବାର୍ଷିକ ସ୍ୱନକ୍ଷେତ୍ର ଷଠୀପୂଜା ଓ ସାସ୍ୱତ ମହାକୁମ୍ଭ ଅନୁଷ୍ଠିତ ହୋଇଯାଇଛି । ସତୀର୍ଥର ସଭାପତି କବି ଅମର ପ୍ରସାଦ ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ…
ଶରତ ମହୋତ୍ସବ ଓ ମୂର୍ଚ୍ଛନାର ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା,୨୮ା୧୧:ଓଡିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନାର ବାର୍ଷିକ ଉତ୍ସବ ଓ ଓଡ଼ିଶା କଲଚର୍ ଆର୍ଟ ଏକାଡେମୀ (ଓକା) ଅନୁଷ୍ଠାନର ଜାତୀୟ ସ୍ତରୀୟ ଶରତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଙ୍ଗୀତ ନିର୍ଦ୍ଦେଶକ ଦିନେଶ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ…
ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ କର୍ମଚାରୀଙ୍କ ବିୟୋଗରେ ଶୋକ
କେନ୍ଦ୍ରାପଡ଼ା,୨୮ା୧୧:ଷ୍ଟେଟବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ କାଙ୍ଗାଳି ଚରଣ ମାଝିଙ୍କ ବିୟୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଓ ଷ୍ଟେଟବ୍ୟାଙ୍କ ପେନସନରର୍ସ ସଙ୍ଘ ଓଡିଶା ସର୍କଲର ଆଞ୍ଚଳିକ ସମ୍ପାଦକଙ୍କ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ଷ୍ଟେଟବ୍ୟାଙ୍କ ଟ୍ରିବ୍ୟୁଟ୍ ଯୋଜନା ଅନୁଯାଇ ପଟ୍ଟାମୁଣ୍ଡାଇ ଷ୍ଟେଟବ୍ୟାଙ୍କ ଶାଖା…
ଚୋରାମଦ ଜବତ, ୭କୋର୍ଟ ଚାଲାଣ
କେନ୍ଦ୍ରାପଡ଼ା,୨୮ା୧୧:କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ଆଳି, ପଟ୍ଟାମୁଣ୍ଡାଇ ଓ କୁଦାନଗରୀ ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୮୪ ଲିଟର ବିଦେଶୀ ଓ ଦେଶୀମଦ ଜବତ କରାଯିବା ସହ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ବିଭାଗ…
କୃଷକନେତା ପାରେଶ୍ୱର ବିଶ୍ୱାଳଙ୍କ ପରଲୋକ
ପଟ୍ଟାମୁଣ୍ଡାଇ ତା ୨୮/୧୧- ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ କୃଷକନେତା ପାରେଶ୍ୱର ବିଶ୍ୱାଳଙ୍କର ତାଙ୍କ ତଳବାଲିପଡ଼ା ବାସଭବନରେ ପରଲୋକ ହୋଇଯାଇଛି I ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା Iଗତକାଲି ସେ ସ୍ନାନ ଶୌଚ ପାଇଁ ବାଡ଼ି ପୋଖରୀକୁ ଯାଇଥିବାବେଳେ ଅସାବଧାନତାବଶତଃ…
ODISHA EXPRESS KPD- 24.11.2025
ODISHA EXPRESS KPD- 24.11.2025ODISHA EXPRESS KPD- 24.11.2025 ODISHA EXPRESS KPD- 24.11.2025
ଆଧୁନିକତା ଉଜାଡି ଦେଇଛି ଗାଁର ମାଦକତା ଓ ଭାଇଚାରା
ପଟ୍ଟାମୁଣ୍ଡାଇ, ୨୫/୧୧-ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅନୁଯାୟୀ ପ୍ରାଚୀନ ଭାରତର ଆତ୍ମା ଗାଁରେ ରହିଛି । ଆଧୁନିକତାର ସ୍ପର୍ଶରେ ବଦଳି ଯାଇଛି ଗାଁର ପରିପାଟି ଓ ଚଳଣି । ମାତ୍ର ଉଜୁଡି ଯାଇଛି ଗାଁର ପୂର୍ବ ମାଦକତା ଓ ସ୍ନେହ ପ୍ରେମ…
