କେନ୍ଦ୍ରାପଡ଼ା,୨୫ା୪: ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ତରଫରୁ ଓ ଜିଲ୍ଲା ପ୍ରଶାସନ(କ୍ରୀଡା ବିଭାଗ) ଆନୁକୂଲ୍ୟରେ ଇଚ୍ଛାପୁରସ୍ଥିତ ଶ୍ୟାମଗୁଡିଆ ଏବଂ ପଟ୍ଟାମୁଣ୍ଡାଇର ପୋଖରୀଆପଡାଠାରେ ଥିବା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମଠାରେ ଏକ ଗ୍ରୀଷ୍ମକାଳୀନ ବ୍ୟାଡମିଣ୍ଟନ ଶିବିର କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ନୀଲୁ ମହାପାତ୍ର ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଏହି ଶିବିର ଚଳିତ ମାସ ଏପ୍ରିଲ ୨୫ ତାରିଖରୁ ଆରମ୍ଭ ହୋଇ ମେ ମାସ ୧୧ […]
Year: 2025
କେନ୍ଦ୍ରାପଡ଼ା,୨୫ା୪: ଓଡିଶା ରାଜସ୍ୱ ଅମଲା ସଂଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କ କେନ୍ଦ୍ରାପଡା ଜିଲ୍ଲାଗ୍ରସ୍ତ ପରିପ୍ରେକ୍ଷୀରେ ଓଡିଶା ରାଜସ୍ୱ ଅମଲା ସଂଘର କେତେକ ପୂରଣ ଅପେକ୍ଷାରେ ଥିବା ନାର୍ଯ୍ୟ ଦାବି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପ୍ରଦାନ କରାଯାଇଛି । ଜିଲ୍ଲାସ୍ତରୀୟ ରାଜସ୍ୱ ଅମଲାମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଜିଲ୍ଲା ପରିଷଦ କାର୍ଯ୍ୟାଳୟ, ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ, ଜିଲ୍ଲା ପଞ୍ଚାୟତ କାର୍ଯ୍ୟାଳୟ, ବେଷାମରିକ ଯୋଗାଣ କାର୍ଯ୍ୟାଳୟ, ଜିଲ୍ଲା ନିର୍ବାଚନ […]
କେନ୍ଦ୍ରାପଡ଼ା,୨୫ା୪: ଧାନର ମାନ ପରୀକ୍ଷା କରାଯାଇ ଏହା ସଠିକ ଥିବା ଜଣାଯିବା ପରେ ମଧ୍ୟ ଜଣେ ଚାଷୀଙ୍କ ଧାନ କ୍ୱିଣ୍ଟାଲ ପିଛା ୮କେଜି କାଟିବା ଘଟଣାରେ ଚାଷୀ ଜଣଙ୍କ ନ୍ୟାୟ ପାଇବା ପାଇଁ ଯୋଗାଣମନ୍ତ୍ରୀଙ୍କୁ ଅଭିଯୋଗ କରିଛନ୍ତି। ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମର ଚାଷୀ ବିବେକାନନ୍ଦ ଦାଶ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଧାନର ମାନ ଉନ୍ନତ ଥିଲେ କଟନୀ ଛଟନୀ ହେବ ନାହିଁ ବୋଲି ସରକାରୀ ନିୟମ […]
ପଟ୍ଟାମୁଣ୍ଡାଇ ତା ୪/୪-ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପଟ୍ଟାମୁଣ୍ଡାଇ ପ୍ରଖଣ୍ଡ ପକ୍ଷରୁ ଆଜି ସନ୍ଧ୍ୟାରେ ଏକ ବିଶାଳ ହିନ୍ଦୁ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା । ଏହି ଶୋଭାଯାତ୍ରାରେ ବିଶ୍ୱହିନ୍ଦୁ ପରିଷଦ ଜିଲ୍ଲା ସଭାପତି ଗୋପୀନାଥ ତ୍ରିପାଠୀ ସମ୍ପାଦକ ଧୀରେନ୍ଦ୍ର ସାମଲ, କେନ୍ଦ୍ରାପଡ଼ା ବିଜେପି ନେତ୍ରୀ ଗୀତାଞ୍ଜଳି ସେଠୀ, ରାଜନଗର ବିଜେପି ନେତା ଲଳିତ ବେହେରା, ବିଶ୍ୱହିନ୍ଦୁ ପରିଷଦ ପଟ୍ଟାମୁଣ୍ଡାଇ ପ୍ରଖଣ୍ଡ ସଭାପତି ଦେବାଶିଷ ପଣ୍ଡା, କାର୍ଯ୍ୟକାରୀ ସଭାପତି ଅମ୍ବୁଜ […]
