ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଇଁ ଆଧ୍ୟାତ୍ମିକ ଆଲୋଚନା

କେନ୍ଦ୍ରାପଡ଼ା,୧୭ା୧୨:ଇନ୍ଦୁପୁରସ୍ଥିତ ବିରୂପା ମହାବିଦ୍ୟାଳୟ ପରିସରରେ ‘ବିଶ୍ୱଶାନ୍ତି ନିମନ୍ତେ ପ୍ରାର୍ଥନା’ ପାଇଁ ଏକ ଆଧ୍ୟାତ୍ମିକ ସଙ୍କଳ୍ପ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ ବୋଷଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା…

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୧୭ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଦଣ୍ଡାମୁଣ୍ଡ ଛକସ୍ଥିତ ଶ୍ରୀଜଗନ୍ନାଥ ଅଟୋମୋବାଇଲ୍ସ ପକ୍ଷରୁ ଏକ ‘ସଡକ ସୁରକ୍ଷା ଜୀବନ ରକ୍ଷା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଅଟୋମାଲିକ ଓ ଚାଳକମାନେ…

କାକଟ ମଙ୍ଗଳା କ୍ଲବ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୭ା୧୨: କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ କାକଟ ମଙ୍ଗଳା କ୍ଲବ ୮୨ ବର୍ଷରେ ପଦାର୍ପଣ କରିଥିବା ବେଳେ ଏହାର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । କ୍ଲବ ସଭାପତି ପୌରସଭ୍ୟ ଉମେଶ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା…

ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ

କେନ୍ଦ୍ରାପଡ଼ା,୧୬ା୧୨:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର କ୍ଷେତାଧିପତି ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିରରେ ଧନୁ ସଂକ୍ରାନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଧନୁ ସଂକ୍ରାନ୍ତିରେ ପ୍ରଭୁଙ୍କ ପାଖରେ ପହିଲି ଭୋଗ ଆରମ୍ଭ ହୋଇ ଲାଗି ହୋଇଛି ଧନୁମୁଆଁ। ଶାସ୍ତ୍ର ପ୍ରଚଳିତ ପ୍ରଥା ଅନୁଯାୟୀ ମା’ ଲକ୍ଷ୍ମୀ ସାଆନ୍ତାଣୀ…

“ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ

କେନ୍ଦ୍ରାପଡା ୧୬/୭ : କେନ୍ଦ୍ରାପଡା ଜିଲ୍ଲାର “ପୂର୍ବତନ ସୈନିକ ସଂଘ’ ଦ୍ୱାରା ୫୪ ତମ ବିଜୟ ଦିବସ ପାଳନ। ପୂର୍ବତନ ସୈନିକ ସଂଘର ଅଧ୍ୟକ୍ଷ କ୍ୟାପଟେନ ଅଭୟ କୁମାର ଲେଙ୍କାଙ୍କ ତତ୍ତ୍ୱାବଧାନରେ ତିନିମୁହାଣ ସ୍ଥିତ ନୂତନ ଅମର ଯବାନ ସହିଦସ୍ତମ୍ଭ ସ୍ମାରକ…

ପ୍ରସିଦ୍ଧ କନ୍ତିଆ ମଠରେ ଧନୁଯାତ୍ରା

କେନ୍ଦ୍ରାପଡା,୧୬ା୧୨: କେନ୍ଦ୍ରାପଡା ସହର ଉପକଣ୍ଠସ୍ଥ “କନ୍ତିଆ ମଠ ରେ” ପାରମ୍ପାରିକ ଧନୁଯାତ୍ରାର ଶୁଭ ଉଦ୍‌ଘାଟନ ହୋଇଯାଇଛି । ମଠର ମଠାଧିଶ ସିଦ୍ଧାର୍ଥ ଶଙ୍କର ଦାସଙ୍କ ସଭାପତିତ୍ୱରେ ଓଳାଶୁଣୀ ମଠର ମହନ୍ତ ମହାରାଜ ବାଗ୍ନୀ ମହାନପ୍ରବକ୍ତା ନାମାନନ୍ଦ ଦାସ ମୁଖ୍ୟ ଅତିଥି ଭାବେ…

ଷଷ୍ଠ ବାର୍ଷିକ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡା ସହରର ଫକିରାବାଦ୍ ସ୍ଥିତ ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଷଷ୍ଠ ବାର୍ଷିକ ସର୍ବଭାରତୀୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୬ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ପ୍ରସ୍ତୁତି ବୈଠକ ମାଧପୁର ଅମରଉଦ୍ୟାନ ପରିସରରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାପଡାର ବିଶିଷ୍ଟ…

