କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡାର ଦୁହୁରିଆ କ୍ରସିଂଙ୍ଗ ବଜାର ଛକ ଜିଲ୍ଲାର ମୁଖଶାଳା ହୋଇଥିବା ବେଳେ ଏହା କଟକ, ଯାଜପୁର, ଜଗତସିଂହ ପୁର ଓ ଭଦ୍ରକ ଜିଲ୍ଲାକୁ ସଂଯୋଗ କରୁଅଛି । ୫୩ନମ୍ବର ଜାତୀୟ ରାଜପଥ ଦୁହୁରିଆ କ୍ରସିଂ ଠାରେ କଟକ – ଚାନ୍ଦବାଲି ରାସ୍ତାକୁ ଅତିକ୍ରମ କରୁଅଛି । କଟକ ଚାନ୍ଦବାଲି ରାସ୍ତା ୪ ଲେନ୍ ବିଶିଷ୍ଟ ହେବ। ଏଠାରେ ଗୋଟିଏ ମାତ୍ର ପୋଲ ନିର୍ମାଣ କରାଯାଇଅଛି । ଏଠାରେ ଦ୍ୱିତୀୟ ପୋଲ […]
Day: 27 December 2025
କେନ୍ଦ୍ରାପଡ଼ା,୨୭ା୧୨:କେନ୍ଦ୍ରାପଡା ଟାଉନ୍ ସ୍ଥିତ ବଳଦେବ ହାଇସ୍କୁଲର ୧୯୭୯ ମାଟ୍ରିକ ବ୍ୟାଚ ପୁରାତନ ଶିକ୍ଷାର୍ଥୀ ମାନଙ୍କ ଏକ ବନ୍ଧୁ ମିଳନ ଉତ୍ସବ ବୁଧବାର ଦାନପୁର ନିକଟ ମା’ ରାମଚଣ୍ଡୀ ପୀଠରେ ଅନୁଷ୍ଠିତ ହୋଇଯାଇଛି । ପୁରାତ୍ତନ ଛାତ୍ର ଜ୍ଞାନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଉକ୍ତ ଖ୍ୟାତାନାମା ହାଇସ୍କୁଲରେ ପାଠପଢି ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବିଶିଷ୍ଟ ବ୍ୟକ୍ତିମାନେ ଉକ୍ତ ବିଦ୍ୟାଳୟକୁ ସହଯୋଗ କରିବା ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ । ଉକ୍ତ […]
ପଟ୍ଟାମୁଣ୍ଡାଇ ତା ୨୭/୧୨- ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିରରେ ମାତୃ ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀକୁ ଶିକ୍ଷା ମନ୍ଦିର ସମ୍ପାଦକ ଅମ୍ବୁଜ ଭୂଷଣ ନାୟକ ଉଦଘାଟନ କରିଥିଲେ । ଏହି ଉପଲକ୍ଷେ ଆୟୋଜିତ ପ୍ରଧାନ ଆଚାର୍ଯ୍ୟ ପ୍ରଭୁଦତ୍ତ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କଥାକାର ପ୍ରଦୀପ ନାୟକ ମୁଖ୍ୟଅତିଥି, ଶିକ୍ଷାବିତ ଅଜିତ୍ ମଲିକ ମୁଖ୍ୟବକ୍ତା ଭାବେ ଯୋଗ […]