ପଟ୍ଟାମୁଣ୍ଡାଇ ତା ୨/୪- -କେନ୍ଦ୍ର ସରକାର ନିର୍ବାଚନମଣ୍ଡଳୀ ପୁନଃ ଗଠନ ପାଇଁ ପଦକ୍ଷେପ ନେଇଥିବାରୁ ରାଜ୍ୟ ସରକାର ପ୍ରଶାସନିକ ସୁବିଧା ପାଇଁ ବ୍ଲକ ପୁନଃ ଗଠନ କରିବା ପାଇଁ ଯୋଜନା କରୁଛନ୍ତି । ଏଇ ପରିପ୍ରେକ୍ଷୀରେ ପଟ୍ଟାମୁଣ୍ଡାଇ ଓ ଆଳି ବ୍ଲକର ଉପାନ୍ତ ଧୋୟାଞ୍ଚଳ ବନ୍ୟା ବିପନ୍ନ ପଂଚାୟତକୁ ନେଇ ବ୍ରାହ୍ମଣୀ ବ୍ଲକ ଗଠନ ପାଇଁ ଧୋୟାଞ୍ଚଳବାସୀ ଦୀର୍ଘ ଦିନ ହେବ ଦାବୀ କରିଆସୁଛନ୍ତି । ବ୍ରାହ୍ମଣୀ ନଦୀ ଅବବାହିକାରେ […]
କେନ୍ଦ୍ରାପଡା,୩୦ା୩: ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ଊନବିଂଶ ବାର୍ଷିକ ବନ୍ଧୁମିଳନ ଓ ପ୍ରତିଭା ସମ୍ମାନ ପ୍ରଦାନ ଉତ୍ସବ ସ୍ଥାନୀୟ ଗୌରୀଶଙ୍କର ହୋଟେଲ୍ରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଭାପତି ପୂର୍ଣ୍ଣନନ୍ଦ ବିଶ୍ୱାଳ ସଭାପତିତ୍ୱ କରିଥିବା ବେଳେ ସାଧାରଣ ସମ୍ପାଦକ ନରୋତ୍ତମ ଜେନା ସଂଯୋଜନା କରିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ । ବରିଷ୍ଠ ସଭ୍ୟ ହେମନ୍ତ କୁମାର ଜେନା ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ […]
କେନ୍ଦ୍ରାପଡା,୩୦ା୩ : କେନ୍ଦ୍ରପଡା ଜିଲ୍ଲ ଓକିଲ ସଙ୍ଘ ନିର୍ବଚନ ଅନୁଷଠିତ ହୋଇଯାଇଛି। ଏଥିରେ ମମତାମୟୀ ସମଲ ଅତିରିକ୍ତ ଯୁଗ୍ମସମ୍ପାଦକ ତଥା ଲାଇବ୍ରେରୀଆନ ଭାବେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ୨୦୨୩ ମସିହା ଜିଲ୍ଲା ଓକିଲ ସଙ୍ଘ ନିର୍ବାଚନରେ ମଧ୍ୟ ଶ୍ରୀମତୀ ସାମଲ କାର୍ଯ୍ୟକାରୀ କମିଟି ସଦସ୍ୟା ଭାବରେ ନିର୍ବାଚିତ ହୋଇଥିଲେ। ସେ ଏକାଧାରରେ ଜଣେ ସମାଜସେବୀ, ରାଜନୀତିଜ୍ଞ, କ୍ରୀଡାବିତ ତଥା ଆଇନଜୀବୀ ଭାବରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। […]
କେନ୍ଦ୍ରାପଡା,୩୦ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ଉତ୍ସବ ସକାଳ ୧୧ ଘଟିକାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓଡିଶା ସରକାରଙ୍କ ଆନୁକୂଲ୍ୟରେ ରାଜ୍ୟରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆନୁଷ୍ଠାନିକ ଭାବେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି […]
