ଜିଲ୍ଲାସ୍ତରୀୟ ସିନିୟର ଆନ୍ତଃକ୍ଲବ କ୍ରକେଟ୍ ଟୁର୍ଣ୍ଣାମେଣ୍ଟ ସୁପର ଲିଗ୍ ମ୍ୟାଚ୍‌ରେ ଗୋପବନ୍ଧୁ କ୍ରିକେଟ କ୍ଲବ ବିଜୟୀ

କେନ୍ଦ୍ରାପଡ଼ା,୩ା୧: କେନ୍ଦ୍ରାପଡା ଜିଲ୍ଲା କ୍ରିକେଟ୍ ଆସୋସିଏସନ ଏବଂ ଓସିଏର ମିଳିତ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଆୟୋଜିତ ଜିଲାସ୍ତରୀୟ ଆନ୍ତଃ କ୍ଲବ ସୁପର ଲିଗ୍ ତ୍ରୟୋଦଶ ମ୍ୟାଚ୍‌ରେ ଗୋପବନ୍ଧୁ କ୍ରିକେଟ କ୍ଲବ ବିଜୟୀ ହୋଇଛି। ଶୁକ୍ରବାର ଦିନ ଆଳି କ୍ରିକେଟ ଓ…

ଜାତୀୟ ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ସଚେତନତା ରଥର ଶୁଭାରମ୍ଭ

କେନ୍ଦ୍ରାପଡ଼ା,୨ା୧: ଜାନୁୟାରୀ ୧ ତାରିଖରୁ ୩୧ତାରିଖ ପର୍ଯ୍ୟନ୍ତ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଏକ ସଚେତନତା ରଥ ଜିଲ୍ଲା ପରିକ୍ରମା କରିବାର ବ୍ୟବସ୍ଥା କରାଯାଇଛି । ଗୁରୁବାର ସକାଳ ସାଢେ ୧୦ଟା ବେଳେ…

ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ , ଜଳର ସୁପରିଚାଳନା ଓ ଆବଣ୍ଟନ ହୋଇପାରିଲେ ଜଳ ସମସ୍ୟା ଜନିତ ଅସୁବିଧା ରହିବ ନାହିଁ।

କେନ୍ଦ୍ରାପଡ଼ା,୨ା୧: ରାଜ୍ୟ ସରକାର କୃଷି ତଥା କୃଷକମାନଙ୍କ ଉନ୍ନତି ଓ କ୍ରମବର୍ଦ୍ଧିଷ୍ଣୁ ଜନସମୁଦାୟର ଖାଦ୍ୟ ସୁରକ୍ଷା ନିମନ୍ତେ ଜଳ ସୁରକ୍ଷାର ବିକାଶ ଓ ସଫଳ ପରିଚାଳନା ନିମନ୍ତେ ଗୁରୁତ୍ୱାରୋପ କରୁଛନ୍ତି ବୋଲି ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷପାଳନ ଉପଲକ୍ଷେ ଜଣ୍ଟିଲୋ ଡାକବଙ୍ଗଳା…

ବକେୟା ଅର୍ଥକୁ ନେଇ ଗାଡିମାଲିକଙ୍କୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡା, ୧ା୧: ଗାଡି ଭଡା ବାବଦ ବକେୟା ଅର୍ଥ ଅଦାୟକୁ ନେଇ ଜଣେ ଗାଡି ମାଲିକଙ୍କୁ ହତ୍ୟା କରାଯାଇଥିବା କେନ୍ଦ୍ରାପଡା ସଦର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ବିରସ୍ୱତୀ ଗ୍ରାମର ନରହରି…

ବଡ଼ପଡା ପଂଚାୟତ ସରପଞ୍ଚ ଉପନିର୍ବାଚନ : ୪ପ୍ରାର୍ଥୀପତ୍ର ଦାଖଲ

ପଟ୍ଟାମୁଣ୍ଡାଇ ତା ୧/୧-ପଟ୍ଟାମୁଣ୍ଡାଇ ବ୍ଲକର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ପଂଚାୟତ ଭାବେ ବଡ଼ପଡା ପଂଚାୟତ ପରିଚିତ । ବଡପଡା ସରପଞ୍ଚ ସୌଦାମିନୀ ସେଠୀଙ୍କ ବିୟୋଗ ଯୋଗୁ ପ୍ରାୟ ଦେଢ଼ ବର୍ଷ ପରେ ପଂଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ରାଜନୈତିକ ସ୍ପର୍ଶକାତର…

କେନ୍ଦ୍ରାପଡ଼ା ତୁଳସୀକ୍ଷେତ୍ରରେ ବିଶ୍ୱ ପ୍ରାର୍ଥନା ଦିବସ ପାଳିତ

କେନ୍ଦ୍ରାପଡ଼ା,୧ା୧: ବିଶ୍ୱଶାନ୍ତି ପ୍ରାର୍ଥନା ଦିବସର ମୁଖ୍ୟ କେନ୍ଦ୍ର ପୁରାଣ ପ୍ରସିଦ୍ଧ ତୁଳସୀ କ୍ଷେତ୍ର। ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପରିସରରେ ଜାନୁଆରୀ ୧ ତାରିଖ ଦିନ କେନ୍ଦ୍ରାପଡ଼ା ଦିବ୍ୟଜୀବନସଂଘ ପକ୍ଷରୁ ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଷ୍ଟାଫ କମିଟି ପକ୍ଷରୁ ରକ୍ତଦାନ ଶିବିର

କେନ୍ଦ୍ରାପଡ଼ା,୧ା୧: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଷ୍ଟାଫ୍ କମିଟି ପକ୍ଷରୁ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଇଂରାଜୀ ନବବର୍ଷ ଉପଲକ୍ଷେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା କାର୍ଯ୍ୟାଳୟ ଷ୍ଟାଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଆରମ୍ଭ ହୋଇଥିଲା ଏକ ନିଆରା…

ସତ କହିବାକୁ କିଆଁ ଡରିବି :: ୨୦୨୫ କେବଳ ଏକ ନବବର୍ଷ ନୁହେଁ, ଏହା ଏକ ନୂତନ ଦଶନ୍ଧିର ଶୁଭାରମ୍ଭ

ପିଲାବେଳେ ଶୁଣିଥିଲୁ “ସତ କହିବାକୁ କିଆଁ ଡରିବି, ସତ କହି ପଛେ ମଲେ ମରିବି । ହେଲେ ଭାରତରେ ଏବେ ଏହିଭଳି ପଦ ଗାଇବାକୁ କ୍ୱଚିତ୍ ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହାର ଦୃଷ୍ଟାନ୍ତ ସରକାରୀ ତଥ୍ୟ ଓ ଉଚ୍ଚ…