ଦୀର୍ଘଦିନର ଦାବି ପୁରଣ   , ଛୋଟୀ ନହଙ୍ଗ ଆରଡି ରାସ୍ତା ନିର୍ମାଣ ଆରମ୍ଭ

କେନ୍ଦ୍ରାପଡ଼ା,୨୧ା୧୧:ଦେଶ ସ୍ୱାଧୀନ ହେବା ପର ଠାରୁ ଆଜି ପର୍ଯ୍ୟନ୍ତ ରାସ୍ତା ଟିଏ ନଥିଲା। ବୃଦ୍ଧ, ବୃଦ୍ଧା ଓ ଭିନ୍ନକ୍ଷମ ମାନେ ଭତ୍ତା ଆଣିବାକୁ ଏବଂ ଖାଉଟି ସାମଗ୍ରୀ ଆଣିବା ପାଇଁ ଲୋକମାନେ ୧୦କିଲୋମିଟର ରାସ୍ତା ବୁଲି ଯିବାକୁ ପଡୁଥିଲା। ନତୁବା ପଙ୍କ…

ତୁଳସୀକ୍ଷେତ୍ର କଳାକାର ସଙ୍ଘ ଜିଲ୍ଲା ସ୍ତରୀୟ ମହୋତ୍ସବ ଉଦଘାଟିତ

କେନ୍ଦ୍ରାପଡ଼ା,୨୧ା୧୧:ତୁଳସୀକ୍ଷେତ୍ର କଳାକାର ସଙ୍ଘର ଜିଲ୍ଲା ସ୍ତରୀୟ ମହୋତ୍ସବ ଶୁକ୍ରବାର ଶ୍ୟାମସୁନ୍ଦରପୁର ଚଣ୍ଡିଆ ପ୍ୟାଲେସ ପରିସରରେ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ତୁଳସୀକ୍ଷେତ୍ର କଳାକାର ସଙ୍ଘ ସଭାପତି କେଦାର ସାମନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲାପାଳ ରଘୁରାମ ଆର. ଆୟାର ଉଦଘାଟକ ଭାବେ…

କୋରୋ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟରେ ସାଂସଦ କ୍ରୀଡା ଉଦଯାପିତ

କେନ୍ଦ୍ରାପଡ଼ା,୨୦ା୧୧:ପିଏମଶ୍ରୀ କୋରୋ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ମିନି ଷ୍ଟାଡିୟମରେ ୫ନଂ ଜୋନ ସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ଉଦଯାପିତ ହେଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୋମନାଥ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କ୍ରୀଡା ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି…

ପଳସିଂହା ଗ୍ରାମ ପଞ୍ଚାୟତରେ ତହସିଲ କାର୍ଯ୍ୟ

କେନ୍ଦ୍ରାପଡା,୨୧ା୧୧: ଆଜି କେନ୍ଦ୍ରାପଡା ବ୍ଲକର ପଳସିଂହା ଗ୍ରାମ ପଞ୍ଚାୟତରେ ଆମ ତହସିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ଭାରପ୍ରାପ୍ତ ତହସିଲଦାର ରବିନ୍ଦ୍ର ଆଚାର୍ଯ୍ୟ ଉପସ୍ଥିତ ରହି ସାଧାରଣ ଲୋକଙ୍କର ଆପର୍ତ୍ତ ଅଭିଯୋଗ ଶୁଣିବା ସହିତ ବହୁ କାର୍ଯ୍ୟର…