କେନ୍ଦ୍ରାପଡ଼ା ହାଇସ୍କୁଲ ପରିସରରେ ସାଇବର ସଚେତନତା

କେନ୍ଦ୍ରାପଡ଼ା ୫/୧୨ – କେନ୍ଦ୍ରାପଡ଼ା ଟାଉନ ସରକାରୀ ହାଇସ୍କୁଲ ପରିସରରେ ପ୍ରଧାନ ଶିକ୍ଷକ ମଦନ ମୋହନ କରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର ଦାସ ଯୋଗ ଦେଇଥିଲେ । ପିଏମ ଶ୍ରୀ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ବ୍ୟାଗଲେସ-୨୦୨୫/୨୬…

ଗଳ୍ପସଙ୍କଳନ ମୂକସଖୀ ଉନ୍ମୋଚିତ

କେନ୍ଦ୍ରାପଡା ୫/୧୨- ଗାଳ୍ପିକ ମାତୃଦତ୍ତ ମହାନ୍ତିଙ୍କ ଗଳ୍ପସଂକଳନ “ମୂକସଖୀ’ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରରେ ଉନ୍ମୋଚିତ ହୋଇଯାଇଛି । ପ୍ରଥମେ ପୂଜାର୍ଚ୍ଚନା କରାଯାଇ ଗଳ୍ପସଙ୍କଳନଟିକୁ ଶ୍ରୀ ଜୀଉମାନଙ୍କୁ ଲାଗି କରାଯାଇଥିଲା । ପରେ ପରେ ଅବସରପ୍ରାପ୍ତ ଶିକ୍ଷକ ଗୁରୁ କାଙ୍ଗାଳି ଚରଣ ବାରିକ…

ପୁନର୍ବାସ ପକ୍ଷରୁ ସଫଳ ଜାତୀୟ ପାରା କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ୪/୧୨- ଚଳିତ ୨୦୨୫ ମସିହାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଓଡ଼ିଶାର ପାରା କ୍ରୀଡ଼ାବିତ୍‌ମାନେ ଅଜସ୍ର ସଫଳତା ଅର୍ଜନ କରିଛନ୍ତି । ଓଡିଶା ଦଳ ଜାତୀୟ ହୁଇଲ୍ ଚେୟାର୍ ରଗ୍‌ବି ଚମ୍ପିୟାନ ହେବାଠାରୁ ଜାତୀୟ ପାରା ସନ୍ତରଣ ପ୍ରତିଯୋଗିତାରେ ପୂର୍ବ…

କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

କେନ୍ଦ୍ରାପଡ଼ା, ୪ା୧୨: କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ, ସହ ମଣ୍ଡଳଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ ଜେନା, ଶିକ୍ଷକ ସଂଘ ନେତା ମାନଭଞ୍ଜନ…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଚୋରି

କେନ୍ଦ୍ରାପଡ଼ା,୪ା୧୨:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ Batteries ଚୋରି ହୋଇଥିବା ଅଭିଯୋଗ ହୋଇଛି। Batteries ପେଟିରେ ପଶି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏକ ଗୃହରେ ରହିଥିଲା। କେହି ଦୁର୍ବୁତ ଏହାକୁ ଚୋରି କରିନେଇଛନ୍ତି। ତେବେ କେତେବେଳେ ଓ କିପରି ଏହା ଚୋରି ହେଲା ତାହାର ତଦନ୍ତ କରିବାକୁ…