କେନ୍ଦ୍ରାପଡା ଜିଲ୍ଲାର ରାଜ୍ୟ ଜାତୀୟ ଜୁନିୟର ଭଲିବଲ୍ ଓ ମହିଳା ଫୁଟବଲ ଖେଳାଳି ରାଜ୍ୟ ତରଫରୁ ଜାତୀୟ ଚାମ୍ପିୟନ ସିପ୍ ନିମନ୍ତେ ମନୋନୀତ

କେନ୍ଦ୍ରାପଡା,୧୫ା୧୨: ଜାତୀୟ ଜୁନିୟର ବାଳକ ଓ ବାଳିକା ପ୍ରତିଯୋଗିତା ଚଳିତ ମାସ ଡିସେମ୍ବର ୧୬ତାରିଖ ଠାରୁ ଡିସେମ୍ବର ୧୯ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଠାରେ ଆରମ୍ଭ ହେବାକୁ ଯାଉଅଛି । ଏଥି ନିମନ୍ତେ ବାଳକ ବିଭାଗରେ କେନ୍ଦ୍ରାପଡା ଜିଲ୍ଲା ତରଫରୁ ଚନ୍ଦନ ରାଉତ,…

ପୁନର୍ବାସର ବାର୍ଷିକ ସାଧାରଣ ପରିଷଦ ବୈଠକ

କେନ୍ଦ୍ରାପଡା ୧୫/୧୨: କେନ୍ଦ୍ରାପଡ଼ା ଜିଲ୍ଲାରେ ଦୀର୍ଘ ଦେଢ଼ ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଥେରାପି ସେବା ଓ ଭିନ୍ନକ୍ଷମଙ୍କ ସଚେତନତା ଓ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସର ବାର୍ଷିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ତଥା ମୁଖ୍ୟ…

ବଗଡା ସ୍ପୋର୍ଟସ ଏକାଡେମୀର ସଫଳତା

କେନ୍ଦ୍ରାପଡ଼ା,୧୫ା୧୨:ଭୁବନେଶ୍ୱରସ୍ଥିତ କିଟ୍‌ରେ ଅନୁଷ୍ଠିତ ଜାତୀୟ ଭଲିବଲ ଚୟନ ଶିବିରରେ ବଗଡା ସ୍ପୋର୍ଟସ ଏକାଡେମୀର ମୋସୀ ଖେରା ଓ ଚନ୍ଦନ ରାଉତଙ୍କୁ ଚୟନ କରାଯାଇଛି। ଉଭୟ ଖେଳାଳୀ ଜାତୀୟ ଭଲିବଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଓଡିଶା ଭଲିବଲ ଟିମର ୧୮ବର୍ଷରୁ କମ…

କେନ୍ଦ୍ରାପଡା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ୫ଶହ ମେଟ୍ରିକ ଟନ ଶୀତଳ ଭଣ୍ଡାର ଉଦଘାଟିତ

କେନ୍ଦ୍ରାପଡ଼ା,୧୫ା୧୨:କେନ୍ଦ୍ରାପଡ଼ା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ୫୦୦ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ ଏକ ଶୀତଳ ଭଣ୍ଡାରକୁ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ଉଦଘାଟନ କରିଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ଜିଲ୍ଲା ପରିଷଦ…

ବଳଦେବ ହାଇସ୍କୁଲର ପୁରାତନ ଛାତ୍ରଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା,୧୫ା୧୨:ଜଣେ ବାଲ୍ୟବନ୍ଧୁ ବା ସ୍କୁଲ ସହପାଠୀ ଜୀବନର ଗୋଟିଏ ନିହାତି ଆବଶ୍ୟକୀୟ ଅଂଶ।ଏହି ଧର୍ମକୁ ପ୍ରତିପାଦିତ କରିବାକୁ ଯାଇ କେନ୍ଦ୍ରାପଡ଼ାର ସର୍ବପୁରାତନ ବିଦ୍ୟାଳୟ ବଳଦେବ ହାଇସ୍କୁଲର ୧୯୮୮ ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀ ମାନେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଷଷ୍ଠ…

ରାତି ଅଧରେ କେନ୍ଦ୍ରାପଡା କଲେଜ ଜମି ଜବରଦଖଲ ନେଇ ବିସ୍ପୋରକ ସ୍ଥିତି , ଜିଲ୍ଲା ପ୍ରଶାସନର ଆଶୁ ହସ୍ତକ୍ଷେପରେ ବର୍ତ୍ତମାନ ପାଇଁ ଟଳିଛି ସଙ୍କଟ

