ଖଡ଼ିଅଙ୍ଗରେ ମିଲେଟ୍ ଶକ୍ତି ଟିଫିନ ସେଣ୍ଟର ଉଦ୍‌ଘାଟିତ

କେନ୍ଦ୍ରାପଡ଼ା,୧୧ା୧୨: କେନ୍ଦ୍ରାପଡା ପୌରାଞ୍ଚଳ ଅଧୀନ ୧୧ ନମ୍ବର ୱାର୍ଡ ଖଡ଼ିଅଙ୍ଗ ଠାରେ ଏକ ମାଣ୍ଡିଆ ଟିଫିନ ସେଣ୍ଟର ଉଦଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ପୌରପାଳିକା ଚେୟାରମ୍ୟାନ ଶ୍ରୀମତୀ ସରିତା ସାହୁ କହିଲେ ମାଣ୍ଡିଆ ଖାଆନ୍ତୁ, ସୁସ୍ଥ ରୁହନ୍ତୁ। ମାଣ୍ଡିଆ ଖାଇବା…

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ସମାବେଶ

କେନ୍ଦ୍ରାପଡା ୧୧/୧୨- ଆଜି କେନ୍ଦ୍ରାପଡ଼ା ଜିଲ୍ଲା ତୈଳିକ ବୈଶ୍ୟ ସମାଜର ଏକ ସମାବେଶ ସ୍ଥାନୀୟ ଗୌରିଶଙ୍କର ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ସଭାପତି ସରୋଜ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବରେ ରାଜ୍ୟ ନିଖିଳ ଉତ୍କଳ ତୈଳିକ ମହାସଂଘର ସଭାପତି…

ବିଦ୍ୟାଳୟରେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

କେନ୍ଦ୍ରାପଡା ୧୦/୧୨- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ମେହେନ୍ଦିପୂର୍ ସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସାହିତ୍ୟ ପତ୍ରିକା ‘କାୟାକଳ୍ପ’ ପକ୍ଷରୁ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଦାସ ଉଦଘାଟନ କରିଥିଲେ। ଶିକ୍ଷାବିତ୍‌,…

ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଅଧିବେଶନ

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ୭୫ତମ ଅଧିବେଶନ ଗୋପସ୍ଥିତ ରାମ ମନ୍ଦିର ପରିସରରେ ସଭାପତି ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ସଂଗଠନ ସଂପାଦକ ବୈଷ୍ଣବ ଚରଣ ସ୍ୱାଇଁ ପୂର୍ବ ଅଧିବେଶନର ବିବରଣୀ ପାଠ…

ମାନବିକ ଅଧିକାର ଦିବସ ପାଳିତ

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସ୍ଥାନୀୟ ସେଣ୍ଟ ଜାଭିୟର ହାଇସ୍କୁଲ ଗୋପ କେନ୍ଦ୍ରାପଡା ଠାରେ ମାନବିକ ଅଧିକାର ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣର ସଚିବ ସନ୍ତୋଷ କୁମାର ମହାପାତ୍ର ଯୋଗଦେଇ ବିଦ୍ୟାଳୟର ଛାତ୍ରଛାତ୍ରୀ…

ଓମସାର ସାମ୍ବାଦିକ ସମ୍ମିଳନୀ ,ଡାକ୍ତର ଓ ଡାକ୍ତରଖାନାର ବିଭିନ୍ନ ସମସ୍ୟା ନେଇ ଦାବି

କେନ୍ଦ୍ରାପଡ଼ା,୧୦ା୧୨: ଓମସା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ରାଜ୍ୟ ସଭାପତି କିଶୋର ମିଶ୍ରଙ୍କ ପୈାରହିତ୍ୟରେ ଖଡିଅଙ୍ଗସ୍ଥିତ ପୁରୁଣା ଜିଲ୍ଲା ମୁଖ୍ୟଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ସଭାପତି ଡା. ମିଶ୍ର ଓମସା ଡିଏସିପି(ଡାଇନାମିକ ଆସ୍ୟୁରଡ କ୍ୟାରିୟର…