କେନ୍ଦ୍ରାପଡ଼ା,୩୦ା୩ : ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆଶ୍ରମର ଭକ୍ତମାନଙ୍କ ଗହଣରେ ହିନ୍ଦୁ ନବବର୍ଷର ପ୍ରାରମ୍ଭ ଦିବସରେ ବିଶ୍ୱସ୍ରଷ୍ଟାଙ୍କୁ ବିଶ୍ୱ ତଥା ସମସ୍ତଙ୍କର ମଙ୍ଗଳ ଓ ଶାନ୍ତି ନିମନ୍ତେ ପ୍ରାର୍ଥନା କରାଯାଇଥିଲା। ଏହି ଦିବସର ବୈଶିଷ୍ଟ ସମ୍ପର୍କରେ ଶ୍ରୀମା ଆଲୋକପାତ କରିଥିଲେ। ସେ କହିଥିଲେ ଯେ ବିକ୍ରମାଦିତ୍ୟ ସମ୍ବତ୍ସର ଆରମ୍ଭ ଏବଂ ଧର୍ମରାଜ ଯୁଧିଷ୍ଟିରଙ୍କର […]
ପଟ୍ଟାମୁଣ୍ଡାଇ : ୨୭/୩- ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁରଶାସନ ନୋଡାଲ ହାଇସ୍କୁଲରେ ‘‘କୌଶୋର ଅବସ୍ଥାରେ ବାଳିକା ମାନଙ୍କର ଶିକ୍ଷା,ସୁରକ୍ଷା ଏବଂ ସାମାଜିକ ସ୍ଥିତି’’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ପଟ୍ଟାମୁଣ୍ଡାଇ କଳେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଅଧିକାରୀ ଲକ୍ଷ୍ମୀନାରାୟଣ ଦାଶ, ରାଜନଗର ମେଡିକାଲ ଅଫିସର ଡାକ୍ତର ରଶ୍ମି ରଂଜନ ମହାନ୍ତି, ସାମ୍ବାଦିକ ଜଗନ୍ନାଥ ଆଚାର୍ଯ୍ୟ, ପାତାଞ୍ଜଳି ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ […]
ପଟ୍ଟାମୁଣ୍ଡାଇ,ତା ୨୭/୩-ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ମାଟିଆ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଗୋଲକ ବିହାରୀ ମଲ୍ଲିକଙ୍କ ପୈରହିତ୍ୟରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ ପୌରପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ମୁଖ୍ୟଅତିଥି, ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳାଇ ମୁଖ୍ୟବକ୍ତା, ୧୬ ନମ୍ବର ୱାର୍ଡ କାଉନସିଲର ସୁବାସ ଚନ୍ଦ୍ର ମଲ୍ଲିକ,ସି ଆର୍ ସି ସି ସଂଘମିତ୍ରା ନାୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ହରିହର ଦଳାଇ […]
