ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ କେନ୍ଦ୍ରାପଡ଼ା,୨୮ା୧୨:ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ପାଳନ ଅବସରରେ କେନ୍ଦ୍ରାପଡା ଜିଲ୍ଲାର ୪୮୫ଜଣ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି।ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ସଭାପତିତ୍ୱରେ ସାନ୍ତସାହିସ୍ଥିତ ବଳଦେବଜୀଉ କଲ୍ୟାଣମଣ୍ଡପରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ତୋଷାଳୀ ସ୍ୟାଣ୍ଡ ଗ୍ରୁପର ପରିଚାଳନା ନିର୍ଦ୍ଦେଶକ […]
Day: 28 December 2025
କେନ୍ଦ୍ରାପଡ଼ା ୨୮/୧୨ଜିଲ୍ଲାର କଲେଜ ଛକ ନିକଟ ଉଦୟ ନଗର ଠାରେ ଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଟାଇମ୍ସ ଗୁରୁକୁଳ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରତିଷ୍ଠାତା ପ୍ରହ୍ଲାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବାର୍ଷିକ ଉତ୍ସବରେ ଉଦଘାଟକ ଭାବେ ମଦନ ମୋହନ ସାହୁ, ମୁଖ୍ୟ ଅତିଥି ଭାବେ ଦିନବନ୍ଧୁ ରାଉତ, ଅଶୋକ କୁମାର ଦାସ ମୁଖ୍ୟ ବକ୍ତା ଭାବେ ଯୋଗଦେଇ କଠିନ ପରିଶ୍ରମ, ଏକାଗ୍ରତା ଓ ଲକ୍ଷ […]
ପଟ୍ଟାମୁଣ୍ଡାଇ ତା ୨୮/୧୨- ପଟ୍ଟାମୁଣ୍ଡାଇ ପୋଖରୀଆପଡା ଗ୍ରାମର ବିଶିଷ୍ଟ ଧର୍ମପ୍ରାଣା ମହିଳା ତଥା ଗାଳ୍ପିକ ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ମାତା ସାବିତ୍ରୀ ଲେଙ୍କାଙ୍କ ୮୬ବର୍ଷ ବୟସରେ ପରଲୋକ ହୋଇଯାଇଛି। ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର କୁଳମଣି ଲେଙ୍କା ଅଶୋକ ଲେଙ୍କା ସୁଶାନ୍ତ ଲେଙ୍କା, ଝିଅ ଜ୍ୱାଇଁ ନାତିନାତୁଣୀ ବନ୍ଧୁ ଓ ପରିବାରବର୍ଗ ଉପସ୍ଥିତ ଥିଲେ । ସେ ସ୍ଥାନୀୟ ଅଂଚଳର ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶ ଗ୍ରହଣ […]
ପଟାମୁଣ୍ଡାଇ ୨୮/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୧୯୮୯ ମାଟ୍ରିକ ବ୍ୟାଚ ପକ୍ଷରୁ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ତଥା ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଅଧକ୍ଷ ମାନସ ରଞ୍ଜନ ସାମଲଙ୍କ ପୌରହିତ୍ୟ ଓ ନିହାର ରଞ୍ଜନ ସୂତାରଙ୍କ ସଂଯୋଜନାରେ ଆୟୋଜିତ ଗୁରୁ ପୂଜନ ଓ ବନ୍ଧୁ ମିଳନ ଉତ୍ସବରେ ପ୍ରାକ୍ତନ ଶିକ୍ଷକ ରଂଜିତ ମଲ୍ଲିକ, କେଦାର ପ୍ରଧାନ, ସୁରେଶ […]










