ପଟ୍ଟାମୁଣ୍ଡାଇରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ

ପଟ୍ଟାମୁଣ୍ଡାଇ୫/୨ – ସାରା ରାଜ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

୬୧୦ପୂର୍ଣ୍ଣ ଅନୁଦାନପ୍ରାପ୍ତ ବରିଷ୍ଠ ପ୍ରଧାନ ଶିକ୍ଷକଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୫ା୨: ୬୧୦ସ୍କିମ ଅନ୍ତର୍ଗତ ୫୧ଟି ପୂର୍ଣ୍ଣ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଅବସରପ୍ରାପ୍ତ ପ୍ରଧାନଶିକ୍ଷକମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ବଡଚଣା ବ୍ଲକ ଅଧିନସ୍ତ ଉଦୟଗିରିରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ମଲ୍ଲିକ, ସୁବାସ ପଣ୍ଡା,…

ବିକଶିତ ଗାଁ ବିକଶିତ ଓଡ଼ିଶା” ଯୋଜନା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା,୫ା୨: “ବିକଶିତ ଗାଁ ବିକଶିତ ଓଡିଶା” ସମୃଦ୍ଧ ଓଡ଼ିଶାର ଏକ ନୂତନ ପରିଭାଷା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ମିନି ଷ୍ଟାଡିୟମରେ “ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାର ଶୁଭାରମ୍ଭ କରିଛନ୍ତି । ରାଜ୍ୟର…

ଶ୍ରୀବଳଦେବଜୀଉଙ୍କ ମନ୍ଦିର ସୁରକ୍ଷା ନେଇ ବଳଦେବସେନା ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୫ା୨: ବଳଦେବ ସେନା ପକ୍ଷରୁ କେନ୍ଦ୍ରାପଡ଼ାର ନୂତନ ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରର ଉନ୍ନତି ମୂଳକ କାର୍ଯ୍ୟ ପାଇଁ ଏକ ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ପ୍ରସଙ୍ଗ ଗୁଡିକରୁ…

କ୍ଲଷ୍ଟରସ୍ତରୀୟ ନିପୁଣ ଓଡିଶା- ୨୦୨୪

କେନ୍ଦ୍ରାପଡ଼ା, ୫ା୨: ଜଜାଙ୍ଗ କ୍ଲଷ୍ଟରର ନିପୁଣ ଓଡିଶା-୨୦୨୪ କାର୍ଯ୍ୟକ୍ରମ ଜଜାଙ୍ଗ ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କ୍ଲଷ୍ଟର ସଂଯୋଜିକା ସ୍ନେହଲତା ପରିଡାଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଜଜାଙ୍ଗ ଉଚ୍ଚ ପ୍ରାଥମିକ…

ବଜେଟ ୨୦୨୫-୨୬ରେ କୃଷକ, ଶ୍ରମିକ ଏବଂ ଗରୀବ ଲୋକଙ୍କ ଜୀବିକାର ଉପରେ ସିଧା ସଳଖ ଆକ୍ରମଣ ,

କେନ୍ଦ୍ରାପଡ଼ା,୫ା୨: କୃଷକ, ଶ୍ରମିକ ଏବଂ ଗରୀବ ଲୋକଙ୍କ ଜୀବିକାର ଉପରେ ସିଧା ସଳଖ ଆକ୍ରମଣ ହେଉଛି୨୦୨୫-୨୬ କେନ୍ଦ୍ରୀୟ ବଜେଟ। କର୍ପୋରେଟ ଲୁଣ୍ଠନ ପାଇଁ ବଜେଟ ଉଦ୍ଦିଷ୍ଟ ବୋଲି ଅବିହିତ କରିଛନ୍ତି ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ମାନଙ୍କ ମିଳିତ…

ବାଲି ଘାଟକୁ କେନ୍ଦ୍ର କରି ଗଣ୍ଡଗୋଳ , ୩ ଆହତ

ପଟ୍ଟାମୁଣ୍ଡାଇ ୫/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଚନ୍ଦନପୁର ବାଲି ଘାଟରୁ ବେଆଇନ ବାଲି ଉତୋଳନକୁ କେନ୍ଦ୍ର କରି ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ହୋଇ ୩ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ପରେ କେନ୍ଦ୍ରାପଡା ମୁଖ୍ୟ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ

ପଟ୍ଟାମୁଣ୍ଡାଇ ୪/୨ -ପଟ୍ଟାମୁଣ୍ଡାଇ ଅଂଚଳର ମହାନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ବିଶ୍ୱଶାନ୍ତି ମହାଯଜ୍ଞ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି । ଏହି ଉପଲକ୍ଷେ କଳସ ଶୋଭାଯାତ୍ରା କରାଯାଇ ପବିତ୍ର ବ୍ରାହ୍ମଣୀ ନଦୀରୁ ଶୁଦ୍ଧଜଳ ଅଣାଯାଇ ଯଜ୍ଞ କାର୍ଯ୍ୟ ଶୁଭାରମ୍ଭ କରାଯାଇଛି । ବହୁ…

ଇଛାପୁର ସରସ୍ୱତୀ ଶିଶୁ ମନ୍ଦିରରେ ମାତୃ ସମ୍ମିଳନୀ

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡା ସହରର ଇଛାପୁରସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ମଙ୍ଗଳବାର ଅପରାହ୍ନରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ପରିଷଦର ସଭାପତି ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ଦାଶଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ମାତୃ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ…

ଶିଳ୍ପ ପାଇଁ ଜମି ହରାଉଥିବା ଚାଷୀଙ୍କ ପ୍ରତିନିଧି, ଜିଲ୍ଲାପାଳଙ୍କ ଆଲୋଚନା

କେନ୍ଦ୍ରାପଡ଼ା, ୪ା୨: କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ତହସିଲ ଅଂଚଳରେ ଶିଳ୍ପ ପାଇଁ ଜମି ହରାଇବାକୁଥିବା ଚାଷୀ ପ୍ରତିନିଧିମାନଙ୍କ ସହ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ମଙ୍ଗଳବାର ସନ୍ଧ୍ୟାରେ ଗରାପୁରସ୍ଥିତ ଆବାସିକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଲୋଚନା କରିଛନ୍ତି। ମହାକାଳପଡ଼ା ତହସିଲର ଅଞ୍ଚଳରେ ମିତ୍ତଲ…

ଦିନ ଦ୍ୱିପ୍ରହରରେ ଥାନା ସାମ୍ମୁଖରୁ ଡିକି ଭାଙ୍ଗି ଲୁଟି ନେଲେ ଦୁର୍ବୃତ

ପଟ୍ଟାମୁଣ୍ଡାଇ ୪/୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଜଣେ ବ୍ୟକ୍ତିଙ୍କ ଗାଡ଼ି ଡିକିରୁ ୧ ଲକ୍ଷ ଟଙ୍କା ଚୋରି ହୋଇଛି । ଗ୍ରାମଂଚଳ ଥାନା ଅନ୍ତର୍ଗତ ପନ୍ତୁରି ଗ୍ରାମର କମଳାକାନ୍ତ ପ୍ରଧାନଙ୍କ ବାଇକ ଡିକିରୁ ଏହି…

ଧାନବିକି ରଖିଥିଲେ ଟଙ୍କା,  ଲୁଟି ନେଲେ ଦୁର୍ବୃତ

ପଟ୍ଟାମୁଣ୍ଡାଇ ୪/୨-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ସମ୍ମୁଖରେ ମଙ୍ଗଳବାର ପୂର୍ବହ୍ନରେ ଜଣେ ବ୍ୟକ୍ତିଙ୍କ ଗାଡ଼ି ଡିକିରୁ ୧ ଲକ୍ଷ ଟଙ୍କା ଚୋରି ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ମଙ୍ଗଳବାର ପଟ୍ଟାମୁଣ୍ଡାଇ ଗ୍ରାମଂଚଳ ଥାନା ଅନ୍ତର୍ଗତ ପନ୍ତୁରି ଗ୍ରାମର କମଳାକାନ୍ତ ପ୍ରଧାନ…

