ପୁନର୍ବାସ ପକ୍ଷରୁ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା
କେନ୍ଦ୍ରାପଡା ୩୦/୧୧- ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭିନ୍ନକ୍ଷମତା ସମ୍ପର୍କିତ ସଚେତନତା ତଥା ସମ୍ବେଦନଶୀଳତା ମନୋଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସ୍ୱେଛାସେବୀ ଅନୁଷ୍ଠାନ “ପୁନର୍ବାସ” ପକ୍ଷରୁ ଏକ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। […]
