କେନ୍ଦ୍ରାପଡ଼ା,୨୮ା୧୧:ଓଡିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନାର ବାର୍ଷିକ ଉତ୍ସବ ଓ ଓଡ଼ିଶା କଲଚର୍ ଆର୍ଟ ଏକାଡେମୀ (ଓକା) ଅନୁଷ୍ଠାନର ଜାତୀୟ ସ୍ତରୀୟ ଶରତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସଙ୍ଗୀତ ନିର୍ଦ୍ଦେଶକ ଦିନେଶ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ପୂର୍ବତନ ସଂସ୍କୃତି ନିର୍ଦ୍ଦେଶକ ଓ ପ୍ରାକ୍ତନ ଶ୍ରୀମନ୍ଦିର ପ୍ରଶାସକ ରଞ୍ଜନ କୁମାର ଦାସ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ପ୍ରାରମ୍ଭରେ ଅନୁଷ୍ଠାନର ପ୍ରତିଷ୍ଠାତା ସଭାପତି ବସନ୍ତ […]
Day: 28 November 2025
କେନ୍ଦ୍ରାପଡ଼ା,୨୮ା୧୧:ଷ୍ଟେଟବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ କାଙ୍ଗାଳି ଚରଣ ମାଝିଙ୍କ ବିୟୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଓ ଷ୍ଟେଟବ୍ୟାଙ୍କ ପେନସନରର୍ସ ସଙ୍ଘ ଓଡିଶା ସର୍କଲର ଆଞ୍ଚଳିକ ସମ୍ପାଦକଙ୍କ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ଷ୍ଟେଟବ୍ୟାଙ୍କ ଟ୍ରିବ୍ୟୁଟ୍ ଯୋଜନା ଅନୁଯାଇ ପଟ୍ଟାମୁଣ୍ଡାଇ ଷ୍ଟେଟବ୍ୟାଙ୍କ ଶାଖା ପକ୍ଷରୁ ମୁଖ୍ୟ ପରିଚାଳକ ଅଶୋକ କୁମାର ରାଉତ, ଷ୍ଟେଟବ୍ୟାଙ୍କ ପେନସନରର୍ସ ସଙ୍ଘ ଓଡିଶା ସର୍କଲର ଆଞ୍ଚଳିକ ସମ୍ପାଦକ ଗଣେଶ୍ୱର ମେକାପ, ସଙ୍ଘର ଜିଲ୍ଲା ସମ୍ପାଦକ ଉଦୟନାଥ ସାହୁ, […]
କେନ୍ଦ୍ରାପଡ଼ା,୨୮ା୧୧:କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ଆଳି, ପଟ୍ଟାମୁଣ୍ଡାଇ ଓ କୁଦାନଗରୀ ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୮୪ ଲିଟର ବିଦେଶୀ ଓ ଦେଶୀମଦ ଜବତ କରାଯିବା ସହ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ବିଭାଗ ଉପନିରୀକ୍ଷକ କଳ୍ପନା ରାଉତ, ପ୍ରିୟଦର୍ଶୀ ମାନସରଞ୍ଜନ ମିଶ୍ର, ଛାଯାକାନ୍ତ ନାୟକ, ସହକାରୀ ଉପ ନିରୀକ୍ଷକ ଜଗନ୍ନାଥ ବେସ୍ରା, ସୁନୀଲ କୁମାର ମିଶ୍ର, ପ୍ରଦୀପ କୁମାର ମଳିକଙ୍କ ସମେତ […]
ପଟ୍ଟାମୁଣ୍ଡାଇ ତା ୨୮/୧୧- ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ କୃଷକନେତା ପାରେଶ୍ୱର ବିଶ୍ୱାଳଙ୍କର ତାଙ୍କ ତଳବାଲିପଡ଼ା ବାସଭବନରେ ପରଲୋକ ହୋଇଯାଇଛି I ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା Iଗତକାଲି ସେ ସ୍ନାନ ଶୌଚ ପାଇଁ ବାଡ଼ି ପୋଖରୀକୁ ଯାଇଥିବାବେଳେ ଅସାବଧାନତାବଶତଃ ଗୋଡ଼ ଖସି ଯିବାରୁ ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି I ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହିତ ବ୍ୟବଛେଦ ପାଇଁ ଆଳି […]










