କେନ୍ଦ୍ରାପଡା ୮/୧୨: କେନ୍ଦ୍ରାପଡ଼ା ଜିଲ୍ଲାରେ ଦୀର୍ଘ ଏକ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ନିରବଚ୍ଛିନ୍ନ ଭାବେ ଥେରାପି ସେବା ଓ ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟ କରି ଆସୁଥିବା ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଏକ ମେଗା ଫିଜିଓଥେରାପି ଶିବିର ଅନୁଷ୍ଠିତ ହୋଇ ଯାଇଛି । ଓଲଟପୁରସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଫିଜିଓଥେରାପି ବିଭାଗର ବରିଷ୍ଠ କ୍ଲିନିକାଲ୍ ଫିଜିଓଥେରାପିଷ୍ଟ ବିଶ୍ୱଜିତ ଶତପଥୀଙ୍କ ନେତୃତ୍ୱରେ ଫିଜିଓଥେରାପିଷ୍ଟ ଶଶାଙ୍କ ତ୍ରିପାଠୀ, […]
Month: December 2025
କେନ୍ଦ୍ରାପଡା,୮ା୧୨: କେନ୍ଦ୍ରାପଡା ସେଣ୍ଟ ଯୋସେଫ୍ ସ୍କୁଲରେ ବାର୍ଷିକ ବାଣିଜ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ପୋଲିସ୍ ମୁଖ୍ୟ କାର୍ଯ୍ୟାଳୟର ଏସ୍.ଡି.ପି.ଓ ଜ୍ୟୋତି ରଞ୍ଜନ ଗୈାଡ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ପିଲାମାନଙ୍କର ବାଣିଜ୍ୟ ପ୍ରତି ଆଗ୍ରହ ପାରସ୍ପରିକ ସହଯୋଗିତାକୁ ଉତ୍ସାହିତ କରିଥିଲେ । ସ୍କୁଲର ପ୍ରଧାନ ଶିକ୍ଷକ ଫାଦର ନବକିଶୋର ଦିଗଲକର ତତ୍ତ୍ୱାବଧାନରେ ଏହି […]
କେନ୍ଦ୍ରାପଡା, ୮/୧୨- ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ କାଡର) ଶିକ୍ଷକ ଶିକ୍ଷୟତ୍ରୀଙ୍କ ବିଭିନ୍ନ ଦାବି ପୂରଣ ପାଇଁ ଆସନ୍ତା ୧୫ ଡିସେମ୍ବରରେ ହେବାକୁ ଥିବା ବିକ୍ଷୋଭ ଓ ଧାରଣାକୁ ସଫଳ କରିବା ଉଦ୍ଦେଶ୍ୟରେ ମହାକାଳପଡା ବ୍ଲକର କେୟାରବବାଙ୍କ ଠାରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲା ସଭାପତି ଆଲୋକ ସତ୍ୟବ୍ରତ ଦେବବ୍ରତ ରାୟଙ୍କ ଅଧକ୍ଷତାରେ, ସମ୍ପାଦକ କୈଳାଶ ଚନ୍ଦ୍ର ରାଉତରାୟ, କାର୍ଯ୍ୟକାରୀ ସଭାପତି ଅମରେନ୍ଦ୍ର ମହାନ୍ତି, ବ୍ଲକ […]
କେନ୍ଦ୍ରାପଡା,୮ା୧୨: କେନ୍ଦ୍ରାପଡା ରୁଦ୍ରାଣୀ ପ୍ଲବିକ୍ ସ୍କୁଲରେ ବିଜ୍ଞାନ, ଚିତ୍ରାଙ୍କନ ଓ ହସ୍ତକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସଂଜୟ କୁମାର ଆଚାର୍ଯ୍ୟ ରିଟାୟାଡ ତହସିଲଦାର ଏବଂ ସି. ଆର୍.ସିସି. ଜଝାଙ୍ଗ କ୍ଲଷ୍ଟରର ନିରୋଜା ନଳିନୀ ମହାନ୍ତି ଯୋଗଦେଇଥିଲେ । ସବୁ ଶ୍ରେଣୀର ପିଲା ମାନେ ଯୋଗଦାନ କରି ବହୁତ ଖୁସି ଅନୁଭବ କରିଥିଲେ । ଯେଉଁ ମାନେ ଯୋଗଦେଇ ନଥିଲେ ସେମାନେ ଅନ୍ୟମାନଙ୍କ ଠାରୁ […]
