କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡା ସହରର ଫକିରାବାଦ୍ ସ୍ଥିତ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଷଷ୍ଠ ବାର୍ଷିକ ସର୍ବଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୬ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ପ୍ରସ୍ତୁତି ବୈଠକ ମାଧପୁର ଅମରଉଦ୍ୟାନ ପରିସରରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡାର ବିଶିଷ୍ଟ ଫୁଟବଲ ଖେଳାଳୀ ସ୍ୱର୍ଗତ ଅବଦୁଲ କରିମ୍ ଖାନ୍ଙ୍କ ସ୍ମୃତିରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ କ୍ଲବର ସଭାପତି ସଲିମ ଖାନ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି […]
Day: 15 December 2025
କେନ୍ଦ୍ରାପଡା,୧୫ା୧୨: ଜାତୀୟ ଜୁନିୟର ବାଳକ ଓ ବାଳିକା ପ୍ରତିଯୋଗିତା ଚଳିତ ମାସ ଡିସେମ୍ବର ୧୬ତାରିଖ ଠାରୁ ଡିସେମ୍ବର ୧୯ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଠାରେ ଆରମ୍ଭ ହେବାକୁ ଯାଉଅଛି । ଏଥି ନିମନ୍ତେ ବାଳକ ବିଭାଗରେ କେନ୍ଦ୍ରାପଡା ଜିଲ୍ଲା ତରଫରୁ ଚନ୍ଦନ ରାଉତ, ମୁନ୍ନା ଖସରା ଏବଂ ବାଳିକା ବିଭାଗର ଅପରାଜିତା ସାହୁ ରାଜ୍ୟ ତରଫରୁ ମନୋନୀତ ହୋଇଛନ୍ତି ଏବଂ ମହିଳା ଫୁଟ୍ବଲ ଖେଳାଳି କାମିନୀ ମଲ୍ଲିକ, ମିନାକ୍ଷୀ ଦାସ, ଅଭିଲିପ୍ସା […]
କେନ୍ଦ୍ରାପଡା ୧୫/୧୨: କେନ୍ଦ୍ରାପଡ଼ା ଜିଲ୍ଲାରେ ଦୀର୍ଘ ଦେଢ଼ ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଥେରାପି ସେବା ଓ ଭିନ୍ନକ୍ଷମଙ୍କ ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ତଥା ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସଭାରେ ସର୍ବ ପ୍ରଥମେ ସହ ସମ୍ପାଦକ ବଂଶୀଧର ମହାନ୍ତି ୨୦୨୫-୨୬ ଆର୍ôଥକ ବର୍ଷରେ ଅନୁଷ୍ଠାନ ଦ୍ୱାରା କରାଯାଇଥିବା କାର୍ଯ୍ୟକ୍ରମଗୁଡିକ […]
କେନ୍ଦ୍ରାପଡ଼ା,୧୫ା୧୨:ଭୁବନେଶ୍ୱରସ୍ଥିତ କିଟ୍ରେ ଅନୁଷ୍ଠିତ ଜାତୀୟ ଭଲିବଲ ଚୟନ ଶିବିରରେ ବଗଡା ସ୍ପୋର୍ଟସ ଏକାଡେମୀର ମୋସୀ ଖେରା ଓ ଚନ୍ଦନ ରାଉତଙ୍କୁ ଚୟନ କରାଯାଇଛି। ଉଭୟ ଖେଳାଳୀ ଜାତୀୟ ଭଲିବଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଓଡିଶା ଭଲିବଲ ଟିମର ୧୮ବର୍ଷରୁ କମ ଖେଳାଳୀ ଭାବେ ଯୋଗ୍ୟତା ଅର୍ଜନ କରିଛନ୍ତି। ଉକ୍ତ ପ୍ରତିଯୋଗିତା ରାଜସ୍ଥାନର ଝୁନଝୁନ୍ରେ ଅନୁଷ୍ଠିତ ହେବ। ଏହି ସଫଳତା ପାଇଁ ବଗଡା ସ୍ପୋର୍ଟସ ଏକାଡେମୀର କର୍ମକର୍ତ୍ତାମାନେ ଉଭୟ ଖେଳାଳୀଙ୍କୁ […]
କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡ଼ା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ୫୦୦ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ ଏକ ଶୀତଳ ଭଣ୍ଡାରକୁ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଉଦଘାଟନ କରିଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, କେନ୍ଦ୍ରାପଡ଼ା ପୈାରପାଳ ସରିତା ସାହୁ,ଜିଲ୍ଲାପାଳ ରଘୁରାମ ଆର. ଆୟର,ଚାଷୀ ନେତା ବିଚିତ୍ର କୁମାର ପ୍ରଧାନ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ବିଦ୍ୟାଧର ବେହେରାଙ୍କ […]
କେନ୍ଦ୍ରାପଡ଼ା,୧୫ା୧୨:ଜଣେ ବାଲ୍ୟବନ୍ଧୁ ବା ସ୍କୁଲ ସହପାଠୀ ଜୀବନର ଗୋଟିଏ ନିହାତି ଆବଶ୍ୟକୀୟ ଅଂଶ।ଏହି ଧର୍ମକୁ ପ୍ରତିପାଦିତ କରିବାକୁ ଯାଇ କେନ୍ଦ୍ରାପଡ଼ାର ସର୍ବପୁରାତନ ବିଦ୍ୟାଳୟ ବଳଦେବ ହାଇସ୍କୁଲର ୧୯୮୮ ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଷଷ୍ଠ ବନ୍ଧୁମିଳନ ଉତ୍ସବ ପାଳନ କରିଛନ୍ତି। ଚାନ୍ଦୋଳ କଲେଜ ନିକଟସ୍ଥ ମାତୃବାଟିକା ମଣ୍ଡପରେ ଖୁବ୍ ଆକର୍ଷଣୀୟ କାର୍ଯ୍ୟକ୍ରମର ଆୟୋଜନ ସହ ବନ୍ଧୁମାନେ ଛାତ୍ର ଜୀବନର ଅଭୁଲା ଅତୀତର ଅନୁଭୁତି […]










