ଶରତ ମହୋତ୍ସବ ଓ ମୂର୍ଚ୍ଛନାର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୨୮ା୧୧:ଓଡିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନାର ବାର୍ଷିକ ଉତ୍ସବ ଓ ଓଡ଼ିଶା କଲଚର୍ ଆର୍ଟ ଏକାଡେମୀ (ଓକା) ଅନୁଷ୍ଠାନର ଜାତୀୟ ସ୍ତରୀୟ ଶରତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଙ୍ଗୀତ ନିର୍ଦ୍ଦେଶକ ଦିନେଶ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ…

ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ କର୍ମଚାରୀଙ୍କ ବିୟୋଗରେ ଶୋକ

କେନ୍ଦ୍ରାପଡ଼ା,୨୮ା୧୧:ଷ୍ଟେଟବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ କାଙ୍ଗାଳି ଚରଣ ମାଝିଙ୍କ ବିୟୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଓ ଷ୍ଟେଟବ୍ୟାଙ୍କ ପେନସନରର୍ସ ସଙ୍ଘ ଓଡିଶା ସର୍କଲର ଆଞ୍ଚଳିକ ସମ୍ପାଦକଙ୍କ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ଷ୍ଟେଟବ୍ୟାଙ୍କ ଟ୍ରିବ୍ୟୁଟ୍ ଯୋଜନା ଅନୁଯାଇ ପଟ୍ଟାମୁଣ୍ଡାଇ ଷ୍ଟେଟବ୍ୟାଙ୍କ ଶାଖା…

ଚୋରାମଦ ଜବତ, ୭କୋର୍ଟ ଚାଲାଣ

କେନ୍ଦ୍ରାପଡ଼ା,୨୮ା୧୧:କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ଆଳି, ପଟ୍ଟାମୁଣ୍ଡାଇ ଓ କୁଦାନଗରୀ ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୮୪ ଲିଟର ବିଦେଶୀ ଓ ଦେଶୀମଦ ଜବତ କରାଯିବା ସହ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ବିଭାଗ…

କୃଷକନେତା ପାରେଶ୍ୱର ବିଶ୍ୱାଳଙ୍କ ପରଲୋକ

ପଟ୍ଟାମୁଣ୍ଡାଇ ତା ୨୮/୧୧- ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ କୃଷକନେତା ପାରେଶ୍ୱର ବିଶ୍ୱାଳଙ୍କର ତାଙ୍କ ତଳବାଲିପଡ଼ା ବାସଭବନରେ ପରଲୋକ ହୋଇଯାଇଛି I ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା Iଗତକାଲି ସେ ସ୍ନାନ ଶୌଚ ପାଇଁ ବାଡ଼ି ପୋଖରୀକୁ ଯାଇଥିବାବେଳେ ଅସାବଧାନତାବଶତଃ…