ପଟ୍ଟାମୁଣ୍ଡାଇ ତା ୨୪/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଡାମରପୁର ହରେକୃଷ୍ଣ ହାଇସ୍କୁଲର ୧୯୮୦ ମାଟ୍ରିକ ବ୍ୟାଚ ଛାତ୍ରଛାତ୍ରୀ ଓ ପୁରାତନ ଶିକ୍ଷକଙ୍କୁ ନେଇ ଏକ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି I ପୁରାତନ ଛାତ୍ର ଡ଼ ପ୍ରମୋଦ ମହାନ୍ତ, ଇଂ ଅଭୟ ନାୟକ,ଖଗେଶ୍ୱର ମହାନ୍ତି, ମହେନ୍ଦ୍ର ପରିଡା, ପିତାମ୍ବର ମଲ୍ଲିକ, ରାଜେଶ୍ୱରୀ ପଣ୍ଡା, ସଂଯୁକ୍ତା ସାହୁ, ମିନା ପଣ୍ଡା, ଲଷ୍ମୀପ୍ରିୟା ପରିଡା, ଅମୂଲ୍ୟ ପାଢ଼ୀ, ମହେଶ୍ୱର ପଣ୍ଡା, ମନ୍ମଥ ବିଶ୍ୱାଳ, କିଶୋର […]
ପଟ୍ଟାମୁଣ୍ଡାଇ ତା ୨୩/୩ – ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଗ୍ରାମର ଡ୍ରାଫ୍ଟସମ୍ୟାନ ଧରଣୀଧର ରାଉତଙ୍କ ପତ୍ନୀ ଧର୍ମପ୍ରାଣା ମହିଳା ଲୀଳାବତୀ ରାଉତଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଧୋୟାଞ୍ଚଳ ବିକାଶ ମଞ୍ଚର ସମ୍ପାଦକ ଶିକ୍ଷାବିତ୍ ରାଜକୁମାର ବିଶ୍ୱାଳଙ୍କ ପୌରାହିତ୍ୟରେ ଅନୁଷ୍ଠିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକର ପ୍ରାକ୍ତନ ଅଧକ୍ଷ ମାନସ ରଞ୍ଜନ ସାମଲ, ପ୍ରେମାନନ୍ଦ ସୁତାର, କବି ସଚିତ୍ର କୁମାର ବେହୁରା, ପ୍ରାକ୍ତନ ସରପଞ୍ଚ […]
କେନ୍ଦ୍ରାପଡ଼ା, ୨୩ା୩: ଓଡିଶାରେ ନାରୀ ନିର୍ଯ୍ୟାତନା, ସ୍କୁଲ/କଲେଜର ଛାତ୍ରୀମାନଙ୍କୁ ଯୈାନ ଶୋଷଣ ଓ ନାରୀ ସୁରକ୍ଷା ଦିଗରେ ବିଜେପି ସରକାରଙ୍କ ଲଗାମହୀନ ଅବନ୍ନତି ବିରୋଧରେ ଠୋସ ପଦକ୍ଷେପ ଗ୍ରହଣ ଦାବିରେ ମାର୍ଚ୍ଚ ୨୭ତାରିଖରେ କଂଗ୍ରେସ ଦଳ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ଜିଲ୍ଲାରୁ ଅନ୍ୟୁନ ଦୁଇ ହଜାର କଂଗ୍ରେସ କର୍ମୀ ଯୋଗଦେବେ। ଏଥି ନିମନ୍ତେ କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା କଂଗ୍ରେସର ସଂଯୋଜକ ପ୍ରଫୁଲ୍ଲ […]
କେନ୍ଦ୍ରାପଡ଼ା, ୨୩ା୩: ବାଲି ମାଫିଆଙ୍କ ଠାରୁ ବାଲିଖାଦାନ ଚଳାଇବା ପାଇଁ ଟଙ୍କା ନେଉଥିବା ଭିଡିଓ ଭାଇରାଲ ହେବା ପରେ ଖଣି ଅଧିକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ରାଜ୍ୟ ସରକାରଙ୍କ ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ କେନ୍ଦ୍ରାପଡା ଖଣି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବନ ପରେଙ୍କ ମୁଖ୍ୟାଳୟ କନ୍ଧମାଳ ଜିଲାର ଫୁଲବାଣୀରେ ଥିବା ଖଣି ଉପନିର୍ଦେଶକଙ୍କ କାର୍ଯ୍ୟାଳୟକୁ ସ୍ଥିର କରାଯାଇଛି। ଖଣି ଉପନିର୍ଦେଶକଙ୍କ ଅନୁମତି ବିନା ମୁଖ୍ୟାଳୟ ଛାଡି […]
