କେନ୍ଦ୍ରାପଡ଼ା,୨୦ା୧: ପରମପୂଜ୍ୟ ବାବା ବୈକୁଣ୍ଠନାଥ ବ୍ରହ୍ମଚାରୀଙ୍କ ୧୧୪ତମ ଜନ୍ମ ଉତ୍ସବ ଗରାପୁରସ୍ଥିତ ହନୁମାନଜୀଉ ମନ୍ଦିର ଆଶ୍ରମ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରାତଃ ୪ଟାରେ ଶୁଭ ଶଙ୍ଖଧ୍ୱନୀ ସହ ପ୍ରାର୍ଥନା ଓ କୀର୍ତ୍ତନ କରାଯିବା ପରେ ସାଢେ ୪ଟାରେ…
Year: 2025
ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସ୍ୱୟଂ ସହାୟକ ଗୋଷ୍ଠୀ ସଭା
କେନ୍ଦ୍ରାପଡା,୧୯ା୧: ବାରୋସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସଂଯୋଜନାରେ ସୁସ୍ଥ ଗାଁ ଓ ସୁସ୍ଥ ସମାଜ ଗଢି ତୋଳିବାର ଉଦ୍ଦେଶ୍ୟ ରଖି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ନେଇ ସଭାର ଆୟୋଜନ ହୋଇଥିଲା । ଲୋକ ସଚେତନ…
ଜାତୀୟ ପାରାକ୍ରୀଡ଼ାବିତ୍ ସୁଧୀରଙ୍କୁ ସମ୍ୱର୍ଦ୍ଧନା
କେନ୍ଦ୍ରାପଡା ୨୦/୧- ଚଳିତ ଜାନୁୟାରୀ ୧୬ ତାରିଖରେ ସମାପ୍ତ ହୋଇଥିବା ନବମ ଜାତୀୟ ୱୋସିଆ ଚମ୍ପିୟାନସିପ୍ ୨୦୨୪-୨୫ ରେ କେନ୍ଦ୍ରାପଡ଼ାର ପାରାକ୍ରୀଡ଼ାବିତ୍ ସୁଧୀର ମଲିକ ସର୍ବଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରୌପ୍ୟ ପଦକ ହାସଲ କରିଥିବାରୁ ଭିନ୍ନକ୍ଷମମାନଙ୍କ ନିମନ୍ତେ…
ମା’ତାରିଣୀ ଏସଏଚଜି ହଟାଓ ରାଜକନିକାରେ ଶିଶୁମାନଙ୍କୁୁ ଅପପୃଷ୍ଟିରୁ ବଞ୍ଚାଅ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧରଣା
କେନ୍ଦ୍ରାପଡ଼ା,୨୦ା୧: ମା’ତାରିଣୀ ସ୍ୱୟଂ ସହାୟିକା ଗୋଷ୍ଠି ହଟାଅ ରାଜକନିକାରେ ଶିଶୁମାନଙ୍କୁ ଅପପୃଷ୍ଟିରୁ ବଞ୍ଚାଓ ନେଇ ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକଦିବସୀୟ ଧାରଣା ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର ସୂଚନା ଅଧିକାର କର୍ମୀ ତଥା ଓଡିଶା…
ଆସନ୍ତା୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ
ଚଳିତମାସ ୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ । ଘର ପାଇବାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଆୱାସ ପ୍ଲସ ମୋବାଇଲ ଆପ ମାଧ୍ୟମରେ ଚିହ୍ନଟ କରିବାକୁ ରାଜ୍ୟ ସରକାର…
ଅରଡ଼ପଲ୍ଲୀ ହାଇସ୍କୁଲ ବାର୍ଷିକ କ୍ରୀଡା ଉତ୍ସବ
ପଟ୍ଟାମୁଣ୍ଡାଇ ତା ୧୯/୧-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅରଡ଼ପଲ୍ଲୀ ଆଞ୍ଚଳିକ ସରକାରୀ ହାଇସ୍କୁଲ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଶରତ ମଲିକଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ଅରଡ଼ପଲ୍ଲୀ ସରପଞ୍ଚ ବୁଦ୍ଧିରାମ ବେହେରା ମୁଖ୍ୟଅତିଥି, ପଞ୍ଚସଖା ସେତୁ ଅଭିଯାନ କମିଟି…
ମହାକୁମ୍ଭରେ ଅଗ୍ନିକାଣ୍ଡ, ଅଧିକାଂଶ ଟେଣ୍ଟ ଜଳି ପାଉଁଶ
ପ୍ରୟାଗରାଜ, ରବିବାର ଅପରାହ୍ନରେ ମହାକୁମ୍ଭମେଳା ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମହାକୁମ୍ଭମେଳାର ସେକ୍ଟର ୨୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କାରଣରୁ ମେଳା ପରିସରରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ମହାକୁମ୍ଭ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ…
ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୮୦ତମ ତିରୋଧାନ ଦିବସ ପାଳନ ପାଇଁ ସ୍ମୃତି କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା,୧୯ା୧: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୮୦ତମ ତିରୋଧାନ ପାଳନ ନିମନ୍ତେ ସ୍ଥାନୀୟ ପବ୍ଲିକ ରିଡିଂରୁମ୍ ପରିସରରେ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ମୃତି କମିଟି ସ୍ଥାୟୀ ସଭାପତି ବିଚିତ୍ରାନନ୍ଦ…
