କେନ୍ଦ୍ରାପଡା ୩/୧୧: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟ ରେ ଚାଲିଥିବା ଚଳିତ ବର୍ଷ ର ରାଜ୍ୟ ମହିଳା ଫି ଡେ ରେଟିଙ୍ଗ ଚେସ ଚାମ୍ପିଅନସିପ – ୨୦୨୫ର ଉଦଯାପନୀ ଉତ୍ସବ ଏବଂ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସର ରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡ଼ାର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାକର ସାହୁ, ମୁଖ୍ୟ ବକ୍ତା ଭାବେ ପି ଏମ ଶ୍ରୀ ନଭୋଦୟ ବିଦ୍ୟାଳୟର ଅଧ୍ୟକ୍ଷ […]
Day: 4 November 2025
କେନ୍ଦ୍ରାପଡ଼ା,୩ା୧୧:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ସୋମବାର ସନ୍ଧ୍ୟାରେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଉଦ୍ଯାପିତ ହୋଇଯାଇଛି। ଏହି ଉପଲକ୍ଷେ ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କେନ୍ଦ୍ରାପଡା ପୈାରାଧ୍ୟକ୍ଷା ସରିତା ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ‘ସୁରଭି’ ଏକ ସୁଯୋଗ ସୃଷ୍ଟି କରିଛି ବୋଲି ମତବ୍ୟକ୍ତ […]
କେନ୍ଦ୍ରାପଡ଼ା,୩ା୧୧:କେନ୍ଦ୍ରାପଡ଼ା ପୌରସଂସ୍ଥା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛିି। ଏହି ଅଭିଯୋଗ ଗୁଡିକର ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଜିଲ୍ଲାପାଳ ରଘୁରାମ ଆର. ଆୟାର ଅଧ୍ୟକ୍ଷତା କରିଥିଲେ। ଶିବିରରେ ୨୦୧ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୧୬ଟି ସାମୂହିକ ଏବଂ ୧୮୫ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ମୁଖ୍ୟମନ୍ତ୍ରୀ ରିଲିଫ […]










