କେନ୍ଦ୍ରାପଡ଼ା,୨୨ା୧୨:କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟାର ସୋମବାର ସକାଳ ୯ଟାରେ ପଲ୍ଲିଶ୍ରୀ ମହିଳା ସମିତି ଦ୍ୱାରା ପରିଚାଳିତ କୋରୁଆସ୍ଥିତ ଶିଶୁ ଯତ୍ନ ଅନୁଷ୍ଠାନ ପରିଦର୍ଶନ କରିଛନ୍ତି। ଜିଲ୍ଲାପାଳ ସମସ୍ତ ଅନ୍ତେବାସୀ ପିଲାମାନଙ୍କ ସହିତ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ, ପରିବେଶ, ପରିଚାଳନାର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ପିଲା ମାନଙ୍କ ଉଚ୍ଚତର ଶିକ୍ଷାକୁ ଗୁରୁତ୍ୱ ଆରୋପ କରିବା ସହିତ ବୈଷୟିକ ଶିକ୍ଷାକୁ ଆପଣାଇ ନିଜର ପରିଚୟ ସହିତ ରୋଜଗାରକ୍ଷମ ହେବାକୁ ଜିଲ୍ଲାପାଳ […]
Day: 22 December 2025
କେନ୍ଦ୍ରାପଡ଼ା,୨୨ା୧୨:କେନ୍ଦ୍ରାପଡ଼ା ହାଇସ୍କୁଲ ଖେଳ ପଡିଆରେ ଜିଲ୍ଲାସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଂସଦ ଖେଳ ମହୋତ୍ସବ ସଂଯୋଜକ ତଥା ଜିଲ୍ଲା ବିଜେପି ସଭାପତି ଶଶାଙ୍କ ସେଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। […]
କେନ୍ଦ୍ରାପଡା,୨୨ା୧୨: କେନ୍ଦ୍ରାପଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ ରବିବାର ଦିନ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଆୟୋଜନ କରାଯାଇଥିଲା । ଯେଉଁଥିରେ ବ୍ଲକ ଏକାଦଶ, ସରପଞ୍ଚ ଏକାଦଶ, ପିଓ ଓ ଏଡିଓ ଏକାଦଶ ଏବଂ ସାମ୍ବାଦିକ ଏକାଦଶଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ କେନ୍ଦ୍ରାପଡା ବ୍ଲକ ଜଜାଙ୍ଗ ସ୍ଥିତ ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଫାଇନାଲ ମ୍ୟାଚରେ ବ୍ଲକ ଏକାଦଶଙ୍କୁ ହରାଇ ସାମ୍ବାଦିକ ଏକାଦଶ ବିଜୟୀ ହୋଇଥିଲା […]
କେନ୍ଦ୍ରାପଡ଼ା,୨୨ା୧୨:ଦେଶର ବେକାର ଯୁବକଯୁବତୀ ଓ ସାଧାରଣ ଲୋକଙ୍କର ଆତ୍ମ ନିଯୁକ୍ତି ପାଇଁ ସରକାରୀ ସ୍ତରରେ ପ୍ରଣୟନ ହୋଇଥିବା “ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା” (ଏମଜିଏନଆରଜିଏସ)ରେ ଲୋକଙ୍କୁ ବର୍ଷରେ ଏକଶହ ଦିନ କର୍ମ ଯୋଗାଇ ଦେବାର ବ୍ୟବସ୍ଥା ଥିବା ବେଳେ ସରକାର ଅଦ୍ୟାବଧି ବର୍ଷକରେ ଏକଶହ ଦିନ କର୍ମ ଯୋଗାଇବାରେ ବିଫଳ ହୋଇଛନ୍ତି। ଏଥିସହିତ କାମ ଯୋଗାଇ ନପାରିଲେ ବେକାରୀ ଭତ୍ତା ଦେବା ପାଇଁ ସରକାର ଦେଇଥିବା […]
ପଟ୍ଟାମୁଣ୍ଡାଇ ତା୨୨/୧୨-ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷୟତ୍ରୀ ଭଗବତୀ ସ୍ୱାଇଁଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା କଷଣଅଣ୍ଟା ଠାରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ନେତା ପ୍ରମୋଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳ, ପଟ୍ଟାମୁଣ୍ଡାଇ କଲେଜ ପ୍ରାକ୍ତନ ଅଧକ୍ଷ ପ୍ରଫେସର ଦୁର୍ଯ୍ୟୋଧନ ପରିଡା ପ୍ରାକ୍ତନ ଵି ଇ ଓ ପାବନୀ ରାଉତ, […]










