Year: 2025

ଛୁଆଳିଆ ପୀଠରେ ଶିକ୍ଷା ବିଭାଗ ଜିଲ୍ଲାସ୍ତରୀୟ ବନ୍ଧୁମିଳନ ସମ୍ପର୍କ -୨୦୨୫

ପଟ୍ଟାମୁଣ୍ଡାଇ ତା ୬/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମା ଛୁଆଳିଆ ପୀଠ ଠାରେ ଆଳି ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବନ୍ଧୁମିଳନ ଉତ୍ସବ 'ସମ୍ପର୍କ"-୨୦୨୫ ଅନୁଷ୍ଠିତ...

ଚୂଡ଼ାନ୍ତ ଭୋଟର ତାଲିକା-୨୦୨୫ପ୍ରକାଶିତ

କେନ୍ଦ୍ରାପଡା, ୬ା୧: ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ନିର୍ଭୁଲ ଓ ଶୁଦ୍ଧ ଭୋଟର ତାଲିକାର ଆବଶ୍ୟକତା ରହିଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ...

ଗାୟତ୍ରୀ ଜ୍ୟୋତି କଳସ ରଥ ପରିକ୍ରମା

ପଟ୍ଟାମୁଣ୍ଡାଇ ତା ୬/୧-କେନ୍ଦ୍ରାପଡ଼ା ଜିଲ୍ଲା ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ପକ୍ଷରୁ ଜ୍ୟୋତି କଳସ ରଥ ପଟ୍ଟାମୁଣ୍ଡାଇ ସହର ପରିକ୍ରମା କରିଛି । ବେଲତଳ ଗୁଲ ନଗର...

କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡା, ୬ା୧: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ନ ଗୋଟାଏ...

୨ୟ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତି ବୈଠକ

କେନ୍ଦ୍ରାପଡ଼ା, ୬ା୧ : କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ସୋମବାର ଅପରାହ୍ନରେ ଜିଲ୍ଲାପାଳ ସ୍ମତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ ସମିତିର...

କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍‌ଘାଟିତ

କେନ୍ଦ୍ରାପଡା,୬ା୧: କେନ୍ଦ୍ରାପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ୮ ଦିନିଆ ଆତ୍ମ ସୁରକ୍ଷା କୌଶଳ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ପ୍ରଫେସର ଅଶୋକ...

ନବାଙ୍କ ବେଢା ଭଜନ ଓ ନୃତ୍ୟ ସମାରୋହ ପ୍ରସ୍ତୁତି

କେନ୍ଦ୍ରାପଡା,୬ା୧: ଶ୍ରୀଜଗନ୍ନାଥଙ୍କ ଅନନ୍ୟ ସଂସ୍କୃତି ଓ ପରମ୍ପରା ଅନୁସାରେ ମକର ସଂକ୍ରାନ୍ତିର ପୂର୍ବ ଦିବସକୁ ନବାଙ୍କ ବେଢା କୁହାଯାଏ । ଏହି ଦିନ ଶ୍ରୀକ୍ଷେତ୍ର ସମେତ ବିଭିନ୍ନ...

ଡକ୍ଟରେଟ୍ ଉପାଧି ପାଇଲେ ତ୍ରିଲୋଚନ ବରାଳ

କେନ୍ଦ୍ରାପଡା,୬ା୧: କେନ୍ଦ୍ରାପଡା ଜିଲ୍ଲା ଆୟବା ଗ୍ରାମର ସ୍ୱର୍ଗତ ପୁରୁଷୋତ୍ତମ ବରାଳ ଓ ପଦ୍ମାବତୀ ବରାଳଙ୍କ ସୁପୁତ୍ର ତ୍ରିଲୋଚନ ବରାଳଙ୍କୁ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି । ଗତ...

ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍‌ଘାଟିତ , ବହିର ଉତ୍ସବ ହେଉଛି ପୁସ୍ତକ ମେଳା

କେନ୍ଦ୍ରାପଡା, ୬ା୧- କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ମହିପାଳ ସ୍ଥିତ ଟେଲିକମ ପଡିଆରେ ଉଦ୍‌ଘାଟିତ ହୋଇଯାଇଛି । କେମ୍‌ର ସଭାପତି...

