କେନ୍ଦ୍ରାପଡ଼ା,୧୦ା୨: ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘର ଏକ ବୈଠକ କେନ୍ଦ୍ରାପଡାସ୍ଥିତ ଗୃହଲକ୍ଷ୍ମୀ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋଲଖ ବେହେରା ସଭାପତିତ୍ୱ କରିଥିଲେ । ମହାସଂଘର ରାଜ୍ୟ ସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା ତଥା ରାଜ୍ୟ ଉପସଭାନେତ୍ରୀ ସବିତା ଜେନାଙ୍କ ଉପସ୍ଥିତିରେ ହୋଇଥିବା ଏହି ବୈଠକରେ ଜିଲ୍ଲାର ଶତାଧିକ ଶିକ୍ଷକ/ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ । ରାଷ୍ଟ୍ରୀୟ ସ୍ତରରେ […]
Year: 2025
କେନ୍ଦ୍ରାପଡା,୧୦ା୨:ପଲେଇ ପଂଚାୟତ ଅଧିନସ୍ଥ ମଲ୍ଲିକେଶ୍ୱର ଉଚ୍ଚ ବିଦ୍ୟାଳୟର ୧୯୮୮ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କର ବନ୍ଧୁ ମିଳନ ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ବହୁ ଦୂରଦୂରାନ୍ତରୁ ଆସି ପ୍ରାକ୍ତନ ଛାତ୍ରଛାତ୍ରୀମାନେ ଅତି ଆଗ୍ରହ ସହ ଏକତ୍ରିତ ହୋଇଥିଲେ । ଦୀର୍ଘଦିନ ପରେ ଭେଟ ହୋଇଥିବାରୁ ସମସ୍ତଙ୍କ ମନରେ ଆନନ୍ଦର ସୀମା ନଥିଲା । କ୍ଷୀରୋଦ ଚନ୍ଦ୍ର ଭଦ୍ର ଓ ନିରାକାର ଦାସ ଏହି ସମାବେଶର ଆୟୋଜନ କରିଥିଲେ । ସ୍କୁଲ […]
କେନ୍ଦ୍ରାପଡ଼ା, ୯ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଶିବାନନ୍ଦ ତୋରଣ ଉଦଘାଟିତ ହୋଇଯାଇଛି। ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଠ ଅତିଥି ଓ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ […]
କେନ୍ଦ୍ରାପଡା,୯ା୨: ଆଇଟମ ର୍ଗାଲ ନିଶା ମହରଣା ଙ୍କ ନୃତ୍ୟକୁ ନେଇ ଛୁରା ମାଡ ହୋଇଛି । ଏଥିରେ ଦୁଇଜଣ ଗୁରୁତର ହୋଇ ନିଶ୍ଚନ୍ତ କୋଇଲି ମେଡିକାଲରେ ଚିକିସ୍ୱା ହେଉଥିବା ବେଳେ ଉକ୍ତ ରାତିରେ ଯାତ୍ରା ଆରମ୍ଭରୁ ବନ୍ଦ ହୋଇଯାଇଛି । ଧସ୍ତାଧସ୍ଥି ,ପିଟାପିଟି ଓ ଚେୟାର ଫୋଫଡା ଓ ଭାଙ୍ଗିବା ଯୋଗୁ ସହ ଶହ ଶହ ଦର୍ଶକ ଆହତ ହୋଇ ଖଣ୍ଡିଆ ଖାବରା ହୋଇଛନ୍ତି । ଯାତ୍ରା କଳାକାର ନିଜକୁ […]
କେନ୍ଦ୍ରାପଡ଼ା,୯ା୨:ପୂର୍ବତନ ବିଧାୟକ ଇନ୍ଦ୍ରମଣି ରାଉତ ଶିକ୍ଷକତା ଜୀବନରୁ ରାଜନେତା ହୋଇଥିଲେ। ଶିକ୍ଷକତା କରିବା ସମୟରେ ତାଙ୍କର ସମାଜସେବାର ବାସ୍ନା ବାରି ହୋଇଥିଲା। ସେ ନିଜସ୍ୱ ଅର୍ଥରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ସହାୟକ ହୋଇଥିଲେ। ମାଗୁଣୀ ନାମକ ଜଣେ କିଶୋର ବୁଲା ବିକାଳୀଙ୍କୁ ହଷ୍ଟେଲରେ ରଖି ପାଠ ପଢାଇ ଉଦାହରଣ ସୃଷ୍ଟି କରିଥିଲେ। ଜିଲା ପ୍ରତିଭା ପୂଜା ସମିତି ଆନୁକୂଲ୍ୟରେ ସଭାପତି