ଦଶିପୁର ଗ୍ରାମପଞ୍ଚାୟତରେ ମିନି ଧାନମଣ୍ଡି ଖୋଲାଯିବାକୁ ଦାବି

କେନ୍ଦ୍ରାପଡା,୩ା୨: ଦଶିପୁର ଗ୍ରାମପଞ୍ଚାୟତରେ ଏକ ମିନି ଧାନମଣ୍ଡି ଖୋଲାଯିବାକୁ ଜିଲ୍ଲାପାଳଙ୍କ ନିକଟରେ ଦାବି ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମପଞ୍ଚାୟତଟି ହେଉଛି ନଦୀ ନାଳ ଘେରା ଅଞ୍ଚଳ। ପୂର୍ବରୁ ଏହି ପଞ୍ଚାୟତଟି ଦେମାଳ ଗ୍ରାମପଞ୍ଚାୟତ ଅଧିନସ୍ଥ ଦେମାଳ…

ଅନ୍ତର୍ଜାତୀୟ କବି ଡ. କଳ୍ପନା ମଲ୍ଲିକଙ୍କୁ ‘ଭଗ୍ନି ନିବେଦିତା’ ସମ୍ମାନ

କେନ୍ଦ୍ରାପଡ଼ା,୩ା୨: ବିଶିଷ୍ଟ ଅନ୍ତର୍ଜାତୀୟ କବି ସମାଜସେବୀ ଡ. କଳ୍ପନା ମଲ୍ଲିକଙ୍କୁ ‘ଭଗ୍ନି ନିବେଦିତା’ ସମ୍ମାନରେ ସମ୍ମାନିତ କରାଯାଇଛି। ଆମି ଭାରତ ବୋଲଛି ଟ୍ରଷ୍ଟ, ବୋଇବନ୍ଧୁ ପବ୍ଲିକେଶନ ଓ ବି.ଆଇ.ପି.ର ମିଳିତ ଆନୁକୂଲ୍ୟରେ କଲିକତାର ସଲ୍‌ଟଲେକ ଠାରେ ଥିବା କେନ୍ଦ୍ର ସରକାରଙ୍କ ଇଷ୍ଟର୍ଣ୍ଣ…

ଶିକ୍ଷକନେତା ଭଗବାନ ଜେନାଙ୍କ ୮ମ ସ୍ମାରକୀ ବକ୍ତ୍ରୁତାମାଳା ଜାତୀୟ ଶିକ୍ଷାନୀତି, ୨୦୨୦

କେନ୍ଦ୍ରାପଡ଼ା, ୩ା୨: ଶିକ୍ଷକନେତା ତଥା ସାହିତ୍ୟିକ ପ୍ରାଧ୍ୟାପକ ଭଗବାନ ଜେନାଙ୍କ ଅଷ୍ଟମ ସ୍ମାରକୀ ବକ୍ତ୍ରୁତାମାଳା ସ୍ମୃତି କମିଟି ସଭାପତି ଅଧ୍ୟାପକ ଅଜୟ ସାମଲଙ୍କ ପରିଚାଳନାରେ ଲ’ କଲେଜ କଲୋନୀ ସ୍ଥିତ ଶ୍ରୀ ବଳଦେବଜୀଉ କଳା ସଂସ୍କୃତି ପ୍ରତିଷ୍ଠାନ ପରିସରରେ ଥିବା ବିକଳ୍ପ…

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ପଞ୍ଜିକୃତ ଶ୍ରମିକଙ୍କୁ ସହାୟତା ପ୍ରଦାନ

କେନ୍ଦ୍ରାପଡ଼ା, ୩ା୨: ଜିଲ୍ଲା ପ୍ରଶାସନ ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ (ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା) ଅଧୀନରେ ହିତାଧିକାରୀ ମାନଙ୍କୁ ପରିଚୟ ପତ୍ର ଏବଂ ବିଭିନ୍ନ…

କେନ୍ଦ୍ରାପଡାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୩ା୨: କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରପରିଷଦ ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି…

