କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘର ସଦସ୍ୟ ଆଇନଜବୀ ରଞ୍ଜନ କୁମାର ସାମଲ(୫୨)ଙ୍କର ବୁଧବାର ମଧ୍ୟରାତ୍ରିରେ କୁହୁଡିସ୍ଥିତ ବାସଭବନରେ ଅକାଳ ବିୟୋଗ ହୋଇଯାଇଛି । ଗତକାଲି ମଧ୍ୟରାତ୍ରିରେ ତାଙ୍କ ଯନ୍ତ୍ରଣା ଅନୁଭବ କରିବାରୁ ଇଚ୍ଛାପୁରସ୍ଥିତ ସରକାରୀ ଚିକିତ୍ସାଳୟକୁ ଆସିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତାଙ୍କର ପରଲୋକ ଖବର ପାଇ ବହୁ ଆଇନଜୀବୀ ଚିକିତ୍ସାଳୟରେ ପହଁଞ୍ଚିଥିଲେ । ଆଜି ଦିନରେ ଶବ ବ୍ୟବଚ୍ଛେଦ ପରେ […]
Year: 2025
କେନ୍ଦ୍ରାପଡ଼ା,୧୩ା୩: ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ତିନି ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସରକାରଙ୍କ ବିଭିନ୍ନ ବିଭାଗରୁ ଛଟେଇ ହୋଇଥିବା ସମସ୍ତ ସରକାରୀ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ ପୁନଃ ନିଯୁକ୍ତି ଦିଆଯିବା, ଛଟେଇ ବନ୍ଦ କରାଯିବା, ଚାକିରୀ ସୁରକ୍ଷା ପ୍ରଦାନ, ଗୃହ ବିଭାଗର ପତ୍ରସଂଖ୍ୟା- ୨୩୫୮୨ ତା ୧୩.୦୭.୨୦୨୨କୁ ପ୍ରତ୍ୟାହାର କରାଯିବା, ସେବା ପ୍ରଦାନକାରୀ […]
କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଥିବା ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନଙ୍କୁ ଉଦ୍ୟୋଗତା ରୂପେ ଆତ୍ମ ନିର୍ଭରଶୀଳ ହେବା ନିମନ୍ତେ ଏକ ଦଶ ଦିନିଆ ତାଲିମ ପ୍ରଦାନ କାର୍ଯ୍ୟକ୍ରମ […]
କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୮ଟି ବିମାନରେ ରାଧାଗୋବିନ୍ଦଜୀଉ ଆସି ବଡକୋଠା ଠାରେ ଏକାଠି ହୋଇ ଭୋଗ ଖାଇଥିଲେ । ପ୍ରଥମେ କାକଟର ରାଧାଗୋବିନ୍ଦଜୀଉ ପୂର୍ବାହ୍ନ ୧୦ଟା ବେଳେ ଆସି ଦୋଳବେଦୀ ଉପରେ ବସିଥିଲେ । ଏହାପରେ ଇଚ୍ଛାପୁରର ରଘୁନାଥଜୀଉ, ଗଣାମାହାଲର ବିନୋଦବିହାରୀଜୀଉ, ବଣିଆମାଳର ତ୍ରିପାଠୀ ସାହି […]
କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଉପଭୋକ୍ତା ସୁରକ୍ଷା ଅଧିନିୟମ, ଉପଭୋକ୍ତା ଅଧିକାର, କର୍ତ୍ତବ୍ୟ ଓ ଦାୟିତ୍ୱ ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରିବା ଏହି ଅଭିଯାନର ମୂଳ ଉଦେଶ୍ୟ ଥିଲା। ଛାତ୍ରଛାତ୍ରୀମାନେ ଉପଭୋକ୍ତା ସଚେତନତାକୁ ନେଇ ଗ୍ରାମବାସୀଙ୍କ ସମ୍ମୁଖରେ ଏକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ। ଗ୍ରାମବାସୀମାନେ ଏହି ଅଭିଯାନକୁ ସ୍ୱାଗତ କରିବା ସହ ଛାତ୍ରଛାତ୍ରୀମାନଙ୍କ ଉଦ୍ୟମକୁ ପ୍ରସଂଶା […]