ପ୍ରଦୀପ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତି ସଭାରେ ଅତିଥି […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନ ଅନ୍ତର୍ଗତ ବକ୍ତାରପୁର ଛକରେ ଏକ ଦୁଖଃଦ ଘଟଣା ଘଟିଛି । ଏକ ପୂଜା ସାମଗ୍ରୀ ଦୋକାନରେ ନିଆଁ ଲାଗି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ମହିଳା ଜଣଙ୍କ ହେଲେ ସ୍ଥାନୀୟ ବକ୍ତାରପୁର ଗ୍ରାମର କମଳା ସହୁ (୪୭) ବୋଲି ଜଣାପଡିଛି । କମଳା ଏକ ଛୋଟ ଦୋକାନ କରି ପୂଜା ସାମଗ୍ରୀ ଜିନିଷ ବିକ୍ରି କରିବା ସହ ପେଟ୍ରୋଲ ମଧ୍ୟ ବିକ୍ରି […]
ପଟ୍ଟାମୁଣ୍ଡାଇ ତା ୭/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅମୃତମଣୋହି ପଞ୍ଚାୟତ ସିଦ୍ଧବାଲି ସିଦ୍ଧ କଖାରୁଖିଆ ହାଇସ୍କୁଲ ର ୪୫ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ମଲିକଙ୍କ ପୌରାହିତ୍ୟରେ ଆୟୋଜିତ ସଭା ରେ ପ୍ରାକ୍ତନ ପ୍ରଧାନଶିକ୍ଷକ ପାର୍ଥସାରଥୀ ଦାଶ ମୁଖ୍ୟ ଅତିଥି, କବି ସଚିତ୍ର କୁମାର ବେହୁରା ମୁଖ୍ୟବକ୍ତା, ଶିକ୍ଷାବିତ୍ ସନାତନ ତରାଇ, ସି ଆର ସି ସି ବିନୟ କୁମାର ଦାସ, ପ୍ରାକ୍ତନ […]
ପଟ୍ଟାମୁଣ୍ଡାଇ ତା ୭/୨-ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ମନ୍ମଥ ନାଥ ହାଇସ୍କୁଲ୍ ପଡିଆରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ବି ଏସ ଏସ ଓ ସୁଧାଂଶୁ ଶେଖର ପ୍ରଧାନଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଶିବିର ଉଦଘାଟନ କରିଥିଲେ […]
କେନ୍ଦ୍ରାପଡା,୨୭ା୧: ପାରାଦୀପ – ଚଣ୍ଡିଖୋଲ ୫୩ନମ୍ବର ଜାତୀୟ ରାଜପଥର ୮ ଲେନ ରାସ୍ତା ନିର୍ମାଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ମାଟି, ବାଲି, ପାଣି ସୁରକ୍ଷା ମଞ୍ଚ(ମାବାପା)ର ଆବାହକ ଆଇନଜୀବୀ ବିଧୁଭୂଷଣ ମହାପାତ୍ର ଏକ ୩ଦଫା ଦାବି ନେଇ ପ୍ରସ୍ତାବ ଆଗତ କରିଥିଲେ। ଶ୍ରୀ ମହାପାତ୍ର କହିଥିଲେ ଯେ […]
କେନ୍ଦ୍ରାପଡା, ୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତ ବୁଢାଗୋବିନ୍ଦ ମନ୍ଦିର ପରିସରରେ ଦେବାଶିଷ କୁବେରଙ୍କ ତତ୍ୱାବଧାନରେ ଉନବିଂଶ ବାର୍ଷିକ ଶାରଳା ମେଳା ଅନୁଷ୍ଠିତ ହୋଇଯାଇଛି । ଝଙ୍କଡ ମା’ ଶାରଳାଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିବା ପରେ ଶ୍ରୀବଳଦେବଜୀଉ ମନ୍ଦିରରୁ କରପଲ୍ଲବ ଓ ମହାପ୍ରସାଦ ଅଣାଯିବା ପରେ ଗୋବରୀ ଘାଟରୁ ଭକ୍ତମାନେ କଳସରେ ପାଣି ଆଣି ଘଟ ସ୍ଥାପନ କରାଯାଇଥିଲା । ପ୍ରେମାନନ୍ଦ କର ଓ ପତିତପାବନ ନାୟକ କର୍ତ୍ତା […]
ପଟ୍ଟାମୁଣ୍ଡାଇ ତା ୬/୨-ପଟ୍ଟାମୁଣ୍ଡାଇ ବ୍ଲକର ବଳଭଦ୍ରପୁର ଏକ ଗୁରୁତ୍ୱପୂର୍ଣ୍ଣ ପଂଚାୟତ ଭାବେ ଜଣାଶୁଣା । ବନ୍ୟା ବିପନ୍ନ ଏହି ପଂଚାୟତ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ମାତୃ ସ୍ଥାନୀୟ ପ୍ରଶାସନ ଓ ପଂଚାୟତ ପ୍ରତିନିଧିଙ୍କ ସହଯୋଗରେ ପର୍ଯ୍ୟାୟକ୍ରମେ ଅନେକ ସମସ୍ୟାର ସମାଧାନ କରାଯାଇଛି । ଏହି ପଂଚାୟତର ଅନ୍ୟାନ୍ୟ ସମସ୍ୟା ମଧ୍ୟରେ ବିଦ୍ୟୁତ ସମସ୍ୟା ଉତ୍କଟ ରୂପ ଧାରଣ କରିଛି । ପଂଚାୟତବାସୀଙ୍କ ଗମନାଗମନ ସୁବିଧା ପାଇଁ […]
କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ କଲ୍ୟାଣକାରୀ ଶ୍ରି ଶ୍ରୀ ବିଷ୍ଣୁ ମହାଯଜ୍ଞର ଗୁରୁବାର ଶୁଭାରମ୍ଭ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦ୍ୱାରା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ଓ ସମାଜର ମଙ୍ଗଳ କାମନା ନିମନ୍ତେ ଏହି ମହାଯଜ୍ଞ ଅନୁଷ୍ଠିତ ହେଉଛି। ଶ୍ରୀମା’ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରତିବର୍ଷ ଭଳି ଚଳିତବର୍ଷ ସାତଦିନ ବ୍ୟାପି ଅନୁଷ୍ଠିତ ହେଉଥିବା ଏହି […]
କେନ୍ଦ୍ରାପଡ଼ା, ୬ା୨: କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା(ଆଇ.ସି.ଡି.ଏସ.) କାର୍ଯ୍ୟାଳୟ ଅଧିନରେ ଥିବା ଅଙ୍ଗନୱାଡିକେନ୍ଦ୍ର ଗୁଡିକ କିଣୁଥିବା ସାମଗ୍ରୀର କୈାଣସି ଭାଉଚର ରଖିନଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଜିଲ୍ଲାର ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିପୁର ଗ୍ରାମର ଶ୍ରୀଚରଣ ମାହାଳିଙ୍କ ପୁଅ ସୂଚନା ଅଧିକାର ଅଭିଯାନ କର୍ମୀ ରମାକାନ୍ତ ମାହାଳି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ ସେ ସୂଚନା ଅଧିକାର ଆଇନରେ ମାର୍ଶାଘାଇ ଆଇ.ସି.ଡି.ଏସ.କୁ […]
କେନ୍ଦ୍ରାପଡ଼ା, ୬ା୨: ଶ୍ରୀମତୀ ଦେବୀ ବାଞ୍ଛାନିଧି ଦାସ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟର ସଂଯୋଜକ ପ୍ରଦିପ କୁମାର ମହାନ୍ତି ଏହି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଡେରାବିଶି ବ୍ଲକର ଗରାମପୁର ଗ୍ରାମର ବସନ୍ତ କୁମାର ବଳ ଦୀର୍ଘଦିନ ଧରି କର୍କଟ […]
କେନ୍ଦ୍ରାପଡା,୬ା୨: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅବସରରେ ଆସନ୍ତା ୧୦ତାରିଖ ସୋମବାର କଲେଜ ଯୁବ ରେଡକ୍ରସ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହେବ। ମହାବିଦ୍ୟାଳୟର ମୁଖଶାଳାରେ ଅବସ୍ଥିତ ଗାନ୍ଧିଭବନରେ ସେହିଦିନ ସକାଳ ୯ଟାରେ ଏହି ରକ୍ତଦାନ ଶିବିର ଆରମ୍ଭ ହେବ ବୋଲି ସ୍ଥିର କରାଯାଇଛି। ଏନେଇ ଏକ ପ୍ରସ୍ତୁତି ବୈଠକ ଅଧ୍ୟାପକ ବିକାଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ରକ୍ତଦାନ ଭଳି ମହତ […]
