କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା କଲେଜ ଜମିକୁ ଜବର ଦଖଲ କରିବା ପାଇଁ ଶନିବାର ବିଳମ୍ବିତ ରାତିରେ ଏକ ବିସ୍ପୋରକ ଅବସ୍ଥା ସୃଷ୍ଟି ହୋଇଛି। ଭୀଷଣ ଶୀତରେ ସମସ୍ତେ ଘରେ ଥିବା ବେଳେ ୪/୫ଟି ହାଇୱା ଗାଡି ଓ ଏକ ଜେସିବି ମେସିନ ସାହାଯ୍ୟରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଖାଲ ଜମିରେ ବାଲି ଢାଳି ସମତୁଲ କରି ଦଖଲକୁ ନେବାର ଏକ ସୁଚିନ୍ତିତ ଚକ୍ରାନ୍ତକୁ ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ଫଳରେ ବର୍ତ୍ତମାନ ପାଇଁ ଫଳପ୍ରଦ […]
Day: 14 December 2025
କେନ୍ଦ୍ରାପଡ଼ା,୧୪ା୧୨:ଶ୍ରୀନିଳାଚଳ ନିଖିଳୋତ୍ପଳ ପାଲାଗାୟକ ପରିଷଦର ଶାଖା ଶ୍ରୀବଳଦେବଜୀଉ ମଣ୍ଡଳର ଏକ ବୈଠକ ତିନିମୁହାଣୀସ୍ଥିତ ରାମମନ୍ଦିର ପରିସରରେ ଗାୟକ ରମାକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ, ଡେରାବିଶ ଓ କେନ୍ଦ୍ରାପଡା ବ୍ଲକର ସମସ୍ତ ଗାୟକ, ଗାୟିକା, ବାୟକ ଓ ସଂଗୀତକାରମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବୈଠକରେ ସର୍ବସମ୍ମତିକ୍ରମେ ଶ୍ରୀବଳଦେବଜୀଉ ମଣ୍ଡଳର ନୂତନ କର୍ମକର୍ତ୍ତାମାନଙ୍କୁ ଚୟନ କରାଯାଇଥିଲା। ମଣ୍ଡଳର ଉପଦେଷ୍ଟା ଭାବେ ଚିନ୍ମୟ […]
କେନ୍ଦ୍ରାପଡ଼ା,୧୪ା୧୨: ଗୋପାଳଜୀୟୁ ମନ୍ଦିର ପରିସରରେ ସୁଦର୍ଶନ ମହାପାତ୍ରଙ୍କ ସଭାପତିତ୍ୱରେ ବ୍ରାହ୍ମଣ ମହାସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ପ୍ରଥମେ ପ୍ରାକ୍ତନ ସଭ୍ୟ ସ୍ୱର୍ଗତ ଦାମୋଦର ତ୍ରିପାଠୀଙ୍କ ଆତ୍ମାର ସଦ୍ଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲ । କେନ୍ଦ୍ରାପଡା ବ୍ଲକ ସଂପାଦକ ପଣ୍ଡିତ ହରେକୃଷ୍ଣ ପତି ବେଦପାଠ କରିଥିଲେ ଓ ଆଜିର ବୈଠକର ଆଭିମୁଖ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ବ୍ରାହ୍ମଣ ସମାଜର ସଂପାଦକ ପଣ୍ଡିତ କିଶୋର […]
କେନ୍ଦ୍ରାପଡା ୧୪/୧୨: ଆସନ୍ତା ଜାନୁୟାରୀ ୬ ତାରିଖରୁ ୧୩ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ତେଇଶିତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ନୂତନ ଆକର୍ଷଣ “ଯୁବ ସ୍ପନ୍ଦନ” ହେବ ବୋଲି ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍ (କେମ୍) ପ୍ରକାଶ କରିଛି। ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ରାଜ୍ୟ ଏବଂ ରାଜ୍ୟ ବାହାରର ପୁସ୍ତକ ପ୍ରକାଶକ ଓ ବିକ୍ରେତାମାନଙ୍କୁ ଅଂଶଗ୍ରହଣ କରିବା ପାଇଁ ଆମନ୍ତ୍ରଣ କରାଯିବା ବୋଲି ସଭାପତି […]










