କାଥରିନ ଦାସଙ୍କ ସ୍ମୃତିରେ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି

ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୨୮ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୪୮୫ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି।ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର…

ଟାଇମ୍ସ ଗୁରୁକୁଳ ସ୍କୁଲର ଦ୍ୱାଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା ୨୮/୧୨ଜିଲ୍ଲାର କଲେଜ ଛକ ନିକଟ ଉଦୟ ନଗର ଠାରେ ଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଟାଇମ୍ସ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରତିଷ୍ଠାତା ପ୍ରହ୍ଲାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବାର୍ଷିକ ଉତ୍ସବରେ ଉଦଘାଟକ ଭାବେ…

ଧର୍ମପ୍ରାଣା ମହିଳାଙ୍କ ପରଲୋକ

ପଟ୍ଟାମୁଣ୍ଡାଇ ତା ୨୮/୧୨- ପଟ୍ଟାମୁଣ୍ଡାଇ ପୋଖରୀଆପଡା ଗ୍ରାମର ବିଶିଷ୍ଟ ଧର୍ମପ୍ରାଣା ମହିଳା ତଥା ଗାଳ୍ପିକ ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ମାତା ସାବିତ୍ରୀ ଲେଙ୍କାଙ୍କ ୮୬ବର୍ଷ ବୟସରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର କୁଳମଣି ଲେଙ୍କା ଅଶୋକ ଲେଙ୍କା…

ଜୟହିନ୍ଦ ହାଇସ୍କୁଲରେ ଗୁରୁ ପୂଜନ ଓ ବନ୍ଧୁମିଳନ

ପଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୧୯୮୯ ମାଟ୍ରିକ ବ୍ୟାଚ ପକ୍ଷରୁ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି  । ପୁରାତନ ଛାତ୍ର ତଥା ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଅଧକ୍ଷ ମାନସ ରଞ୍ଜନ ସାମଲଙ୍କ…