ପଟ୍ଟାମୁଣ୍ଡାଇ ତା୧୦/୩-ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା’ ଛୁଆଳିଆ ପୀଠ ମଣ୍ଡପରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟରର ଆନୁକୂଲ୍ୟରେ ମିଳିତ ସମ୍ବର୍ଦ୍ଧନା ସଭା ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ପ୍ରାକ୍ତନ ଶିକ୍ଷା ଅନୁନିରୀକ୍ଷକ ବିଜୟ କୁମାର ଜେନାଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ ରାଜ୍ୟ ମାଧ୍ୟମିକ ଶିକ୍ଷା […]
ପଟ୍ଟାମୁଣ୍ଡାଇ ତା ୧୦/୩- କେନ୍ଦ୍ରାପଡ଼ା ଜିଲ୍ଲା ସାମ୍ବାଦିକ ୟୁନିୟନ ଉପସଭାପତି ତଥା ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଲୋକନାଥପୁର ମା ଛୁଆଳିଆ ପୀଠରେ ଆୟୋଜିତ ପ୍ରତିଭା ସମ୍ମାନ ଉତ୍ସବରେ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦେଶକ ହିମାଂଶୁ ଭୂଷଣ ଓଝା ମୁଖ୍ୟଅତିଥି ଭାବେ ଯୋଗ ଦେଇ ସାମ୍ବାଦିକତା କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ବରିଷ୍ଠ ସାମ୍ବାଦିକ ଶ୍ରୀସାହୁଙ୍କୁ ମାନପତ୍ର […]
ପଟ୍ଟାମୁଣ୍ଡାଇ ତା ୧୦/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡ଼ିଅଣ୍ଟା ପଂଚାୟତ ମିଶନଶକ୍ତି ମହିଳାମାନେ ଗତ ୨୦୨୪ ଜୁନ ମାସ ଠାରୁ ଶାଢ଼ୀ ବାବଦ ଆସିଥିବା ସରକାରୀ ଅର୍ଥ ପ୍ରଦାନ କରାଯାଇନାହିଁ । ବ୍ଲକ କତୃପକ୍ଷଙ୍କ ନିକଟରେ ବାରମ୍ବାର ଦାବୀ ପରେ ଶାଢ଼ୀ ବାବଦ ଅର୍ଥ ନମିଳିବାରୁ ଆଜି ଖଡ଼ିଅଣ୍ଟା ପଂଚାୟତ ମିଶନଶକ୍ତି ମହିଳା ସୁଚିତ୍ରା ରାଉତ, ପ୍ରମିଳା ବିଶ୍ୱାଳ, ମିନତୀ ଦାଶ, ବିଭାଷିନୀ ସାମଲ, ଶାନ୍ତିଲତା ଦାଶ, ସଂଯୁକ୍ତା ସାମଲ, […]
କେନ୍ଦ୍ରାପଡା ୧୦/୩- ବନ୍ଧୁତ ଅନେକ ବନ୍ଧୁତାର ସଂଜ୍ଞାତ ଅନେକ ହେଲେ ଏ ବନ୍ଧୁତା ସ୍ୱତନ୍ତ୍ର ଅଲଗା। ମାର୍ଚ୍ଚ ୯ତାରଖ ଦୋଳ ଦଶମୀ ତିଥି ରବିବାର ଦିନ ଏକତ୍ରିତ ହେଲେ ଗୋପଛକ ସ୍ଥିତି କମଲ ଭବନରେ। ବଳଦେବ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା ମେଟ୍ରିକ ବ୍ୟାଚ୍ର ଛାତ୍ରଛାତ୍ରୀ ମାନେ। ଅଭୁଲା ସ୍ମୃତିକୁ ମନେପକାଇ ସଭିଏଁ କହିଚାଲିଥିଲେ ସେଦିନର ସ୍କୁଲର ଘଟି ଜାଇଥିବା କଥା କେତେ ଭଲ ଥିଲା ଆମ ସ୍କୁଲ ଏବଂ […]
କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର ୨୨ତମ ବାର୍ଷିକ ଉତ୍ସବ ଓ ୪ର୍ଥ ପାୟଲ ମ୍ୟୁଜିକ୍ ଗ୍ରାମୀଣ ମହୋତ୍ସବ ଦୁଇ ଦିନ ଧରି ଇନ୍ଦୁପୁର ପାୟଲ ମ୍ୟୁଜିକ୍ ସ୍କୁଲ ପରିସରରେ ନୀଳମାଧବ ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା […]
କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଗ୍ରାମର ଗଣକବି ଗୋପାଳ ଦାଶ ସ୍ମୃତି ସଂସଦ ଆନୁକୂଲ୍ୟରେ ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ଏକ ସ୍ମୃତିସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି କେଶବ ଚନ୍ଦ୍ର ବିଶ୍ୱାଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ସ୍ମୃତିସଭାରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ଆଦର୍ଶ ଶିକ୍ଷକ ତଥା ଗଣକବି ଗୋପାଳ ଦାଶ ସ୍ମୃତି ସଂସଦର ଆଜୀବନ ସଭାପତି ସ୍ୱର୍ଗତ ବିଶ୍ୱାଳଙ୍କ ସ୍ମୃତିଚାରଣ […]