ଜିଲ୍ଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ , ଲିଗ୍ ମ୍ୟାଚ୍ରେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ବିଜୟୀ
କେନ୍ଦ୍ରାପଡ଼ା,୧୯ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ଜିଲାସ୍ତରୀୟ ଜୁନିୟର୍ ଆନ୍ତଃକ୍ଲବ ସୁପର ଲିଗ୍ ମ୍ୟାଚ୍ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ରେ ଇଲେଭେନଷ୍ଟାର କ୍ରିକେଟ୍ କ୍ଲବ ଓ ବାଲାବାବା କ୍ରିକେଟ୍ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି…
ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ସ୍ୱୟଂ ସହାୟକ ଗୋଷ୍ଠୀ ସଭା
କେନ୍ଦ୍ରାପଡା,୧୯ା୧: ବାରୋସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସଂଯୋଜନାରେ ସୁସ୍ଥ ଗାଁ ଓ ସୁସ୍ଥ ସମାଜ ଗଢି ତୋଳିବାର ଉଦ୍ଦେଶ୍ୟ ରଖି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ନେଇ ସଭାର ଆୟୋଜନ ହୋଇଥିଲା । ଲୋକ ସଚେତନ…
ନିମପୁର ଶାସନ ହାଇସ୍କୁଲ ବାର୍ଷିକ ଉତ୍ସବ
ପଟ୍ଟାମୁଣ୍ଡାଇ,୧୮/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟ ରେ ଆୟୋଜିତ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଳକ ଶିକ୍ଷା ଅଧିକାରୀ ହରିହର ଦଳାଇ ମୁଖ୍ୟଅତିଥି…
ଗଙ୍ଗାରାମପୁର ଶିକ୍ଷାନିକେତନ ୨୮ତମ ବାର୍ଷିକ କ୍ରୀଡା ଉତ୍ସବ
ପଟ୍ଟାମୁଣ୍ଡାଇ ତା ୧୮/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗଙ୍ଗାରାମପୁର ପଂଚାୟତ ଗଙ୍ଗାରାମ ହାଇସ୍କୁଲ ଓ ସିଦ୍ଧ ପରମହଂସ ନୋଡାଲ ଉ ପ୍ରା ସ୍କୁଲର ମିଳିତ ୨୮ତମ ବାର୍ଷିକ କ୍ରୀଡା ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚିତରଞ୍ଜନ କବିଙ୍କ…
ତାଲୁକଆଇନ ସେବା ସମିତି ସଚେତନତା
ପଟ୍ଟାମୁଣ୍ଡାଇ ୧୮/୧ -ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ପୋକ୍ସୋ ଆକ୍ଟ ସମ୍ପର୍କରେ ଆଇନଗତ ସଚେତନତା ସୃଷ୍ଟି କରିବା ପାଇଁ ଏକ ସଚେତନତା ଶିବିର ପଟ୍ଟାମୁଣ୍ଡାଇ କଲେଜରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କୋର୍ଟର ନୂତନ ଅତିରିକ୍ତ ଜିଲ୍ଲା ଜଜ…
ବେଣୀପୁର ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଯାପିତ
କେନ୍ଦ୍ରାପଡା,୧୮ା୧: ଡେରାବିଶ ବ୍ଲକ ଅନ୍ତର୍ଗତ ବେଣୀପୁର ସରକାରୀ ହାଇସ୍କୁଲର ତିନିଦିନ ବ୍ୟାପି ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଶୀକାନ୍ତ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍ଯାପନ ଉତ୍ସବରେ ବେଣୀପୁର ଗ୍ରାମପଞ୍ଚାୟତର ସରପଞ୍ଚ ମୋହନ ଚରଣ ସାହୁ,…
ଜିଏସଟି ସର୍ବକ୍ଷମା ଯୋଜନା କର୍ମଶାଳା
କେନ୍ଦ୍ରାପଡ଼ା,୧୮ା୧: କେନ୍ଦ୍ରାପଡାସ୍ଥିତ ନିୟନ୍ତ୍ରିତ ବଜ଼ାର କମିଟି ସଭାଗୃହରେ ଜି.ଏସ.ଟି.ସର୍ବକ୍ଷମା ଯୋଜନାର ଏକ ସଚେତନତା କର୍ମଶାଳା ଶନିବାର ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ଜି. ଏସ୍. ଟି ବିଭାଗର ଅତିରିକ୍ତ ଆୟୁକ୍ତ ମୁକ୍ତି ରଞ୍ଜନ ଆଚାର୍ଯ୍ୟ, ଯୁଗ୍ମ ଆୟୁକ୍ତ ରମେଶ କୁମାର ମଣ୍ଡଳ ଓ…
ଗୌର ମହାପାତ୍ର ନିଖିଳ ଓଡିଶା ଆଇନଜୀବୀ ସଂଘ ଉପସଭାପତି
କେନ୍ଦ୍ରାପଡ଼ା,୧୮ା୧: କେନ୍ଦ୍ରାପଡା ଜିଲ୍ଲାର ଆଇନଜୀବୀ ଗୌର ପ୍ରସାଦ ମହାପାତ୍ର ନିଖିଳ ଓଡିଶା ଆଇନଜୀବୀ ସଂଘର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଭଞ୍ଜନଗରଠାରେ ୫୩ତମ ନିଖିଳ ଓଡିଶା ଆଇନଜୀବୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏହି ଅଧିବେଶନରେ…