କେନ୍ଦ୍ରାପଡ଼ା, ୨୨ା୩: କେନ୍ଦ୍ରାପଡ଼ାରେ ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ କଂଗ୍ରେସ, ବିଜେଡି, ବିଜେପି, ଅନ୍ୟାନ୍ୟ ଦଳ ଓ ସଂଗଠନ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଶନିବାର ଅପରାହ୍ନରେ କେନ୍ଦ୍ରାପଡାସ୍ଥିତ ଜିଲା କଂଗ୍ରେସ ଭବନରେ ତାଙ୍କ ପାର୍ôଥବ ଶରୀର ପହଞ୍ଚିବା ପରେ ସେଠାରେ ପୂର୍ବରୁ ଉପସ୍ଥିତ ଥିବା ବିଭିନ୍ନ ଦଳ ଓ ସଂଗଠନର ନେତ୍ରୁବୃନ୍ଦ ମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ […]
ଜିଲ୍ଲା ସ୍ତରୀୟ ପ୍ରତିଭା ସମ୍ମାନ ୨୦୨୫ ପଟ୍ଟାମୁଣ୍ଡାଇ ୨୨/୩ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବାଇପାସ ଠାରେ ଜୀବନ ସୁରକ୍ଷା ସମିତି ଆନୁକୁଲ୍ୟରେ ଶୁକ୍ରବାର ଜିଲ୍ଲା ସ୍ତରୀୟ ପ୍ରତିଭା ସମ୍ମାନ ୨୦୨୫ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗାଳ୍ପିକ ପ୍ରଦୀପ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଡ.ପ୍ରତିଭା ମହାରଥୀ ଯୋଗ ଦେଇ ଉତ୍ସବକୁ ସମ୍ବୋଧିତ କରିଥିଲେ। ସେ ତାଙ୍କ ଅଭିଭାଷଣରେ ପ୍ରାଚୀନ ଭାରତୀୟ ଜ୍ଞାନ ପ୍ରଣାଳୀ, ଚିନ୍ତାଧାରା ଓ […]
ପଟ୍ଟାମୁଣ୍ଡାଇ ୨୨/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଡିଭାଇନ ପ୍ୟାଲେସ ଠାରେ ଦିବଙ୍ଗତା ଡା ସୁଚାରୁହାସିନୀ ପାତ୍ରଙ୍କ ଏକାଦଶାହ ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବରିଷ୍ଠ ନାଗରିକ ମଂଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ କିଶୋର ତ୍ରିପାଠୀ, ପୂର୍ବତନମନ୍ତ୍ରୀ ପଂଚାନନ କାନୁନଗୋ, ବିଜେବି କଲେଜ ପ୍ରଫେସର ନିତ୍ୟାନନ୍ଦ ସାହୁ,ରାଜନଗର ବିଧାୟକ ଧ୍ରୁବ ସାହୁ, ପୂର୍ବତନ ବିଧାୟକ ପ୍ରଭାତ […]
କେନ୍ଦ୍ରାପଡା,୨୧ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମ ୭ନଂ ୱାର୍ଡରେ ପ୍ରସ୍ତାବିତ ନୂତନ ଶ୍ମଶାନଗୃହ ନିର୍ମାଣ ସ୍ଥଳକୁ ସ୍ଥାନାନ୍ତର କିମ୍ବା ବାତିଲ କରିବାକୁ ଜିଲ୍ଲାପାଳଙ୍କୁ ଶତାଧିକ ଗ୍ରାମବାସୀ ଦାବିପତ୍ର ପ୍ରଦାନ କରିଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ ବର୍ତ୍ତମାନ ସେହି ଅଞ୍ଚଳରେ ଜନବସତି ହେବା ସହିତ ଏକ ମନ୍ଦିର ଓ ଗାଧୂଆ ତୁଠ ରହିଅଛି । ତେଣୁ ସେହି ଅଞ୍ଚଳରେ ଶ୍ମଶାନ କଲେ ସେହି ଅଞ୍ଚଳର ପିଲାମାନେ ସେହି […]