ପଟ୍ଟାମୁଣ୍ଡାଇ ତା ୯/୩- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ନପଙ୍ଗ ଠାରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି । ଏହି ଉପଲକ୍ଷେ ବଡ଼ମୂଳବସନ୍ତ ସରପଞ୍ଚ ସନ୍ତୋଷ ସେଠୀଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହି ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଗ୍ରାମାଞ୍ଚଳ ଲୋକମାନଙ୍କୁ ବିଶୁଦ୍ଧ […]
ପଟ୍ଟାମୁଣ୍ଡାଇ ତା ୯/୩- ଭାରତବର୍ଷ କୁ ସବୁ ଦୃଷ୍ଟିରୁ ସୁରକ୍ଷିତ ରଖିବା ଓ ଅପରାଧମୁକ୍ତ ରାଷ୍ଟ୍ର ଗଠନ କରିବା ପାଇଁ କେନ୍ଦ୍ର ସରକାର ନୂତନ ଅପରାଧୀକ ଆଇନ ପ୍ରଣୟନ କରିବା ସହିତ ଏହାକୁ ସଫଳତାର ସହିତ କାର୍ଯ୍ୟକାରୀ କରିବା ପାଇଁ ସବୁ ରାଜ୍ୟକୁ ନିର୍ଦେଶ ଦେଇଛନ୍ତି । ଓଡିଶା ସରକାର ଏହି ନୂତନ ଅପରାଧୀକ ଆଇନ ଲାଗୁ କରିବା ସହିତ ଏ ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ନିର୍ଦେଶ […]
କେନ୍ଦ୍ରାପଡା -ତା ୭.୩.୨୦୨୫. କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପୁରାତନ ଶିକ୍ଷାନୁଷ୍ଠାନ ମହାଵୀର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ନିକିରାଇ ୧୯୭୭ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ର ଏକ ନିଆରା ପରମ୍ପରା ରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ନିକିରାଇ କଲେଜ ଛକ ସେଡୁଆ ମହାପୁରୁଷ ପୀଠରେ ଏକ ବନ୍ଧୁ ମିଳନ ଆନୁଷ୍ଠିତ ହୋଇଯାଇଅଛ । ଏହି ଉପଲକ୍ଷେ ଆୟୋଜିତ ସଭାରେ ଉକ୍ତ ବ୍ୟାଚର ପୁରାତନ ଛାତ୍ର ଉପେନ୍ଦ୍ର […]
କେନ୍ଦ୍ରାପଡା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସରେ ପୁନର୍ବାସ ପକ୍ଷରୁ ତୃଣମୂଳ ସ୍ତରରେ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟକରୁଥିବା କର୍ମଜୀବୀ ମହିଳାମାନଙ୍କୁ ସମ୍ୱର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ପୁନର୍ବାସର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ “ସଶକ୍ତ ମହିଳା ସଶକ୍ତ ବିଶ୍ୱ’ ଶୀର୍ଷକ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡ଼ା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ତଥା ବରିଷ୍ଠ ବିଚାରପତି ସୁମିତ୍ରା ସାହୁ ଯୋଗ ଦେଇ ଏକ […]