କେନ୍ଦ୍ରାପଡ଼ା,୭ା୧୨: ଆମ୍ବେଦକର ବିଚାର ମଞ୍ଚ ପକ୍ଷରୁ ସମ୍ବିଧାନର ଜନକ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପୁରୁଣା ମୋଟର ଷ୍ଟାଣ୍ଡ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ବ୍ୟକ୍ତିମାନେ ଆମ୍ବେଦକରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ଭାରତୀୟ ସମ୍ବିଧାନ ପ୍ରଣୟନରେ ଥିବା ଆମ୍ବେଦକରଙ୍କ ଅନନ୍ୟ ଭୂମିକା ସଂକ୍ରାନ୍ତରେ ଆଲୋଚନା କରିଥିଲେ। ସମ୍ବିଧାନର ଧାରା ୩୨ ଓ ୨୨୬ ସମ୍ବିଧାନର ଆତ୍ମା ବୋଲି ସେ […]
କେନ୍ଦ୍ରାପଡା,୭ା୧୨: ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ଷୋଡଶ ଅଧିବେଶନ ପଣ୍ଡିତ ଭ୍ରମରବର ନନ୍ଦଙ୍କ ସଭାପତିତ୍ୱରେ ଇଚ୍ଛାପୁର ସ୍ଥିତ ଶ୍ରୀ ବଳଦେବଜୀୟୁ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ପବିତ୍ର କାର୍ଯ୍ୟକ୍ରମରେ ବେଦପାଠ କରିଥିଲେ । ପଣ୍ଡିତ ହରେ କୃଷ୍ଣ ପତି, ପୂର୍ବତନ ଉପସଭାପତି ସ୍ୱର୍ଗତ ପଣ୍ଡିତ ନାରାୟଣ ପତିଙ୍କ ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ପୂର୍ବ ସଭାର ବିବରଣୀ ପାଠ କରିଥିଲେ […]
କେନ୍ଦ୍ରାପଡା,୭ା୧୨: କେନ୍ଦ୍ରାପଡା ନୂଆ ବସ୍ଷ୍ଟାଣ୍ଡ ଠାରେ ଶୁକ୍ରବାର ତୁଳସୀ ବଜାର କମିଟି ଆନୁକୂଲ୍ୟରେ କେନ୍ଦ୍ରାପଡା ନଗର ଭଜପା ତରଫରୁ ମିଶ୍ରଣ ପର୍ବର ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଆୟୋଜନ ମିଶ୍ରଣ ପର୍ବରେ ସହରର ବହୁ କଂଗ୍ରେସ ଓ ବିଜେଡି ନେତାମାନେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭଜପା ନେତ୍ରୀ ଗିତାଞ୍ଜଳୀ ସେଠୀ ଯୋଗ ଦେଇ କେନ୍ଦ୍ରାପଡା ନଗର ଭଜପାର ସଂଗଠନ ସୁଦୃଢ କରିବା ସହିତ ଲୋକମାନଙ୍କର […]
କେନ୍ଦ୍ରାପଡା ୭/୧୨- କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାଲିଆ ସ୍ଥିତ ଗଛ ମଙ୍ଗଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଆଦର୍ଶ ଶିକ୍ଷକ ଗୋବର୍ଦ୍ଧନ ସ୍ୱାଇଁଙ୍କୁ ବିଦ୍ୟାଳୟ ପରିସରରେ ଆୟୋଜିତ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଅଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଙ୍ଗୀତଜ୍ଞ ବିମଳ ପ୍ରସାଦ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥ ମୁଖ୍ୟ ଅତିଥି ଏବଂ […]