କେନ୍ଦ୍ରାପଡ଼ା,୨୧ା୩: କେନ୍ଦ୍ରାପଡା ଜିଲ୍ଲାର ଆଳି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ୬୭ ବୟସରେ ପରଲୋକ ହୋଇଯାଇଛି। ସେ କିଛି ଦିନ ଧରି ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶ୍ରୁକବାର ରାତି ୮ଟାରେ ତାଙ୍କର ଦେହାନ୍ତ ହୋଇଯାଇଛି । ତାଙ୍କ ମୃତ୍ୟୁ ଖବର ପାଇ କଂଗ୍ରେସର ବରିଷ୍ଠ ନେତା, ବିଜେପି ନେତା ଓ ମନ୍ତ୍ରୀ, ବିଜେଡି ନେତା ପ୍ରମୁଖ ହସପିଟାଲକୁ ଯାଇ ଶେଷ […]
ପଟ୍ଟାମୁଣ୍ଡାଇ ୨୧/୩ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ପଂଚାୟତ ବିଷ୍ଣୁପୁର ଗ୍ରାମର ନବନିର୍ମିତ ପ୍ରବେଶ ଦ୍ୱାର ତୋରଣ ଶୁକ୍ରବାର ଉଦଘାଟିତ ହୋଇଯାଇଛି। ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟଅତିଥି, ପଟ୍ଟାମୁଣ୍ଡାଇ ଭାରାପ୍ରାପ୍ତ ବିଡିଓ ଅଶୋକ ମହାନ୍ତି, ଅଣ୍ଢରା ସରପଂଚ କଳ୍ପନା ଜେନା,ପୂର୍ବତନ ସରପଂଚ ବସନ୍ତ ସ୍ୱାଇଁ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ସୁସଜ୍ଜିତ ପ୍ରବେଶ ଦ୍ୱାର ତୋରଣ ଗାଁର ଶୋଭା ବୃଦ୍ଧି କରିବା […]
କେନ୍ଦ୍ରାପଡା,୨୧ା୩: ଆଜି ବାରୁଅ ଗ୍ରାମରେ ଥିବା ଶିଶୁ ଅନନ୍ତ ଆଶ୍ରମରେ ପରିବେଶ, ଗଣତନ୍ତ୍ର ଓ ଧର୍ମ ସମ୍ପର୍କରେ ଅୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ପୂଜ୍ୟ ପୂଜକ ବାବା ବଳିଆ ଯୋଗ ଦେଇଥିଲେ । ପୂଜ୍ୟ ପୂଜକ ବାବା ବଳିଆ ନିଜ ଅଭିଭାଷଣରେ ସତସଙ୍ଗର ମହତ୍ୱ ସମ୍ବନ୍ଧରେ ଉଲ୍ଲେଖ କରିବା ସହିତ ଯୁବକମାନେ ନିଶାଦ୍ରବ୍ୟ ପରିତ୍ୟାଗ କରିବା ନିମନ୍ତେ ଆହ୍ୱାନ ଦେଇଥିଲେ । ଅଧୁନା ବୃଦ୍ଧ ପିତାମାତା ସବୁଠୁ ଅଧିକ […]
କେନ୍ଦ୍ରାପଡ଼ା, ୨୧ା୩: ସ୍ୱାଧୀନୋତ୍ତର ଓଡିଶା ରାଜନୀତିରେ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଜଣେ ପରିପୂର୍ଣ୍ଣ ପ୍ରେରଣାଦାୟୀ ସଫଳ ବ୍ୟକ୍ତିତ୍ୱ। ଅନୁଗୁଳ ଗଡ଼ଜାତ ଖମାର ଅଞ୍ଚଳର ଏକ କୃଷକ ପରିବାରରେ ଜନ୍ମ ହୋଇ ଚିକିତ୍ସା ସେବାକୁ ଜୀବନର ବୃତ୍ତି ଭାବେ ଗ୍ରହଣ କରିଥିବା ଡାକ୍ତର ଦେବେନ୍ଦ୍ର ପ୍ରଧାନ। ପରବର୍ତ୍ତୀ ସମୟରେ ବିଜେପିର ବ୍ଲକ୍ ସଭାପତି ସ୍ତରରୁ ରାଜନୈତିକ ଜୀବନ ଆରମ୍ଭ କରି ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ଉପସଭାପତି ଭଳି ସାଙ୍ଗଠନିକ ଦାୟିତ୍ୱ […]
କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ୬୬ ବର୍ଷ ହୋଇଥିଲା । ସେ ତୃଣମୂଳ ସ୍ତରରେ ଜଣେ ଭଲ ସଂଗଠକ ଥିଲେ। ସେ କଂଗ୍ରେସ ଟିକେଟ୍ରେ ୨୦୧୪ ନିର୍ବାଚିତ ହୋଇଥିଲେ।