କେନ୍ଦ୍ରାପଡ଼ା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଜୁ ଜନତାଦଳ କେନ୍ଦ୍ରାପଡା ତରଫରୁ ଏକ ବିଶାଳ ମହିଳା ସମାବେଶ କେନ୍ଦ୍ରାପଡା ସହରର ଟାଉନହଲ ଠାରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ବକ୍ତବ୍ୟ ରଖି କହିଥିଲେ ଯେ ୧୯୭୭ ଠାରୁ ଜାତିସଂଘ ଦ୍ୱାରା ଘୋସିତ ଏହି ଦିବସ ବିଶ୍ୱରେ ପାଳିତ ହେଉଛି । ଚଳିତ ବର୍ଷ ଏହି ଦିବସର ସ୍ଲଗାନ ହେଉଛି “ସମସ୍ତ […]
କେନ୍ଦ୍ରାପଡ଼ା,୮ା୩: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଉଦୟବଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସର୍ବେଶ୍ୱର ସ୍ୱାଇଁ(୫୩)ଙ୍କର ଦେହାନ୍ତ ହୋଇଯାଇଛି । ସେ ଗତ ୬ମାସ ହେବ କର୍କଟ ରୋଗରେ ପୀଡିତ ଥିଲେ । ଜନ୍ମସ୍ଥାନ ମାର୍ଶାଘାଇ ଅନ୍ତର୍ଗତ ଗିରଙ୍ଗ ଗ୍ରାମ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହୋଇଥିଲା । ଶ୍ରୀ ସ୍ୱାଇଁ ୨୦୦୮ ମସିହାରୁ ଶିକ୍ଷକତା କରି ସ୍ଥାନୀୟ ଅଞ୍ଚଳରେ ଖ୍ୟାତି ଅର୍ଜନ କରିଥିଲେ । ତାଙ୍କର ବଡପୁଅ ମୁଖାଗ୍ନି ଦେଇଥିଲେ । […]
କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତତ୍ସହିତ ତାଲୁକ୍ ସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର କୋର୍ଟ ପରିସରରେ ମଧ୍ୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲରେ ୧୮୧ଟି ଏନ୍.ଆର୍. ମାମଲା୍ ପଞ୍ଜିକୃତ ହୋଇଥିଲା । ସେଥିମଧ୍ୟରୁ ୩୪ଟି ମାମଲା ସମାଧାନ ହୋଇ ୧,୭୯,୧୯୫ ଟଙ୍କା ଜୋରିମାନା ଆଦାୟ ହୋଇଥିଲା । ଟଙ୍କା […]
କେନ୍ଦ୍ରାପଡା,୭ା୩: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍ଚର ଏକାଡେମୀର ପ୍ରତିଷ୍ଠାତା ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପ୍ରକୃତି ସୁରକ୍ଷା ବିଷୟ ବସ୍ତୁକୁ ନେଇ କାନ୍ଭାସରେ ଅଙ୍କିତ ଚିତ୍ର ଦିଲ୍ଲୀସ୍ଥିତ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ଜାତୀୟ ଲଳିତ କଳା ଏକାଡେମୀ ଦ୍ୱାରା ବାର୍ଷିକ ଚିତ୍ର ପ୍ରଦର୍ଶନୀ ପାଇଁ ମନୋନୀତ ହୋଇଛି। ଏହି ପ୍ରଦର୍ଶନୀରେ ଭାରତର ବିଭିନ୍ନ ରାଜ୍ୟରୁ ୧୫୧ଟି ଚିତ୍ର ମନୋନିତ ହୋଇଥିବା ବେଳେ […]
କେନ୍ଦ୍ରାପଡ଼ା ୭ /୩ ଓଡିଆ ସାହିତ୍ୟର ବିଶିଷ୍ଟ କବି ସ୍ୱର୍ଗତ ଦୀପକ ମିଶ୍ରଙ୍କ ୮୭ତମ ଜୟନ୍ତୀ ସ୍ଥାନୀୟ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଗାନ୍ଧି ଭବନରେ କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ଓ ଓଡିଶା ସାହିତ୍ୟ ଏକାଡେମୀ ମିଳିତ ଉଦ୍ୟମରେ ପାଳିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ କଥାକାର ରାମଚନ୍ଦ୍ର ବେହେରା କବି ଦୀପକ ମିଶ୍ରଙ୍କ ସହ ତାଙ୍କର ଅନ୍ତରଙ୍ଗତା ସଂପର୍କରେ ବର୍ଣ୍ଣନା […]
କେନ୍ଦ୍ରାପଡା ୭/୩ – ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ । ଏହି ମାଡମରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଘଟଣା ଘଟିଛି କେନ୍ଦ୍ରାପଡା ଛାଞ୍ଚୁଣିଆ ଗାଁର ବ୍ୟବସାୟୀ ଅନନ୍ତ ଚରଣ ପାତ୍ର । ଆକ୍ରମଣର ଶିକାର ହୋଇଥିବା ଅନନ୍ତ ଏବେ ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଅଛନ୍ତି । ଅନ୍ୟପକ୍ଷରେ ସୁରକ୍ଷା ନମିଳିଲେ ଗାଁ ଛାଡି ପଳାଇବେ ବୋଲି କହିଛନ୍ତି […]
କେନ୍ଦ୍ରାପଡ଼ା,୬ା୩: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରି ର୍ୟାକେଟ ଠାବ କରିଛି। ଏହି ର୍ୟାକେଟ୍ରେ ଥିବା ଦୁଇ ଚୋରଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୫ଟି ଚୋରା ବାଇକ ଜବତ କରାଯାଇଛି। ଅଭିଯୁକ୍ତ ଦ୍ୱୟ ହେଲେ ମାର୍ଶାଘାଇ ଥାନା ଅନ୍ତର୍ଗତ ତୁଳସିପୁର ଗ୍ରାମର ଜ୍ଞାନରଞ୍ଜନ ସେଠୀ(୨୫) ଓ ସେହି ଗ୍ରାମର ରାଜେଶ ଜେନା(୨୨)। ଏହି ଚୋରମାନେ କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇର ବିଭିନ୍ନ ଅଞ୍ଚଳରୁ ବାଇକ ଚୋରି […]
ପଟ୍ଟାମୁଣ୍ଡାଇ ତା ୬/୩-ଆନ୍ତର୍ଯ୍ୟାତିକ ଖ୍ୟାତିସମ୍ପନ୍ନ ରାଷ୍ଟ୍ରନାୟକ ପ୍ରବାଦ ପୁରୁଷ ପଂଚାୟତରାଜ ବ୍ୟବସ୍ଥାର ଜନକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟନାୟକଙ୍କ ଜୟନ୍ତୀ ତିନି ଦଶନ୍ଧି ଧରି ପଂଚାୟତରାଜ ଦିବସ ଭାବେ ପାଳିତ ହୋଇ ସରକାରୀ ଛୁଟି ଘୋଷିତ ହୋଇ ଆସୁଥିବାବେଳେ ରାଜ୍ୟ ବିଜେପି ସରକାର ଏହାକୁ ପରିବର୍ତନ କରି ପ୍ରବାଦପୁରୁଷଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଅସମ୍ମାନ କରିଛନ୍ତି ବୋଲି ଅଭିଯୋଗ କରି ବିଜେଡି ପକ୍ଷରୁ ରାଜ୍ୟ ବ୍ୟାପି ପ୍ରତିବାଦ […]
କେନ୍ଦ୍ରାପଡା,୬ା୩: କେନ୍ଦ୍ରାପଡା ସହରସ୍ଥ ଇଚ୍ଛାପୁରସ୍ଥିତ ତୁଳସୀ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ବୃତ୍ତି ପରୀକ୍ଷାରେ ସଫଳତାର ସହ କୃତିତ୍ୱ ଅର୍ଜନ କରିଛନ୍ତି । ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ଜ୍ୟୋତିପ୍ରିୟା ସାମଲ ଓ ପ୍ରସନ୍ନଜିତ ବାରିକ ସଫଳ ହୋଇଥିବା ବେଳେ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ସାଇ ରିତେଶ ସାହୁ ଓ ରାଜେଶ୍ୱରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି । ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ରବିନ୍ଦ୍ର କୁମାର ଦାଶ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇବା […]