ପିଲାବେଳେ ଶୁଣିଥିଲୁ “ସତ କହିବାକୁ କିଆଁ ଡରିବି, ସତ କହି ପଛେ ମଲେ ମରିବି । ହେଲେ ଭାରତରେ ଏବେ ଏହିଭଳି ପଦ ଗାଇବାକୁ କ୍ୱଚିତ୍ ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହାର ଦୃଷ୍ଟାନ୍ତ ସରକାରୀ ତଥ୍ୟ ଓ ଉଚ୍ଚ ପଦବୀରେ ଥିବା ଲୋକଙ୍କ ବକ୍ତବ୍ୟରୁ ପ୍ରମାଣ ମିଳୁଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବ ସମୟକୁ ଦେଖିଲେ ସର୍ବଦା ଦେଶପ୍ରେମ, ବିକାଶ ଓ ଅଗ୍ରଗତିର ଧ୍ୱନି ଦେଇ ଜନସାଧାରଣଙ୍କ […]