ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ମଞ୍ଚ ଟି ପି ସି ଓ ଡ଼ି ଏଲ କର୍ମକର୍ତ୍ତା ଙ୍କ ସହ ଆଲୋଚନା

ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ ଅଂଚଳର ବିଦ୍ୟୁତ ଉପଭୋକ୍ତା ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଜି ପଟ୍ଟାମୁଣ୍ଡାଇ ବିଦ୍ୟୁତ ଉପଭୋକ୍ତା ସଂଘ ସଭାପତି କାଉନସିଲର ଗୋପୀବଲ୍ଲଭ ନାୟକ ଓ ସମ୍ପାଦକ ଗୋପୀନାଥ ତ୍ରିପାଠୀ ପଟ୍ଟାମୁଣ୍ଡାଇ ଟି ପି ସି ଓ…

ପଟ୍ଟାମୁଣ୍ଡାଇ କଲେଜ ୫୫ତମ ବାର୍ଷିକ କ୍ରୀଡା ଉଦଘାଟିତ

ପଟ୍ଟାମୁଣ୍ଡାଇ ତା ୧୮/୧୨- ପଟ୍ଟାମୁଣ୍ଡାଇ କଲେଜର ୫୫ତମ ବାର୍ଷିକ କ୍ରୀଡା ଉଦଘାଟିତ ହୋଇଯାଇଛି I ୩ଦିନ ବ୍ୟାପି ଆୟୋଜିତ କ୍ରୀଡା ଉତ୍ସବକୁ ପଟ୍ଟାମୁଣ୍ଡାଇ କଲେଜ ଅଧକ୍ଷ ପ୍ରଫେସର ଉମାକାନ୍ତ ପାତ୍ର ପତାକା ହଲାଇ ଉଦଘାଟନ କରିବା ସହିତ ଶିକ୍ଷା ସହିତ କ୍ରୀଡା…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଜାତୀୟ କର୍ମଶାଳା

କେନ୍ଦ୍ରାପଡ଼ା,୧୮ା୧୨:କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଗୁଣବତ୍ତା ନିଶ୍ଚିତତା ପ୍ରକୋଷ୍ଠ (ଆଇକ୍ୟୁଏସି) ପକ୍ଷରୁ ଗୁରୁବାର “ଗବେଷଣା ପ୍ରସ୍ତାବ ଲେଖନ ଓ ପାଣ୍ଠି ସଂଗ୍ରହ: ଧାରଣାରୁ ଅନୁମୋଦନ ପର୍ଯ୍ୟନ୍ତ” ଶୀର୍ଷକରେ ଏକ ଜାତୀୟ ସ୍ତରୀୟ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ…

ପିଏମ ଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ, ବନ୍ଧୁତ ପୂର୍ଣ୍ଣ କ୍ରୀଡା ସମାରୋହ

କେନ୍ଦ୍ରାପଡ଼ା, ୧୮ା୧୨: ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରମାନେ, କ୍ରୀଡା ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନଙ୍କ ନେତୃତ୍ୱରେ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାକୁ ପ୍ରଧାନ ଶିକ୍ଷକ ସୋମନାଥ…

ଜିଲ୍ଲାପାଳଙ୍କ ଦ୍ୱାରା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା

କେନ୍ଦ୍ରାପଡ଼ା,୧୮ା ୧୨: ଜିଲ୍ଲାପାଳ ରଘୁରାମ ଆର. ଆୟର ଗୁରୁବାର ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ଚାଲିଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗ୍ରାମୀଣ ଗୃହ ନିର୍ମାଣ ଯୋଜନା,ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା,ଗ୍ରାମ ପଞ୍ଚାୟତ ଭବନ,ଅଙ୍ଗନୱାଡି…

ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ବିରୋଧରେ ନ୍ୟାସନାଲ ହେରାଲ୍ଡ ଆଥିକ ଅନିୟମିତତା ମାମଲା ଖାରଜ

ବିଜେପିର ମିଥ୍ୟା ଆରୋପ ବିରୋଧରେ କେନ୍ଦ୍ରାପଡା କଂଗ୍ରେସର ପ୍ରତିବାଦ କେନ୍ଦ୍ରାପଡ଼ା,୧୮ା୧୨:ନ୍ୟାସନାଲ ହେରାଲ୍ଡ ଓ ମନିଲଣ୍ଡରିଂ ଭଳି ଅର୍ଥ ଆତ୍ମସାତ ଘଟଣାରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ସଂପୃକ୍ତି ସମ୍ପର୍କରେ ବିଜେପି ପକ୍ଷରୁ ଆଗତ ହୋଇଥିବା ମୋକଦ୍ଦମାକୁ ନ୍ୟାୟାଳୟ ଖାରଜ କରିଦେବା…

ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧୮/୧୨ -ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରର ୧୩ତମ ବାର୍ଷିକ କ୍ରୀଡା ଉତ୍ସବ ୪ଦିନ ଧରି ଶିଶୁ ଶିକ୍ଷା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବକୁ ଶିକ୍ଷା ମନ୍ଦିର…

ମଣ୍ଡପଡ଼ା ଠାକୁର ନିଗମାନନ୍ଦ ଆଶ୍ରମର ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ୧୭/୧୨–ପରମହଂସ ସଦଗୁରୁ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବଙ୍କ ମଣ୍ଡପଡ଼ା ଶାଖା ସଂଘର ବାର୍ଷିକ ଉତ୍ସବ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏଇ ଅବସରରେ ଶୁଭାଧିବାସ, ସନ୍ଧ୍ୟାପୂଜା, ଆରତୀ, ସ୍ତୋତ୍ର ବନ୍ଦନା, ଜୟଗୁରୁ କୀର୍ତନ ସହିତ ଜୟଗୁରୁ ନାମଯଂଜ୍ଞ ଅନୁଷ୍ଠିତ ହୋଇଥିଲା…

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗରେ ମାନବ ସଭ୍ୟତା ସଫଳତା ପଥରେ ଚାଲିଛି

ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ଆଲୋଚନାଚକ୍ର ପଟ୍ଟାମୁଣ୍ଡାଇ ୧୭/୧୨ – ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଶ୍ରେଣୀ କକ୍ଷରେ ପ୍ରଯୁକ୍ତି ବିଦ୍ୟାର ସମନ୍ୱିତ ଆହ୍ୱାନ ଓ ସମ୍ଭାବନା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ…

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜିଲ୍ଲାପାଳଙ୍କ ଅଚାନକ ଗସ୍ତ

ବିଭିନ୍ନ ୱାର୍ଡ ବୁଲିବା ସହିତ ରୋଗୀଙ୍କ ସହ ଆଲୋଚନା   କେନ୍ଦ୍ରାପଡ଼ା, ୧୭ା୧୨: ଜିଲ୍ଳାପାଳ ରଘୁରାମ ଆର. ଆୟର ବୁଧବାର ମଧ୍ୟାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ଜିଲ୍ଲାପାଳ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓପିଡି ବୁଲିବା ସହିତ…

କେନ୍ଦ୍ରାପଡ଼ା ତହସିଲରେ ଜିଲ୍ଲାପାଳଙ୍କ ରାଜସ୍ୱ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡ଼ା ତହସିଲରେ ବୁଧବାର ଜିଲ୍ଲାପାଳ ରଘୁରାମ ଆର. ଆୟର ରାଜସ୍ୱ ସଂକ୍ରାନ୍ତୀୟ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣିରେ କେନ୍ଦ୍ରାପଡା ତହସିଲଦାର ସୁଶ୍ରୀ କୁଇନି ଜେନା ଉପସ୍ଥିତ ରହି ସହାୟତା ପ୍ରଦାନ କରିଥିଲେ। ଆଜି…

ଚଳଚିତ୍ର ପ୍ରଯୋଜକ ରବୀନ୍ଦ୍ର ସାହୁଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୭ା୧୨:ବିଶିଷ୍ଟ ବ୍ୟବସାୟୀ, ଚଳଚିତ୍ର ପ୍ରଯୋଜକ ରବିନ୍ଦ୍ର ମୋହନ ସାହୁଙ୍କ ୮୧ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ କେନ୍ଦ୍ରପଡା ସହରରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ୫ପୁଅ…

ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଇଁ ଆଧ୍ୟାତ୍ମିକ ଆଲୋଚନା

କେନ୍ଦ୍ରାପଡ଼ା,୧୭ା୧୨:ଇନ୍ଦୁପୁରସ୍ଥିତ ବିରୂପା ମହାବିଦ୍ୟାଳୟ ପରିସରରେ ‘ବିଶ୍ୱଶାନ୍ତି ନିମନ୍ତେ ପ୍ରାର୍ଥନା’ ପାଇଁ ଏକ ଆଧ୍ୟାତ୍ମିକ ସଙ୍କଳ୍ପ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା…

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଦଣ୍ଡାମୁଣ୍ଡ ଛକସ୍ଥିତ ଶ୍ରୀଜଗନ୍ନାଥ ଅଟୋମୋବାଇଲ୍ସ ପକ୍ଷରୁ ଏକ ‘ସଡକ ସୁରକ୍ଷା ଜୀବନ ରକ୍ଷା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଅଟୋମାଲିକ ଓ ଚାଳକମାନେ…

କାକଟ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୨ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା…