କେନ୍ଦ୍ରାପଡ଼ା,୧ା୧୧: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟରେ ତଥା ଅଲ୍ ଓଡ଼ିଶା ଚେସ ଆସୋସିଏସନ୍ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗର ସହୋଯୋଗରେ ଚାଲି ଥିବା ଓଡ଼ିଶା ମହିଳା ଫିଡେ ରେଟିଙ୍ଗ ଚେସ ଚାମ୍ପିଅନସିପ -୨୦୨୫ ଦ୍ୱିତୀୟ ଦିନ ରେ ପହଞ୍ଚିଛି। ଏହି ଅବସରରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବ ଯୋଗ ଦେଇଥିବା ବେଳେ ଆସୋସିଏସନ୍ର ସଭାପତି କିଶୋର ପଣ୍ଡା, ସମ୍ପାଦକ […]
Day: 2 November 2025
କେନ୍ଦ୍ରାପଡା- ୧/୧୧: କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଟ ସାମ୍ବାଦିକ ସ୍ୱଗର୍ତ କରୁଣା କରଙ୍କ ବିୟୋଗ ରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଓ ଦୀପ ଦାନ କାର୍ଯ୍ୟକ୍ରମ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଜିଲ୍ଲା ସଭାପତି ହିମାଂଶୁ ଶେଖର ନାୟକଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ଉପସ୍ଥିତ ସାମ୍ବାଦିକ ମାନେ ସ୍ୱଗର୍ତ କରଙ୍କ ଉତ୍ସର୍ଗୀକୃତ ସମାଜ ସେବା କାଯ୍ୟ ଉପରେ ଆଲୋକ […]