ଗୋବରୀ ନଦୀର ଅସ୍ତିତ୍ୱ ପ୍ରତି ସରକାର ସମ୍ବେଦନଶୀଳ ନୁହଁନ୍ତି
ଗୋବରୀ ପୁନଉଦ୍ଧାର ନାଆଁରେ ୧୧ କୋଟି ଚଳୁ ପଟ୍ଟାମୁଣ୍ଡାଇ ୧୭/୧- -କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ପାଖ ଦେଇ ପ୍ରବାହିତ ଗୋବରୀ ନଦୀ ଏବେ ଶୁଷ୍କ ହୋଇପଡିଛି । ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ଉଭୟପାର୍ଶବର ଶତାଧିକ ଗ୍ରାମବାସୀ…
ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ
କେନ୍ଦ୍ରାପଡ଼ା,୧୮ା୧: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ବାଳିକା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଗତ ୭ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ତାଲିମ ଶିବିରରେ ୧୦୨ଜଣ ଛାତ୍ରୀ ଯୋଗଦେଇ ଆତ୍ମ ସୁରକ୍ଷା କୈାଶଳ ତାଲିମ…
ପଟ୍ଟାମୁଣ୍ଡାଇ କଲେଜ ପଦାର୍ଥବିଜ୍ଞାନ ରାଜ୍ୟ ଆଲୋଚନାଚକ୍ର
ପଟ୍ଟାମୁଣ୍ଡାଇ ୧୭/୧-ପଟ୍ଟାମୁଣ୍ଡାଇ କଲେଜ ପଦାର୍ଥ ବିଜ୍ଞାନ ବିଭାଗ ଓ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ପଦାର୍ଥ ବିଜ୍ଞାନ ବିଭାଗ ମିଳିତ ଆନୁକୂଲ୍ୟରେ ଇର୍ମର୍ଜିଙ୍ଗ ଟ୍ରେଣ୍ଡସ ଇନ ହାଇ ଏନେର୍ଜି ଫିଜକସ ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ…
ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବାଳିକା ଆତ୍ମସୁରକ୍ଷା ଶିବିର
ପଟ୍ଟାମୁଣ୍ଡାଇ ୧୭/୧-ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ମିଳିତ ଆନୁକୂଲ୍ୟରେ ୮ଦିନ ଧରି ବାଳିକା ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଶିବିରରେ ପଟ୍ଟାମୁଣ୍ଡାଇ…
କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବନ୍ଧୁମିଳନ
କେନ୍ଦ୍ରାପଡା,୧୭ା୧:କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବଣଭୋଜି ଓ ବନ୍ଧୁମିଳନ ଶୁକ୍ରବାର ନରେନ୍ଦ୍ରପୁର ଯଜ୍ଞ ପଡିଆ(ବଡଗୋବରୀ ଅଣ୍ଟା)ଠାରେ ସଭାପତି ଡଃ ଉପେନ୍ଦ୍ରନାଥ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପଦେଷ୍ଟା ପ୍ରାକ୍ତନ ଅଧ୍ୟକ୍ଷ ଅଜୟ ସାମଲ ସମସ୍ତଙ୍କୁ ସ୍ୱାଗତ…
ଏବିଭିପି ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ
କେନ୍ଦ୍ରାପଡ଼ା,୧୬ା୧: କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ଯୁବ ବ୍ୟାପାର, କ୍ରୀଡ଼ା ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ବିଶ୍ୱର ସର୍ବ ବୃହତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦ୍ରାପଡାର କାର୍ଯ୍ୟକର୍ତ୍ତର୍ାମାନେ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…
ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ
କେନ୍ଦ୍ରାପଡା,୧୬ା୧: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧିନରେ ଗୁରୁବାର କେନ୍ଦ୍ରାପଡା ଟାଉନହଲ୍ଠାରୁ ୧୦୧ଜଣ ବରିଷ୍ଠ ତୀର୍ଥଯାତ୍ରୀ ଶିରିଡି-ନାସିକ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଏହି ଉପଲକ୍ଷେ ଅପରାହ୍ନ ୩ଟାରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ…
ତୃତୀୟ ଜିଲ୍ଲାସ୍ତରୀୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟଉଦ୍ଯାପିତ , ମେଡିଆ ଏକାଦଶ ଚମ୍ପିଆନ
କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ବୁଧବାର ଦିନ ଉଦ୍ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚରେ ପୋଲିସ ଏକାଦଶକୁ ହରାଇ…