କେନ୍ଦ୍ରାପଡ଼ା,୧୪ା୧୨:କେନ୍ଦ୍ରାପଡା କଲେଜ ଜମିକୁ ଜବର ଦଖଲ କରିବା ପାଇଁ ଶନିବାର ବିଳମ୍ବିତ ରାତିରେ ଏକ ବିସ୍ପୋରକ ଅବସ୍ଥା ସୃଷ୍ଟି ହୋଇଛି। ଭୀଷଣ ଶୀତରେ ସମସ୍ତେ ଘରେ ଥିବା ବେଳେ ୪/୫ଟି ହାଇୱା ଗାଡି ଓ ଏକ ଜେସିବି ମେସିନ ସାହାଯ୍ୟରେ କେନ୍ଦ୍ରାପଡା…

ଶ୍ରୀବଳଦେବଜୀଉ ମଣ୍ଡଳର କର୍ମକର୍ତ୍ତା ନିର୍ବାଚନ

କେନ୍ଦ୍ରାପଡ଼ା,୧୪ା୧୨:ଶ୍ରୀନିଳାଚଳ ନିଖିଳୋତ୍ପଳ ପାଲାଗାୟକ ପରିଷଦର ଶାଖା ଶ୍ରୀବଳଦେବଜୀଉ ମଣ୍ଡଳର ଏକ ବୈଠକ ତିନିମୁହାଣୀସ୍ଥିତ ରାମମନ୍ଦିର ପରିସରରେ ଗାୟକ ରମାକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ, ଡେରାବିଶ ଓ କେନ୍ଦ୍ରାପଡା ବ୍ଲକର ସମସ୍ତ ଗାୟକ,…

ଗୋପାଳଜୀୟୁ ମନ୍ଦିରରେ ବ୍ରାହ୍ମଣମହାସଭା

କେନ୍ଦ୍ରାପଡ଼ା,୧୪ା୧୨: ଗୋପାଳଜୀୟୁ ମନ୍ଦିର ପରିସରରେ ସୁଦର୍ଶନ ମହାପାତ୍ରଙ୍କ ସଭାପତିତ୍ୱରେ ବ୍ରାହ୍ମଣ ମହାସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ପ୍ରଥମେ ପ୍ରାକ୍ତନ ସଭ୍ୟ ସ୍ୱର୍ଗତ ଦାମୋଦର ତ୍ରିପାଠୀଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲ । କେନ୍ଦ୍ରାପଡା…

ତେଇଶିତମ ପୁସ୍ତକମେଳାର ନୂଆ ଆକର୍ଷଣ ହେବ “ଯୁବ ସ୍ପନ୍ଦନ”

କେନ୍ଦ୍ରାପଡା ୧୪/୧୨: ଆସନ୍ତା ଜାନୁୟାରୀ ୬ ତାରିଖରୁ ୧୩ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ତେଇଶିତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ନୂତନ ଆକର୍ଷଣ “ଯୁବ ସ୍ପନ୍ଦନ” ହେବ ବୋଲି ଏହାର ଆୟୋଜକ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରସ୍ (କେମ୍‌) ପ୍ରକାଶ କରିଛି। ପୂର୍ବ…

ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୨ା୧୨:ପ୍ରତିବର୍ଷ ଡିସେମ୍ବର ମାସରେ ବଳଦେବ ସେନା ପକ୍ଷରୁ ଆୟୋଜିତ ହୋଇଆସୁଥିବା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସାମାଜିକ ଦାୟିତ୍ୱ ଓ ସେବାମୂଳକ କାର୍ଯ୍ୟର ଏକ ଉଲ୍ଲେଖନୀୟ ଉଦାହରଣ। ଚଳିତ ବର୍ଷର ଷଷ୍ଠ ବାର୍ଷିକ ରକ୍ତଦାନ ଶିବିରକୁ ସଫଳ ଭାବେ ଆୟୋଜନ କରିବାକୁ ଇଛାପୁରସ୍ଥିତ…

କେନ୍ଦ୍ରାପଡା ବ୍ଲକ ମଣ୍ଡଳ ସ୍ତରୀୟ ଶିଶୁ ଉତ୍ସବ

କେନ୍ଦ୍ରାପଡା,୧୨ା୧୨: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)କେନ୍ଦ୍ରାପଡା ବ୍ଲକ ଅନୁକୁଲ୍ୟରେ ୪୨ତମ ମଣ୍ଡଳ ସ୍ତରୀୟ ଶିଶୁ ଉତ୍ସବ ଉଦ୍‌ଯାପିତ ହୋଇଯାଇଛି । ଉଦ୍ଘାଟନ ଉତ୍ସବରେ ବ୍ଲକ ଓଷ୍ଟା ସଭାପତି ତପନ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ମଣ୍ଡଳ ଶିକ୍ଷାଧିକାରୀ…