ପଟ୍ଟାମୁଣ୍ଡାଇ ତା ୫/୨-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଣତା ପଂଚାୟତର ବିଶିଷ୍ଟ ସମାଜସେବୀ କେଶବ ପଣ୍ଡା ଙ୍କ ଏକାଦଶାହ ଅବସରରେ ଜନ୍ମମାଟି କୁନ୍ଦୁପୁର ଠାରେ ଧ୍ରୁବ ଅନ୍ନପୂର୍ଣ୍ଣା ସେବା ପରିଷଦ ସଭାପତି ନଳିନୀକାନ୍ତ ସ୍ବାଇଁଙ୍କ ପୌରହିତ୍ୟ ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭା ରେ ରାଜନଗରବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ ଡ଼ ଅଲେଖ ଜେନା ଓ ଅଂଶୁମାନ ମହାନ୍ତି, ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ରାଜନଗର ବ୍ଲକ ପ୍ରାକ୍ତନ ଅଧ୍ୟକ୍ଷ […]
ପଟ୍ଟାମୁଣ୍ଡାଇ ୫/୨ – ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିଥିଲା ବେଳେ ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ମାଧ୍ୟମରେ ଉଦବୋଦ୍ଧନ ଦେଉଥିଲେ । ଏହି ସମୟରେ ଛାତ୍ର କଂଗ୍ରେସ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକରେ ଚାଲିଥିବା ବିଭିନ୍ନ ଦୁର୍ନୀତର ପ୍ରତିବାଦ ଓ ଗରିବ ଜନସାଧାରଣଙ୍କୁ ବିଭିନ୍ନ ସରକାରୀ ଯୋଜନାରେ ସାମିଲ କରି ଉପଯୁକ୍ତ ନ୍ୟାୟ ପ୍ରଦାନ କରିବା […]
ପଟ୍ଟାମୁଣ୍ଡାଇ୫/୨ – ସାରା ରାଜ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦଘାଟନୀ ସମାରୋହ ଭିଡିଓ କନଫରେନ୍ସ ମାଧ୍ୟମରେ ଏଠାରେ ପ୍ରଦର୍ଶିତ ହୋଇଥିଲା। ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭ୍ରାଶୁଂ ସାହୁଙ୍କ ତତ୍ୱବଧାନରେ ଆୟୋଜିତ ମନୋଜ୍ଞ […]
କେନ୍ଦ୍ରାପଡ଼ା, ୫ା୨: ୬୧୦ସ୍କିମ ଅନ୍ତର୍ଗତ ୫୧ଟି ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଅବସରପ୍ରାପ୍ତ ପ୍ରଧାନଶିକ୍ଷକମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବଡଚଣା ବ୍ଲକ ଅଧିନସ୍ତ ଉଦୟଗିରିରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ମଲ୍ଲିକ, ସୁବାସ ପଣ୍ଡା, ନାରାୟଣ ଦାସ, କୈଳାସ ଚନ୍ଦ୍ର ସ୍ୱାଇଁ, ବାଇଧର ଜେନା, ଧରଣୀଧର ଦାସ, ମୋହନ ସାମଲ, ନିରଞ୍ଜନ ପଲେଇ, ରାମଚନ୍ଦ୍ର ଖିଲାର, ଯୋଗେନ୍ଦ୍ର ବାରିକ, ବୃନ୍ଦାବନ ସାହୁ, ପ୍ରମୋଦ […]
କେନ୍ଦ୍ରାପଡ଼ା,୫ା୨: “ବିକଶିତ ଗାଁ ବିକଶିତ ଓଡିଶା” ସମୃଦ୍ଧ ଓଡ଼ିଶାର ଏକ ନୂତନ ପରିଭାଷା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ମିନି ଷ୍ଟାଡିୟମରେ “ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲା ଓ ବ୍ଲକସ୍ତରରେ ଏହି କାର୍ଯ୍ୟକ୍ରମକୁ ଆଭାଷୀ ମାଧ୍ୟମରେ ସିଧାପ୍ରସାରଣର ବ୍ୟବସ୍ଥା କରାଯାଇଥିଲା । ଏହି କ୍ରମରେ କେନ୍ଦ୍ରାପଡା ଜିଲ୍ଲା ସଦର ମହକୁମାସ୍ଥିତ କେନ୍ଦ୍ରାପଡା ସ୍ୱୟଂଶାସିତ […]