କେନ୍ଦ୍ରାପଡ଼ା ତା. ୭/୧୨: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ,ଭାରତୀୟ ଜନ ସଙ୍ଘ ଓ ଭାରତୀୟ ଜନତା ପାର୍ଟିର ରାଜନେତା, ପ୍ରବୀଣ ସାମ୍ବାଦିକ ତଥା ମହାକାଳପଡ଼ା ସହାବାଜପୁର ନିବାସୀ ସ୍ୱର୍ଗତଃ ଗୁରୁ ଚରଣ ଦାସଙ୍କ ଚତୁର୍ଦ୍ଦଶତମ ଶ୍ରାଦ୍ଧ ବାର୍ଷିକୀ ଓ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ଉଦୟନଗର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଗୁରୁଚରଣ ଦାସ ସ୍ମୃତି କମିଟି ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଯ୍ୟକ୍ରମର ସଂଯୋଜକ […]
କେନ୍ଦ୍ରାପଡା ୭/୧୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡା ଜିଲ୍ଲା ସଂଗଠନର ଅବସର ପ୍ରାପ୍ତ ପୂର୍ବତନ ସୈନିକ ଭେଟେରାନ ହାବିଲଦାର କୈଳାସ ଚନ୍ଦ୍ର ପ୍ରଧାନଙ୍କ ଗତ ଶନିବାର ଦିନ ଡାଳିଜି ଗ୍ରାମରେ ହୃଦଘାତରେ ଦେହାନ୍ତ ହୋଇଯାଇଛି । ଶ୍ରୀ ପ୍ରଧାନଙ୍କ ଛାତିରେ ଯନ୍ତ୍ରଣା ହେବାରୁ ରାତି ୧୧ ସମୟରେ କେନ୍ଦ୍ରାପଡା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଭେଟେରାନ ହାବିଲଦାର କୈଳାସ ଚନ୍ଦ୍ର […]
କେନ୍ଦ୍ରାପଡ଼ା,୬ା୧୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ପଞ୍ଚାୟତର ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ପ୍ରମୋଦ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବାଲିଆ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମାଳୟା ବେହେରା, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ମନୋବିଜ୍ଞାନ ପ୍ରାଧ୍ୟାପକ ମୁରଲୀଧର ରଥ, ଶିକ୍ଷକ ନାରାୟଣ ସ୍ୱାଇଁ, ସମାଜସେବୀ ନଗେନ୍ଦ୍ର […]
ପଟ୍ଟାମୁଣ୍ଡାଇ ୬/୧୨ – ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସାଂସଦ ଖେଳ ମହୋତ୍ସବ ସଂଯୋଜକ ସୁନାକାର ବେହେରା, ପଟ୍ଟାମୁଣ୍ଡାଇ ଥାନା ଆଇଆଇସି ବନ୍ଦନା ପାତ୍ର, ସିଆରସିସି ସଂଘମିତ୍ରା ନାୟକ, ଅଭିମନ୍ୟୁ ଗୋଛାୟତ, ବ୍ଲକ ଉପାଧ୍ୟକ୍ଷା ଜୟନ୍ତୀ ସ୍ୱାଇଁ, ମିଟୁ ମନୋଜ ନାୟକ, ସୁଶୀଲ ପରିଡା ପରେଶ ସାହୁ, ସ୍ୱାଗତ ଦାସ,ସଞ୍ଜୟ […]
ପଟ୍ଟାମୁଣ୍ଡାଇ ୬/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧକ୍ଷା ସଲୀଳା ବାରିକଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା ସଭା ଅଧ୍ୟାପିକା କବିତା ରାଉତ, ଅଳକା ଦାସ, କବିତା ପାତ୍ର, ମଞ୍ଜୁଶ୍ରୀ ଜେନା ସସ୍ମିତା ମହାରଣା, ସୁଶାନ୍ତ ସେଠୀ, ଡ଼ ଦୌଲତ କୁମାର ଯୋଗ ଦେଇ ଏଡ଼ସ ରୋଗର ଭୟାବହତା ଓ ନିରାକରଣ ଉପରେ ଆଲୋକପାତ […]
ପଟ୍ଟାମୁଣ୍ଡାଇ ତା ୬/୧୨- ପଟ୍ଟାମୁଣ୍ଡାଇ ଅଂଚଳର ବିପ୍ଲବୀ ନେତା ପାରେଶ୍ୱର ବିଶ୍ୱାଳଙ୍କ ଶ୍ରଦ୍ଧାଞ୍ଜଳି ସଭା ତଳବାଲିପଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି । ଆଡ଼ଭୋକେଟ ରାମକୃଷ୍ଣ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଜନମଞ୍ଚ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡା, ପଟ୍ଟାମୁଣ୍ଡାଇ କଲେଜ ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ଦୁର୍ଯ୍ୟୋଧନ ପରିଡା ଓ ପ୍ରଫେସର ଦେବବ୍ରତ ପ୍ରଧାନ,ଜିଲ୍ଲା ସି ପି ଏମ ସମ୍ପାଦକ ଗୟାଧର ଧଳ, ସି ପି ଆଇ ଏମ ଏଲ […]
ODISHA EXPRESS BBSR 05.12.2025
ODISHA EXPRESS KPD -01.12.2025 ODISHA EXPRESS KPD -02.12.2025
କେନ୍ଦ୍ରାପଡ଼ା ୫/୧୨ – କେନ୍ଦ୍ରାପଡ଼ା ଟାଉନ ସରକାରୀ ହାଇସ୍କୁଲ ପରିସରରେ ପ୍ରଧାନ ଶିକ୍ଷକ ମଦନ ମୋହନ କରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର ଦାସ ଯୋଗ ଦେଇଥିଲେ । ପିଏମ ଶ୍ରୀ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ବ୍ୟାଗଲେସ-୨୦୨୫/୨୬ ସାଇବର ସିକ୍ୟୁରିଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଂଖ୍ୟାଧିକ ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କ ଉଦେଶ୍ୟ […]
କେନ୍ଦ୍ରାପଡା ୫/୧୨- ଗାଳ୍ପିକ ମାତୃଦତ୍ତ ମହାନ୍ତିଙ୍କ ଗଳ୍ପସଂକଳନ “ମୂକସଖୀ’ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରରେ ଉନ୍ମୋଚିତ ହୋଇଯାଇଛି । ପ୍ରଥମେ ପୂଜାର୍ଚ୍ଚନା କରାଯାଇ ଗଳ୍ପସଙ୍କଳନଟିକୁ ଶ୍ରୀ ଜୀଉମାନଙ୍କୁ ଲାଗି କରାଯାଇଥିଲା । ପରେ ପରେ ଅବସରପ୍ରାପ୍ତ ଶିକ୍ଷକ ଗୁରୁ କାଙ୍ଗାଳି ଚରଣ ବାରିକ ଓ ପୂର୍ବତନ ସୈନିକ ବ୍ରଜ କିଶୋର ସାହୁ ଅତିଥି ଭାବେ ଯୋଗଦେଇ ଗଳ୍ପସଂକଳନର ଲୋକାର୍ପଣ କରିଥିଲେ । ବିଲୁପ୍ତ ପ୍ରାୟ କେନ୍ଦ୍ରାପଡା ଜିଲାର ସଖୀ କଣ୍ଢେଇ ପରମ୍ପରା […]
କେନ୍ଦ୍ରାପଡା ୪/୧୨- ଚଳିତ ୨୦୨୫ ମସିହାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଓଡ଼ିଶାର ପାରା କ୍ରୀଡ଼ାବିତ୍ମାନେ ଅଜସ୍ର ସଫଳତା ଅର୍ଜନ କରିଛନ୍ତି । ଓଡିଶା ଦଳ ଜାତୀୟ ହୁଇଲ୍ ଚେୟାର୍ ରଗ୍ବି ଚମ୍ପିୟାନ ହେବାଠାରୁ ଜାତୀୟ ପାରା ସନ୍ତରଣ ପ୍ରତିଯୋଗିତାରେ ପୂର୍ବ ରେକର୍ଡକୁ ଭାଙ୍ଗି ୩୯ଟି ପଦକ ହାସଲ ପାଇଛି । ସେହିପରି ବିଶ୍ୱ ଆବିଲିଟି ପ୍ରତିଯୋଗିତାରେ ମଧ୍ୟ ଓଡିଶାର ପାରା କ୍ରୀଡ଼ାବିତ୍?ମାନେ ଦେଶରୁ ପ୍ରତିନିଧିତ୍ୱ କରି ବିଭିନ୍ନ ବର୍ଗରେ […]