ଜିଲ୍ଲା ବିଦ୍ୟୁତ୍ ଉପଭୋକ୍ତା କମିଟି ପକ୍ଷରୁ ୧୨ଦଫା ଦାବିପତ୍ର ପ୍ରଦାନ
କେନ୍ଦ୍ରାପଡା,୨୫ା୧୧: କେନ୍ଦ୍ରାପଡା ଜିଲ୍ଲା ବିଦ୍ୟୁତ୍ ଉପଭୋକ୍ତା ମିଳିତ କ୍ରିୟା ଅନୁଷ୍ଠାନ କମିଟି, କେନ୍ଦ୍ରାପଡା ଜଣାଉଅଛିକି, ଏଠାରେ ଟିପି.ସି.ଓଡି.ଏଲ୍ ଜନସାଧାରଣଙ୍କୁ ସେବା ଯୋଗାଇଦେବା ବଦଳରେ ଶୋଷଣ କରୁଛି । ମିଟର ଠିକ୍ ଥାଇ ପ୍ରତ୍ୟେହ ବିଲ୍ ଦିଆଯାଉଥିଲେବି, ଜବରଦସ୍ତ ସ୍ମାର୍ଟ ମିଟର ଲଗାଇବା…
ଚିନ୍ତାମଣି ଗୁରୁଜୀଙ୍କ ଜୟନ୍ତୀ ଉତ୍ସବ ପାଳିତ
କେନ୍ଦ୍ରାପଡା,୨୫ା୧୧: ମଧୁସାଗର ବିଦ୍ୟାପୀଠର ପ୍ରାଣ ପ୍ରତିଷ୍ଠାତା ସମାଜ ସଂସ୍କାରକ ସ୍ୱାଧିନତା ସଂଗ୍ରାମୀ ସ୍ୱର୍ଗତ ଚିନ୍ତାମଣି ଗୁରୁଜୀଙ୍କ ୧୦୯ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ମଧୁସାଗର ପୁରାତନ ଛାତ୍ର ସଂସଦ । ଚିନ୍ତାମଣି ଗୁରୁଜୀ ଓ ରୁକ୍ମିଣୀ ଦେବୀ ସ୍ମାରକୀ ନ୍ୟାସ ପକ୍ଷରୁ ପସ୍ତା…
ଧୂମାତ ମଠରେ ଶ୍ରୀରାମଚରିତ ମାନସ ପାରାୟଣ ଉଦଘାଟିତ
କେନ୍ଦ୍ରାପଡ଼ା,୨୪ା୧୧:କେନ୍ଦ୍ରାପଡା ବ୍ଲକ ଅଧିନ ଧୂମାତ ଗ୍ରାମରେ ଶ୍ରୀରାମଚରିତ ମାନସ ,ନବାନ୍ନ ପାରାୟଣ ଓ ନବଦିନାତ୍ମକ ପ୍ରବଚନ କାର୍ଯ୍ୟକ୍ରମକୁ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଉଦଘାଟନ କରିଛନ୍ତି। ଦୀର୍ଘ ୪୦ବର୍ଷ ଧରି ଚାଲିଥିବା ଏହି ଅନୁଷ୍ଠାନର ସ୍ଥାୟୀ…
ଧୂମାତ ମଠରେ ଶ୍ରୀରାମଚରିତ ମାନସ ପାରାୟଣ ଉଦଘାଟିତ
କେନ୍ଦ୍ରାପଡ଼ା,୨୪ା୧୧:କେନ୍ଦ୍ରାପଡା ବ୍ଲକ ଅଧିନ ଧୂମାତ ଗ୍ରାମରେ ଶ୍ରୀରାମଚରିତ ମାନସ ,ନବାନ୍ନ ପାରାୟଣ ଓ ନବଦିନାତ୍ମକ ପ୍ରବଚନ କାର୍ଯ୍ୟକ୍ରମକୁ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଉଦଘାଟନ କରିଛନ୍ତି। ଦୀର୍ଘ ୪୦ବର୍ଷ ଧରି ଚାଲିଥିବା ଏହି ଅନୁଷ୍ଠାନର ସ୍ଥାୟୀ…
ଉପଦେଷ୍ଟା ମଣ୍ଡଳୀ କେନ୍ଦ୍ରାପଡା ଜିଲ୍ଲା ଠିକାଦାର ମହାସଙ୍ଘର ସାଧାରଣ ବୈଠକ
କେନ୍ଦ୍ରାପଡା,୨୩ା୧୧: କେନ୍ଦ୍ରାପଡା ଜିଲ୍ଲା ଠିକାଦାର ମହାସଙ୍ଘର ସାଧାରଣ ବୈଠକ ରବିବାର ସ୍ଥାନୀୟ ବିନାୟକ ପ୍ୟାଲେସଠାରେ ରାଜକିଶୋର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡା ଜିଲ୍ଲାର ଦକ୍ଷତା ସମ୍ପନ୍ନ ଭିତ୍ତିକ ଠିକାଦାର ମାନେ ଯୋଗଦେଇଏହି ମହାସଂଘ ର କାର୍ଯ୍ୟପନ୍ଥା ପନ୍ଥା ଓ ଏହାର…
ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା
ପଟ୍ଟାମୁଣ୍ଡାଇ ତା ୨୩/୧୧- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ପଟ୍ଟାମୁଣ୍ଡାଇ କୋର୍ଟ ପରିସରରେ ଚିତ୍ରାଙ୍କନପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛିI ପଟ୍ଟାମୁଣ୍ଡାଇ ତାଲୁକ ସେବା ସମିତି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ବିଚାରପତି ବିଦ୍ୟାଧର ପୃଷ୍ଟିଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସଭାରେ…