କେନ୍ଦ୍ରାପଡ଼ା, ୫ା୨: ବଳଦେବ ସେନା ପକ୍ଷରୁ କେନ୍ଦ୍ରାପଡ଼ାର ନୂତନ ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରର ଉନ୍ନତି ମୂଳକ କାର୍ଯ୍ୟ ପାଇଁ ଏକ ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ପ୍ରସଙ୍ଗ ଗୁଡିକରୁ ମୁଖ୍ୟତଃ ଶ୍ରୀଜୀଉଙ୍କ ଦେଉଳରେ ମୋବାଇଲ ଓ କ୍ୟାମେରା ନିଷେଧ କରାଯିବା ସହ ମନ୍ଦିରରେ ବିକାଶ ମୂଳକ କାର୍ଯ୍ୟକୁ ପ୍ରାଧାନ୍ୟ ଦିଆଯାଇ ତ୍ୱରାନିତ କରାଯିବାକୁ ଦାବି ହୋଇଛି। ସୂଚନା […]
କେନ୍ଦ୍ରାପଡ଼ା, ୫ା୨: ଜଜାଙ୍ଗ କ୍ଲଷ୍ଟରର ନିପୁଣ ଓଡିଶା-୨୦୨୪ କାର୍ଯ୍ୟକ୍ରମ ଜଜାଙ୍ଗ ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କ୍ଲଷ୍ଟର ସଂଯୋଜିକା ସ୍ନେହଲତା ପରିଡାଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଜଜାଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷୟତ୍ରୀ ସବିତା ପଣ୍ଡା ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବେ କପାଳେଶ୍ୱର ପଞ୍ଚାୟତର ସରପଞ୍ଚ କଳ୍ପନା ମହାନ୍ତି, ମୁଖ୍ୟବକ୍ତା ଭାବେ କେନ୍ଦ୍ରାପଡା […]
କେନ୍ଦ୍ରାପଡ଼ା,୫ା୨: କୃଷକ, ଶ୍ରମିକ ଏବଂ ଗରୀବ ଲୋକଙ୍କ ଜୀବିକାର ଉପରେ ସିଧା ସଳଖ ଆକ୍ରମଣ ହେଉଛି୨୦୨୫-୨୬ କେନ୍ଦ୍ରୀୟ ବଜେଟ। କର୍ପୋରେଟ ଲୁଣ୍ଠନ ପାଇଁ ବଜେଟ ଉଦ୍ଦିଷ୍ଟ ବୋଲି ଅବିହିତ କରିଛନ୍ତି ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ମାନଙ୍କ ମିଳିତ ମଞ୍ଚ, ସ୍ୱାଧୀନ ଫେଡରେସନ ସମୂହ ଓ ଯୁବ, ଛାତ୍ର, ମହିଳା ସଂଗଠନମାନେ। ବୁଧବାର ଫେବୃୟାରୀ ୫ ଦେଶବ୍ୟାପୀ ମିଳିତ ପ୍ରତିବାଦ କରିବା ସହିତ ୨୦୨୫-୨୬ କେନ୍ଦ୍ର ବଜେଟକୁ […]
ପଟ୍ଟାମୁଣ୍ଡାଇ ୫/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଚନ୍ଦନପୁର ବାଲି ଘାଟରୁ ବେଆଇନ ବାଲି ଉତୋଳନକୁ କେନ୍ଦ୍ର କରି ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ହୋଇ ୩ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ପରେ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଘଟଣା ସ୍ଥଳରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଓ ଚଉଦକୁଲାଟ ଫାଣ୍ଡି ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ପ୍ରକାଶ ଥାଉ […]