କେନ୍ଦ୍ରାପଡ଼ା,୨୦ା୧୨: ଇଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧିନ ବିଭିନ୍ନ ବିଦ୍ୟାଳୟରେ ପଢୁଥିବା ୩ୟ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ୨୩୨ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଏଥିରେ ସଷ୍ଟେନେବୁଲ ଏଗ୍ରିକଲଚର,ବର୍ଜ୍ୟବସ୍ତୁ ପରିଚାଳନା, ସବୁଜ ଶକ୍ତି, ଏମରର୍ଜିଂ ଟେକନୋଲୋଜି, ଗଣିତ ପ୍ରକଳ୍ପ, ସ୍ୱାସ୍ଥ୍ୟରକ୍ଷା, ଜଳ ସଂରକ୍ଷଣ ଓ ପରିଚାଳନା ପ୍ରଭୃତି ପ୍ରକଳ୍ପ ଗୁଡିକ ଅଂଶଗ୍ରହଣ କରିଥିବା ବେଳେ […]

କେନ୍ଦ୍ରାପଡ଼ା,୨୦ା୧୨:ପ୍ରଜ୍ଞାନ ମିଶନ ପକ୍ଷରୁ ଆୟୋଜିତ ଗିତା ଜ୍ଞାନଯଜ୍ଞ ଜିଲ୍ଲା ସଂସ୍କୃତି ଭବନରେ ଶନିବାର ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ୱାମୀ ପ୍ରଜ୍ଞାନାନନ୍ଦଜୀଙ୍କ  ମହାରାଜ ପ୍ରଦୀପ ପ୍ରଜ୍ଵଳନ କରି ଉଦଘାଟନ କରିଥିବ ବେଳେ ଦିବ୍ୟ ଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଆଜିର ଗିତା ଜ୍ଞାନଯଜ୍ଞରେ ଶ୍ରୀମଦ ଭାଗବତ ଗୀତାର ପ୍ରଥମ ଅଧ୍ୟାୟର କେତେରାଟି ଶ୍ଲୋକକୁ ବାଖ୍ୟା କରିଯିବା ସହ […]

କେନ୍ଦ୍ରାପଡ଼ା,୧୯ା୧୨:ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୨ ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କୁ ମାଗଣା ଲାପଟପ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ଜିଲ୍ଲାପାଳ ରଘୁରାମ ଆର. ଆୟର ୨ ଜଣ ଦୃଷ୍ଟିବାଧିତ ଛାତ୍ରଛାତ୍ରୀ ଭୀଷ୍ମ କୁମାର ଦାସ ଓ ଅନିତା ରାଉତଙ୍କୁ ମାଗଣା ଲାପଟପ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ( ସାଧାରଣ) ନବକ୍ରିଷ୍ଣ ଜେନା, ଜିଲ୍ଲା […]

କେନ୍ଦ୍ରାପଡ଼ା,୧୯ା୧୨:କେନ୍ଦ୍ରାପଡା ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଇଛାପୁର ହାଇସ୍କୁଲରେ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ମଣ୍ଡଳ ଶିକ୍ଷାଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ କୁନି କୁନି ବୈଜ୍ଞାନିକଙ୍କ ଲୁକ୍କାୟିତ ପ୍ରତିଭାକୁ ବିକାଶ କରିବା ପାଇଁ ଏଭଳି ପ୍ରଦର୍ଶନୀ ଏକ ସୁଯୋଗ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ପ୍ରାକ୍ତନ ଜିଲ୍ଲା ବିଜ୍ଞାନ ପରିଦର୍ଶକ ପିତବାସ […]

କେନ୍ଦ୍ରାପଡା,୧୯ା୧୨: କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ଜନଶକ୍ତି ପାର୍ଟିର ସ୍ମାରକ ପତ୍ର ଦେଇ ଗରିବ ଓଡିଶାର ଜନସାଧାରଣଙ୍କୁ ଚିଟଫଣ୍ଡ ଟଙ୍କା ଫେରସ୍ତ, ବିଶୁଦ୍ଧ ପାନୀୟ ଜଳ ଯୋଗାଣ, ଶିକ୍ଷା ଓ କୃଷି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନର ନାରା ଦେଇ ଓଡିଶାରେ କ୍ଷମତାସିନ ବିଜେପି ସରକାର ନିତୀ ନୈତିକତାକୁ ଜଳାଞ୍ଜଳି ଦେଇ ବିଧାୟକମାନଙ୍କ ଦରମା ୩ଗୁଣା ବୃଦ୍ଧିର ବିଧେୟକ ଆଣିଥିବା ମୋହନ ସରକାରଙ୍କ ଜନ ବିରୋଧି ନିତୀର ପ୍ରତ୍ୟାହାର ଦାବି ସହିତ କିସରେ ମୃତ […]

କେନ୍ଦ୍ରାପଡ଼ା, ୧୯/୧୨-ନିଯୁକ୍ତି, ଦରବୃଦ୍ଧି, ଆର୍ଥୀକ ପରିଚାଳନା, ଆଭ୍ୟନ୍ତରୀଣ ସୁରକ୍ଷା, ବୈଦେଶିକ ନୀତି ଆଦି ସମସ୍ତ କ୍ଷେତ୍ରରେ ଏଗାର ବର୍ଷର ଭଜପା ସରକାର ଅସଫଳ ହୋଇଛି । ମାତ୍ର ନିଜର ବିଫଳତା ଲୁଚାଇବା ପାଇଁ ଗ୍ରାମୀଣ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସୃଷ୍ଟି କରିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ […]