ତାଲୁକ ଆଇନ ସେବା ସମିତି ପକ୍ଷରୁ ଆନ୍ତର୍ଜାତିକ ଦିବ୍ୟାଙ୍ଗ ଦିବସ

ପଟ୍ଟାମୁଣ୍ଡାଇ ତା୩/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ତାଲୁକ ସେବା ସମିତି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ବିଚାରପତି ବିଦ୍ୟାଧର ପୃଷ୍ଟିଙ୍କ ପୌରହିତ୍ୟରେ ପଟ୍ଟାମୁଣ୍ଡାଇ ବ୍ଲକ…

ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ବୈଠକ

କେନ୍ଦ୍ରାପଡ଼ା,୩ା୧୨: ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୮୭ତମ ବୈଠକ ନହଙ୍ଗସ୍ଥିତ ମା’ମଙ୍ଗଳାଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଘର ସଭାପତି ଆର୍ତ୍ତତ୍ରାଣ ପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ସମ୍ପାଦକ ଅଭିମନ୍ୟୁ ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ସଙ୍ଘର ନୂତନ ସଦସ୍ୟ…

ଡଃ. ଅପୂର୍ବ ରଞ୍ଜନ ନେସନାଲ ପିପୁଲ୍ସ ପାର୍ଟିର ଜିଲ୍ଲା ସଭାପତି

କେନ୍ଦ୍ରାପଡା,୩ା୧୨: ନେସନାଲ ପିପୁଲସ ପାର୍ଟି(ଏନ୍‌ପିପି)ର କେନ୍ଦ୍ରାପଡ଼ା ଜିଲା ସଭାପତି ଭାବେ ଆଇନ୍‌ଜୀବୀ ଡଃ. ଅପୂର୍ବ ରଞ୍ଜନ ସେଠୀ ମନୋନୀତ ହୋଇଛନ୍ତି। ତାଙ୍କୁ ଦଳର ରାଜ୍ୟ ସଭାପତି ସୋମନାଥ ରାଉତ ଓ ସାଧାରଣ ସଂପାଦକ ଅରୁଣ କୁମାର ମହାପାତ୍ର ଏହି ଦାୟିତ୍ୱ ଦେଇଛନ୍ତି।…

ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାରଙ୍କ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ. ତା ୧/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତ ଧାନେଶ୍ୱରୀ ପୀଠରେ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାର ୧ମ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇ ଯାଇଛି I ବାଲୁଙ୍କେଶ୍ୱର ମହାରୁଦ୍ର ପୀଠର ପିଠାଧୀଶ ତପନ କୁମାର…