କେନ୍ଦ୍ରାପଡା ୩୦/୧୧- ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭିନ୍ନକ୍ଷମତା ସମ୍ପର୍କିତ ସଚେତନତା ତଥା ସମ୍ବେଦନଶୀଳତା ମନୋଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସ୍ୱେଛାସେବୀ ଅନୁଷ୍ଠାନ “ପୁନର୍ବାସ” ପକ୍ଷରୁ ଏକ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଡିସେମ୍ବର ମାସ ୩ ତାରିଖକୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ରୂପେ ପାଳନ କରାଯାଇ ଆସୁଅଛି। ସମାଜର ଭିନ୍ନକ୍ଷମବର୍ଗଙ୍କ ପ୍ରତି ଏକ ସମାବେଶୀ ଦୃଷ୍ଟିକୋଣ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଭିନ୍ନକ୍ଷମମାନଙ୍କୁ ଥେରାପି […]
Day: 30 November 2025
କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା କ୍ରିଡା ସଂସଦ ଆନୁକୂଲ୍ୟରେ ପ୍ରଥମ ବାର୍ଷିକ ଖେଳ ଇଣ୍ଡିଆ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ଅଟୋନମସ୍ କଲେଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ବାଳିକା ବିଭାଗ ୧୪ ବର୍ଷରୁ କମ୍ ଓ ୧୬ ବର୍ଷରୁ କମ୍ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନ ଉତ୍ସବରେ କେନ୍ଦ୍ରାପଡାର ଜିଲ୍ଲାପାଳ ରଘୁରାମ ଆୟାର ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଉଦ୍ଘାଟନ କରିଥିବା ବେଳେ ଜାତୀୟ ଫୁଟବଲ […]
କେନ୍ଦ୍ରାପଡା ୩୦/୧୧: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର ଚାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ଆସନ୍ତା ଡିସେମ୍ବର ୨୧ ତାରିଖରେ କେନ୍ଦ୍ରାପଡ଼ାରେ ଚତୁର୍ଥ ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ ହେବ । ଏ ଉପଲକ୍ଷେ ରବିବାର ଦିନ ସ୍ଥାନୀୟ ଗୋପ ରାମ ମନ୍ଦିର ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ହେବାକୁ ଥିବା କବିତା ମହୋତ୍ସବରେ ରାଜ୍ୟର ବିଭିନ୍ନ ସ୍ଥାନରୁ କବିମାନେ ଯୋଗଦେଇ ଦେଶାତ୍ମବୋଧକ କବିତା ପାଠ କରିବେ […]
କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଆସନ୍ତା ମାସ ୨୬ ତାରିଖରେ ହେବା ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଗରାପୁରସ୍ଥ ଶିବାନନ୍ଦ ଆଶ୍ରମ ପରିସରରେ କବି କରୁଣାକର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ନିଷ୍ପତ୍ତି ଗ୍ରହଣ କରାଯାଇଅଛି । ବାର୍ଷିକ ଉତ୍ସବକୁ ସଫଳ କରିବା ପାଇଁ ବିଭିନ୍ନ କମିଟି ଗଠନ କରିବା ନିମନ୍ତେ ସଂସଦର ସଂପାଦକ ଶୁଭାଂଶୁ କୁମାର ଦାସ ପ୍ରସ୍ତାବ ଦେଇଥିଲେ । ଏଥିରେ କୋର […]
କେନ୍ଦ୍ରାପଡ଼ା – ୩୦/୧୧- କେନ୍ଦ୍ରାପଡ଼ା କାର୍ଯ୍ୟରତ ସାମ୍ବାଦିକ ସଙ୍ଘ ଆନୁକୂଲ୍ୟରେରେ କେନ୍ଦ୍ରାପଡ଼ା ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବନ୍ଧୁତାପୂର୍ଣ୍ଣ ଏକ ଦିବସୀୟ କ୍ରିକେଟ ମ୍ୟାଚ ରେ ଆଠଟି ଦଳ ଅଂଶଗ୍ରହଣ କରିଥିଲେ । ସେଥିରେ ସାମ୍ବାଦିକ ଏକାଦଶ, ଓକିଲ ଏକାଦଶ, ପୋଲିସ ଏକାଦଶ, ସରପଞ୍ଚ ଏକାଦଶ, କାଉସିଲର ଏକାଦଶ, ପୌର ଷ୍ଟାଫ ଏକାଦସ, ଅବକାରୀ ଏକାଦଶ ପ୍ରମୁଖ ଭାଗ ନେଇଥିଲେ । ଫାଇନାଲ ମ୍ୟାଚ ରେ ପୋଲିସ ଏକାଦଶ ଓ ଓକିଲ […]
ODISHA EXPRESS KPD-29.11.2025
ODISHA EXPRESS KPD-28.11.2025
କେନ୍ଦ୍ରାପଡ଼ା,୩୦ା୧୧: କେନ୍ଦ୍ରାପଡ଼ା ବ୍ଲକ କୋରୋ ଗ୍ରାମର ସିଦ୍ଧବଟ ଠାରେ ସାହିତ୍ୟ ଅନୁଷ୍ଠାନ ସତୀର୍ଥର ଏକାଦଶ ବାର୍ଷିକ ସ୍ୱନକ୍ଷେତ୍ର ଷଠୀପୂଜା ଓ ସାସ୍ୱତ ମହାକୁମ୍ଭ ଅନୁଷ୍ଠିତ ହୋଇଯାଇଛି । ସତୀର୍ଥର ସଭାପତି କବି ଅମର ପ୍ରସାଦ ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ସାହିତ୍ୟିକ ପ୍ରଫେସର ଡ. ବୈଷ୍ଣବ ଚରଣ ସାମଲ, ମୁଖ୍ୟ ବକ୍ତାଭାବେ ଫକୀର ମୋହନ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର […]