ପୋଲିସର ନାକାବନ୍ଦି ଗାଡିଯାଞ୍ଚ

କେନ୍ଦ୍ରାପଡ଼ା, ୫ା୧: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ପକ୍ଷରୁ ସହରର ବିଭିନ୍ନ ଛକ ସ୍ଥାନ ଗୁଡିକରେ ନାକାବନ୍ଦି କରାଯାଇ ଗାଡି ଯାଞ୍ଚ କରାଯିବା ସହ ବିଭିନ୍ନ ହୋଟେଲ...

ପ୍ରବୀଣ ରାଜନୈତିକ ମାୟାଧର ତ୍ରିପାଠୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ୫/୧ -ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ବିଶିଷ୍ଟ ସମାଜିକକର୍ମୀ , ସଂଗଠକ, ବହୁ ପ୍ରତିଷ୍ଠାନର ପ୍ରତିଷ୍ଠାତା, ବଳିଷ୍ଠ କର୍ମକାଣ୍ଡ ତତ୍ୱବିତ, ପ୍ରବୀଣ ରାଜନୈତିକ ମାୟାଧର ତ୍ରିପାଠୀଙ୍କ ଦ୍ୱାଦଶ...

ସମାଜସେବୀ ଉମେଶ ଜେନାଙ୍କ ପରଲୋକ

ପଟ୍ଟାମୁଣ୍ଡାଇ ତା ୫/୧-ପଟ୍ଟାମୁଣ୍ଡାଇ ଅଂଚଳର ଯୁବସମାଜସେବୀ କଖାରୁଣୀ ଗ୍ରାମର ଉମେଶ ଜେନାଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳେକୁ ତାଙ୍କୁ ୬୦ବର୍ଷ ବୟସ ହୋଇଥିଲା । ଦୀର୍ଘ ୧୫ବର୍ଷ...

ଜିଲ୍ଲା ସାହିତ୍ୟ ପରିଷଦର ସାରସ୍ୱତ ସମାରୋହ , ସାହିତ୍ୟ ନାଗରିକ ସମାଜର ନେତୃତ୍ୱ ନେବା ଆବଶ୍ୟକ

କେନ୍ଦ୍ରାପଡ଼ା,୫ା୧: ବ୍ୟକ୍ତିର ସମ୍ପର୍କ ପରିବାରଠୁ ନାଗରିକ ସମାଜ ଯାଏ ପରିବ୍ୟାପ୍ତ ହେବା ଉଚିତ। ମାତ୍ର ସାଂପ୍ରତିକ ସମୟରେ ବ୍ୟକ୍ତି ଓ ସମୂହର ସମ୍ପର୍କ କ୍ରମଶଃ ଛିନ୍ନ ହେବାରେ...

ସିପିଆଇର ପରିବର୍ଦ୍ଧିତ ଜିଲ୍ଲା କମିଟି ବୈଠକ

କେନ୍ଦ୍ରାପଡା, ୫ା୧: ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପରିବର୍ଦ୍ଧିତ ଜିଲ୍ଲା କମିଟି ବୈଠକ ଗୋପଛକଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପାର୍ଟିର ରାଜ୍ୟ ସଂପାଦକ ଆଶିଷ କାନୁନ୍‌ଗୋ ମୁଖ୍ୟ ଅତିଥି...

ବିନୋଦବିହାରୀ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୫/୧-କେନ୍ଦ୍ରାପଡ଼ା ସହର ସର୍ବ ପୁରାତନ ପ୍ରସିଦ୍ଧ ଶ୍ରୀ ଶ୍ରୀ ବିନୋଦ ବିହାରୀଜୀଉଙ୍କ ମନ୍ଦିର ଗତ ୬ମାସ ତଳେ ବଜ୍ରାଘାତରେ କ୍ଷତିଗ୍ରସ୍ତ ହେବା ପରେ ଏହି ମନ୍ଦିରର ସୁରକ୍ଷା...

ଚାଷୀ ପ୍ରତିନିଧିଙ୍କ ସହ ପ୍ରଶାସନର ଦ୍ୱିପାକ୍ଷିକ ଆଲୋଚନା

କେନ୍ଦ୍ରାପଡ଼ା,୫ା୧: କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପ୍ରସ୍ତାବିତ ଇସ୍ପାତ କାରଖାନା ପାଇଁ ପ୍ରଶାସନ ଜମି ଅଧିଗ୍ରହଣ ନିମନ୍ତେ ବିଜ୍ଞାପନ ଜାରି କରିବାପରେ ଜମି ହରାଉଥିବା ଚାଷୀମାନଙ୍କ...

ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ରାଜ୍ୟ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୫/୧-ପଟ୍ଟାମୁଣ୍ଡାଇ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ "୨୦୩୬ସୁଦ୍ଧା ଓଡିଶା ଏକ ବିକଶିତ ରାଜ୍ୟ ହେବାର ସମ୍ଭାବନା" ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ...

ଦ୍ୱାବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ୪/୧-କେନ୍ଦ୍ରାପଡା ଇଭେଣ୍ଟମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ ଏକବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଶେଷ ପ୍ରସ୍ତୁତି ବୈଠକ ଉପଦେଷ୍ଠା ଡଃ ବିରଜା ରାଉତରାୟଙ୍କ ନିର୍ଦ୍ଦେଶରେ ମହୀପାଳ ସ୍ଥିତ ଟେଲିକମ...

ବିଶ୍ୱ ବ୍ରେଲୀ ଦିବସ ପାଳିତ

କେନ୍ଦ୍ରାପଡ଼ା, ୪ା୧: କେନ୍ଦ୍ରାପଡ଼ା ପୌରସଂସ୍ଥା ଦୃଷ୍ଟିବାଧିତ ବିଦ୍ୟାଳୟ ପରିସରରେ ବିଶ୍ୱ ବ୍ରେଲୀ ଦିବସ ଓ ବ୍ରେଲୀ ଲିପିର ଜନକ ମହାତ୍ମା ଲୁଇସ୍ ବ୍ରେଲ୍‌ଙ୍କ ୨୧୬ତମ ଜୟନ୍ତୀ ଶନିବାର...

ଏମଏନ ହାଇସ୍କୁଲରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୪/୧-ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ସ୍କାଉଟ , ଗାଇଡ଼ ଓ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ...

ଜଳ ପରିଚାଳନା ନିଷ୍କାସନରେ ବାଧା, ଉଜୁଡି ଗଲା ୭ ହଜାର ହେକ୍ଟର ଚାଷ ଜମି , ପୋତି ହୋଇଗଲାଣି ବ୍ରୀଟିସ ଅମଳର ଜଳନିଷ୍କାସନ ପଥ, ନୟନଜୋରି ଜବରଦଖଲ

ପଟ୍ଟାମୁଣ୍ଡାଇ ୨/୧ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଚାଷୀର ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡି ଦେଇଛି । ବର୍ଷା ଛାଡି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି...

ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୩/୧-ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ଏମଏନ ହାଇସ୍କୁଲ ଏନସିସି କ୍ୟାଡ଼େଟଙ୍କ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସବଡିଭିଜନ ହସ୍ପିଟାଲ...

ପଟ୍ଟାମୁଣ୍ଡାଇରେ ଗଡ଼ମେକର ଶିଶିର ଉତ୍ସବ-୨୦୨୫

ପଟ୍ଟାମୁଣ୍ଡାଇ ତା ୩/୧-ଓଡିଶାର ସର୍ବବୃହତ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ ସାଂସ୍କୃତିକ ସଂଗଠନ (ଗଡ଼ମେକର)ର ୧୮ତମ ଶିଶିର ଉତ୍ସବ ଓ ୩୮ତମ ବାର୍ଷିକ ଉତ୍ସବ ଅବସରରେ...

ମୂର୍ଚ୍ଛନା ଓ ଓଡିଶା କଲଚର ଆର୍ଟ ଏକାଡେମୀ ପକ୍ଷରୁ ଶ୍ରୀକ୍ଷେତ୍ର ମହୋତ୍ସବ ଅନୁଷ୍ଠିତ

କେନ୍ଦ୍ରାପଡା ୩/୦୧- କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡିଶା କଲଚର ଆର୍ଟ ଏକାଡେମୀ ପକ୍ଷରୁ ଅନ୍ନପୁର୍ଣ୍ଣା ଥୁଏଟର ପୁରୀଠାରେ ଜାତୀର ସ୍ତରୀୟ ଶ୍ରୀକ୍ଷେତ୍ର...