କେନ୍ଦ୍ରାପଡ଼ା, ୪ା୧୨: କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ, ସହ ମଣ୍ଡଳଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ ଜେନା, ଶିକ୍ଷକ ସଂଘ ନେତା ମାନଭଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇ ବିଭିନ୍ନ ବୃକ୍ଷର ଚାରା କାର୍ଯ୍ୟାଳୟ ପରିସରରେ ରୋପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଓ ମଣ୍ଡଳ ଶିକ୍ଷାଧିକାରୀଙ୍କ […]
କେନ୍ଦ୍ରାପଡ଼ା,୪ା୧୨:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ Batteries ଚୋରି ହୋଇଥିବା ଅଭିଯୋଗ ହୋଇଛି। Batteries ପେଟିରେ ପଶି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏକ ଗୃହରେ ରହିଥିଲା। କେହି ଦୁର୍ବୁତ ଏହାକୁ ଚୋରି କରିନେଇଛନ୍ତି। ତେବେ କେତେବେଳେ ଓ କିପରି ଏହା ଚୋରି ହେଲା ତାହାର ତଦନ୍ତ କରିବାକୁ ଜିଲ୍ଲାପାଳ ରଘୁରାମ ଆର. ଆୟାର ଅତିରିକ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ଆୟାରଙ୍କୁ ପଚାରିବାରେ ତଦନ୍ତ ରିପୋର୍ଟ ମିଳିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ […]
ODISHA EXPRESS KPD -03.12.2025
କେନ୍ଦ୍ରାପଡ଼ା,୩ା୧୨/ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ମାର୍ଶାଘାଇ, ପାଟକୁରା, ଡେରାବିଶ ଓ କେନ୍ଦ୍ରାପଡ଼ା ସଦର ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୮୫୦ ଲିଟର ବିଦେଶୀ, ଦେଶୀ ଚୋରାମଦ ଜବତ କରାଯାଇ ୬ ଜଣଙ୍କୁ ଗିରଫ କାରାଯାଇ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଉପନିରିକ୍ଷକ ପ୍ରିୟଦର୍ଶୀ ମାନସରଞ୍ଜନ ମିଶ୍ର,ସୁଶ୍ରୀ ଋତୁପ୍ରଭା ସ୍ୱାଇଁ, ସହକାରୀ ଉପ ନିରୀକ୍ଷକ ଜଗନ୍ନାଥ ବେସ୍ରା, ସୁନୀଲ କୁମାର ମିଶ୍ର, ପ୍ରଦୀପ କୁମାର ମଳିକଙ୍କ […]
ପଟ୍ଟାମୁଣ୍ଡାଇ ତା ୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଂଚାୟତ ହାଇସ୍କୁଲ ଓ ସିଦ୍ଧ ପରମହଂସ ଉପ୍ରା ସ୍କୁଲର ପୁରାତନ ଛାତ୍ର ଓ ଛାତ୍ରୀମାନଙ୍କ ଦ୍ୱାରା ଆଦର୍ଶ କ୍ରୀଡ଼ା ଶିକ୍ଷକ ବଙ୍ଗାଳୀ ଚରଣ ମଲ୍ଲିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ପ୍ରଧାନଶିକ୍ଷକ ଚିତ୍ତରଞ୍ଜନ କବିଙ୍କ ପୌରହିତ୍ୟରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ହାଇସ୍କୁଲ ପରିଚାଳନା କମିଟି ସଭାପତି ବଙ୍ଗାଳୀ ଚରଣ ତରାଇ,ପୂର୍ବତନ ଶିକ୍ଷା ଅନୁନିରୀକ୍ଷକ ବିଜୟ କୁମାର ଜେନା,ମଦନପୁର […]