ଖଡ଼ିଅଙ୍ଗରେ ମିଲେଟ୍ ଶକ୍ତି ଟିଫିନ ସେଣ୍ଟର ଉଦ୍‌ଘାଟିତ

କେନ୍ଦ୍ରାପଡ଼ା,୧୧ା୧୨: କେନ୍ଦ୍ରାପଡା ପୌରାଞ୍ଚଳ ଅଧୀନ ୧୧ ନମ୍ବର ୱାର୍ଡ ଖଡ଼ିଅଙ୍ଗ ଠାରେ ଏକ ମାଣ୍ଡିଆ ଟିଫିନ ସେଣ୍ଟର ଉଦଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ପୌରପାଳିକା ଚେୟାରମ୍ୟାନ ଶ୍ରୀମତୀ ସରିତା ସାହୁ କହିଲେ ମାଣ୍ଡିଆ ଖାଆନ୍ତୁ, ସୁସ୍ଥ ରୁହନ୍ତୁ। ମାଣ୍ଡିଆ ଖାଇବା…

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ସମାବେଶ

କେନ୍ଦ୍ରାପଡା ୧୧/୧୨- ଆଜି କେନ୍ଦ୍ରାପଡ଼ା ଜିଲ୍ଲା ତୈଳିକ ବୈଶ୍ୟ ସମାଜର ଏକ ସମାବେଶ ସ୍ଥାନୀୟ ଗୌରିଶଙ୍କର ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲା ସଭାପତି ସରୋଜ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବରେ ରାଜ୍ୟ ନିଖିଳ ଉତ୍କଳ ତୈଳିକ ମହାସଂଘର ସଭାପତି…

ବିଦ୍ୟାଳୟରେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

କେନ୍ଦ୍ରାପଡା ୧୦/୧୨- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ମେହେନ୍ଦିପୂର୍ ସ୍ଥିତ ଲାଲ ବାହାଦୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସାହିତ୍ୟ ପତ୍ରିକା ‘କାୟାକଳ୍ପ’ ପକ୍ଷରୁ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଦାସ ଉଦଘାଟନ କରିଥିଲେ। ଶିକ୍ଷାବିତ୍‌,…

ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଅଧିବେଶନ

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ୭୫ତମ ଅଧିବେଶନ ଗୋପସ୍ଥିତ ରାମ ମନ୍ଦିର ପରିସରରେ ସଭାପତି ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ସଂଗଠନ ସଂପାଦକ ବୈଷ୍ଣବ ଚରଣ ସ୍ୱାଇଁ ପୂର୍ବ ଅଧିବେଶନର ବିବରଣୀ ପାଠ…

ମାନବିକ ଅଧିକାର ଦିବସ ପାଳିତ

କେନ୍ଦ୍ରାପଡା,୧୦ା୧୨: କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସ୍ଥାନୀୟ ସେଣ୍ଟ ଜାଭିୟର ହାଇସ୍କୁଲ ଗୋପ କେନ୍ଦ୍ରାପଡା ଠାରେ ମାନବିକ ଅଧିକାର ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାଧିକରଣର ସଚିବ ସନ୍ତୋଷ କୁମାର ମହାପାତ୍ର ଯୋଗଦେଇ ବିଦ୍ୟାଳୟର ଛାତ୍ରଛାତ୍ରୀ…

ଓମସାର ସାମ୍ବାଦିକ ସମ୍ମିଳନୀ ,ଡାକ୍ତର ଓ ଡାକ୍ତରଖାନାର ବିଭିନ୍ନ ସମସ୍ୟା ନେଇ ଦାବି

କେନ୍ଦ୍ରାପଡ଼ା,୧୦ା୧୨: ଓମସା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ରାଜ୍ୟ ସଭାପତି କିଶୋର ମିଶ୍ରଙ୍କ ପୈାରହିତ୍ୟରେ ଖଡିଅଙ୍ଗସ୍ଥିତ ପୁରୁଣା ଜିଲ୍ଲା ମୁଖ୍ୟଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ସଭାପତି ଡା. ମିଶ୍ର ଓମସା ଡିଏସିପି(ଡାଇନାମିକ ଆସ୍ୟୁରଡ କ୍ୟାରିୟର…