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ କଟକ ମଙ୍ଗଳା କ୍ଲବ ଚମ୍ପିୟନ

କେନ୍ଦ୍ରାପଡା,୨ା୨: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ମ୍ୟାଚ୍ ରବିବାର ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚରେ କଟକର ମଙ୍ଗଳା କ୍ଲବ କେନ୍ଦ୍ରାପଡାର ଚାନ୍ଦ କ୍ଲବକୁ ୩-୦ ଗୋଲରେ ହରାଇ ଚମ୍ପିୟନ ହୋଇଛି।…

ଜେଜେବାପା ଜେଜେମାଆ ପୂଜନ ଓ ପୁରସ୍କାର ବିତରଣ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ଠାରେ ଜେଜେ ବାପା ଜେଜେ ମା ପୂଜନ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମକୁ ସରସ୍ବତୀ…

ଶିଶୁଙ୍କ ପାଇଁ ଦିନଟିଏ କେନ୍ଦ୍ରାପଡ଼ା ଜିଲ୍ଲାରେ ପାଳିତ

କେନ୍ଦ୍ରାପଡା,୧/୨ – ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ମତେ ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତ ସ୍ଥରରେ ଶିଶୁ ମାନଙ୍କ ସମସ୍ୟା ବୁଝିବାକୁ “ଶିଶୁଙ୍କ ପାଇଁ ଦିନଟିଏ” ପ୍ରତି ତ୍ରୈମାସିକରେ କରିବାକୁ ନିର୍ଦେଶ ରହିଛି ।…

ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୧/୨- ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲର ୬୩ତମ ବାର୍ଷିକ ଉତ୍ସବ ସମାରୋହରେ ପାଳିତ ହୋଇଯାଇଛି I ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା…

କେନ୍ଦ୍ର ବଜେଟ ଜନବିରୋଧୀ ଓ ଅଭିବୃଦ୍ଧି ବିରୋଧୀ

କେନ୍ଦ୍ରାପଡ଼ା,୧ା୨: କେନ୍ଦ୍ର ବଜେଟ୍ ଜନବିରୋଧୀ ଓ ଅଭିବୃଦ୍ଧି ବିରୋଧୀ ବୋଲି କହିଛନ୍ତି ସିପିଆଇ(ଏମ୍‌) କେନ୍ଦ୍ରାପଡା ଜିଲ୍ଲା କମିଟି ସମ୍ପାଦକ ଗୟାଧର ଧଳ। ସେ କହିଛନ୍ତି ଯେ ଦୁଇ ଦିନ ପରେ ଅନୁଷ୍ଠିତ ହେବାକୁ ଥିବା ଦିଲ୍ଲୀ ବିଧାନସଭା ନିର୍ବାଚନ ଓ ଆଗାମୀ…

ମରଣାନ୍ତଙ୍କ ଆକ୍ରମଣ ଘଟଣାରେ ୨କୋର୍ଟ ଚାଲାଣ

କେନ୍ଦ୍ରାପଡ଼ା,୧ା୨: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗଡାସ୍ଥିତ ହୋଟେଲ ଚଣ୍ଡିଆ ପ୍ୟାଲେସର ମାଲିକ ବଳରାମ ସାହୁ ଓରଫ ବାବୁନିଙ୍କୁ ଶନିବାର ସକାଳ ପ୍ରାୟ ୧୦ଟା ବେଳେ ପୁରୁଣା କଚେରୀ ନିକଟସ୍ଥ ମାଛ ଦୋକାନରେ ମରଣାନ୍ତଙ୍କ ଆକ୍ରମଣ ଘଟଣାରେ ଟାଉନ ଥାନା…

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ , ବାଳିକା ପ୍ରଦର୍ଶନୀ ମ୍ୟାଚରେ ଆଳି ବିଜୟୀ

କେନ୍ଦ୍ରାପଡା,୧ା୨: ଜାତୀୟ ସ୍ତରୀୟ ପଞ୍ଚମ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପକ୍ଷରୁ ଶନିବାର ଏକ ବାଳିକା ପ୍ରଦର୍ଶନୀ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ କେନ୍ଦ୍ରାପଡା ଜିଲ୍ଲାର ଆଳି ଆଥଲେଟିକ ଆସୋସିଏସନ୍ ଯାଜପୁରର ସ୍ପୋର୍ଟସ ଆଣ୍ଡ ଆଡଭେଞ୍ଚର…