ରାଜ୍ୟ ମହିଳା ଫି ଡେ ରେଟିଙ୍ଗ ଚେସ ଚୋମ୍ପିଅନସିପ-୨୦୨୫ ଉଦଯାପିତ : ୟାସିତା ଚାମ୍ପିଅନ ଓ ସ୍ମାରକୀ ରାନର୍ସପ

କେନ୍ଦ୍ରାପଡା ୩/୧୧: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟ ରେ ଚାଲିଥିବା ଚଳିତ ବର୍ଷ ର ରାଜ୍ୟ ମହିଳା ଫି ଡେ ରେଟିଙ୍ଗ ଚେସ ଚାମ୍ପିଅନସିପ – ୨୦୨୫ର ଉଦଯାପନୀ ଉତ୍ସବ ଏବଂ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି…

କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କେନ୍ଦ୍ରାପଡ଼ା,୩ା୧୧:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ସୋମବାର ସନ୍ଧ୍ୟାରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଉଦ୍‌ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦଯାପନୀ…

ସଦର ମହକୁମାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା,୩ା୧୧:କେନ୍ଦ୍ରାପଡ଼ା ପୌରସଂସ୍ଥା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛିି। ଏହି ଅଭିଯୋଗ ଗୁଡିକର ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଜିଲ୍ଲାପାଳ ରଘୁରାମ ଆର.…