କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୫

କେନ୍ଦ୍ରାପଡ଼ା,୨୩ା୧୨:କେନ୍ଦ୍ରାପଡା ସହରର ଇଛାପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨-୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମହାକାଳପଡା…

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା

କେନ୍ଦ୍ରାପଡା ୨୩/୧୨ – ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡ଼ା ହାଇସ୍କୁଲ ପଡ଼ିଆରେ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ବକ୍ତା ରୂପେ ଜିଲ୍ଲା ପଞ୍ଚାୟତିରାଜ ବିଭାଗ ଅଧିକାରୀ ରମେଶ…

ଏମପାୱାର ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ‘ପରିଶ୍ରମର କୌଣସି ବିକଳ୍ପ ନାହିଁ’

କେନ୍ଦ୍ରାପଡ଼ା,୨୩ା୧୨: ପରିଶ୍ରମର କୌଣସି ବିକଳ୍ପ ନାହିଁ। ପିଲାମାନେ ପରିଶ୍ରମ କରି ପାଠ ପଢିଲେ ସେ ପାଠ ସଠିକ କାମରେ ବିନିଯୋଗ ହେବ। ପିଲାମାନେ ହେଉଛନ୍ତି ଆମର ଭବିଷ୍ୟତ। ସେମାନେ ହେଉଛନ୍ତି ଆମ ପାଇଁ ବର୍ତ୍ତମାନର ସ୍ୱପ୍ନ ଓ ଆସନ୍ତା କାଲିର ପ୍ରତିଶ୍ରୁତି।…