କେନ୍ଦ୍ରାପଡ଼ା,୧୨ା୧୨:ପ୍ରତିବର୍ଷ ଡିସେମ୍ବର ମାସରେ ବଳଦେବ ସେନା ପକ୍ଷରୁ ଆୟୋଜିତ ହୋଇଆସୁଥିବା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସାମାଜିକ ଦାୟିତ୍ୱ ଓ ସେବାମୂଳକ କାର୍ଯ୍ୟର ଏକ ଉଲ୍ଲେଖନୀୟ ଉଦାହରଣ। ଚଳିତ ବର୍ଷର ଷଷ୍ଠ ବାର୍ଷିକ ରକ୍ତଦାନ ଶିବିରକୁ ସଫଳ ଭାବେ ଆୟୋଜନ କରିବାକୁ ଇଛାପୁରସ୍ଥିତ ଯାତ୍ରୀ ନିବାସରେ ଅନ୍ତିମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରକ୍ତ ଦାନ ଶିବିରକୁ କପରି ଭାବେ ଆହୁରି ବ୍ୟାପକ, ସଂଗଠିତ ଓ ସଫଳ କରିବା ସହିତ […]

କେନ୍ଦ୍ରାପଡା,୧୨ା୧୨: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)କେନ୍ଦ୍ରାପଡା ବ୍ଲକ ଅନୁକୁଲ୍ୟରେ ୪୨ତମ ମଣ୍ଡଳ ସ୍ତରୀୟ ଶିଶୁ ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଉଦ୍ଘାଟନ ଉତ୍ସବରେ ବ୍ଲକ ଓଷ୍ଟା ସଭାପତି ତପନ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ ଯୋଗଦେଇ ନୈତିକ ଶିକ୍ଷା ଉପରେ ପିଲାମାନଙ୍କୁ ଆର୍ଶ ବଚନ ପ୍ରଦାନ କରିଥିଲେ । ରାଜ୍ୟ ଓଷ୍ଟାର ସଂପାଦକ ଶିକ୍ଷକ ନେତା ପ୍ରଣବ କୁମାର […]