Year: 2025

କଥାକାର ରାମଚନ୍ଦ୍ର ବେହେରାଙ୍କ ୮୦ ତମ ସ୍ୱନକ୍ଷତ୍ର ଦିବସ ପାଳିତ

କେନ୍ଦ୍ରାପଡ଼ା,୨/୧୧: ଆଜି କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ପକ୍ଷରୁ ବିଶିଷ୍ଟ କଥାକାର ରାମଚନ୍ଦ୍ର ବେହେରାଙ୍କ ୮୦ ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି। ପରିଷଦର ସଭାପତି ବିଶିଷ୍ଟ...

ଜିଲ୍ଲା ତୈଳିକ ବୈଶ୍ୟ ସମାଜର ସମାବେଶ

କେନ୍ଦ୍ରାପଡା ୨/୧୧- ଆଜି କେନ୍ଦ୍ରାପଡ଼ା ଜିଲ୍ଲା ତୈଳିକ ବୈଶ୍ୟ ସମାଜର ଏକ ସମାବେଶ ଡେରାବିଶ ଛତାଛକ ଜେକେ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା । ସମାବେଶରେ କୈଳାଶ...

ଦିତ୍ୱୀୟ ଦିନରେ ରାଜ୍ୟ ମହିଳା ଫିଡେ ରେଟିଙ୍ଗ ଚେସ ଚୋମ୍ପିଅନସିପ-୨୦୨୫

କେନ୍ଦ୍ରାପଡ଼ା,୧ା୧୧: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟରେ ତଥା ଅଲ୍ ଓଡ଼ିଶା ଚେସ ଆସୋସିଏସନ୍ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗର ସହୋଯୋଗରେ...

ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ ସଭା

କେନ୍ଦ୍ରାପଡା- ୧/୧୧: କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଟ ସାମ୍ବାଦିକ ସ୍ୱଗର୍ତ କରୁଣା କରଙ୍କ ବିୟୋଗ ରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଓ ଦୀପ...

 ଗାଁ ମୁହାଁ କୁମ୍ଭୀର, ପୋଖରୀରେ ପସି ଖାଇଯାଉଛି ମାଛ

ପଟ୍ଟାମୁଣ୍ଡାଇ ୩୧/୧୦-କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ଅଳଭା ଗାଁରେ ଏକ ପୋଖରୀରୁ ୧୦ ଫୁଟିଆ ବଉଳା କୁମ୍ଭୀରକୁ ଶୁକ୍ରବାର ବନ ବିଭାଗ ଉଦ୍ଧାର କରିଛି...

କେନ୍ଦ୍ରାପଡା ରାଜ୍ୟ ମହିଳା ଫିଡେ ରେଟିଙ୍ଗ ଚେସ ଚୋମ୍ପିଅନସିପ-୨୦୨୫ ଉଦଘାଟିତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ୍ ଆନୁକୁଲ୍ୟରେ ତଥା ଅଲ୍ ଓଡ଼ିଶା ଚେସ ଆସୋସିଏସନ୍ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ର...

ପଟ୍ଟାମୁଣ୍ଡାଇ ବ୍ଲକରେ ବିପର୍ଯୟ କ୍ଷୟକ୍ଷତି ହ୍ରାସ ତାଲିମ ଶିବିର

ପଟ୍ଟାମୁଣ୍ଡାଇ ତା ୩୦/୧୦- ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ଭାବେ ପରିଚିତ ଓଡିଶାରେ ବିପର୍ଯୟ ମୁକାବିଲା, ଜିରୋ କାଜୁୟାଲିଟି ଓ କ୍ଷୟକ୍ଷତି ହ୍ରାସ ଉପରେ ରାଜ୍ୟ ସରକାର...

ସରକାରୀ ଓକିଲଙ୍କ ଦୁର୍ନୀତି ନିବାରଣ ଶପଥ ପାଠ

କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡା ଜିଲ୍ଲା ଅଦଲତ ପରିସରରେ ଥିବା ପବ୍ଲିକ ପ୍ରସିକ୍ୟୁଟର ସୈାଭାଗ୍ୟବତୀ ଅହଲ୍ୟାମଣୀ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଜିଲ୍ଲାର ସମସ୍ତ ସରକାରୀ ଓକିଲ ଦୁର୍ନୀତିମୁକ୍ତ ସେବା ଯୋଗାଇଦେବାକୁ ଶପଥ ଗ୍ରହଣ...

ଖବରଦାତାଙ୍କ ଅକାଳ ବିୟୋଗ

ଡେରାବିଶ: ୩୦/୧୦  -କେନ୍ଦ୍ରାପଡା ଜିଲା ଡେରାବିଶ ଅଞ୍ଚଳର ସମାଜସେବୀ, ସେବାୟତ ତଥା ବରିଷ୍ଠ ଖବରଦାତା (କରୁଣାକର କର) କନି ନନାଙ୍କ ଗୁରୁବାର ପରଲୋକ ହୋଇଯାଇଛି । ମୃତ୍ୟୁ...

କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା

କେନ୍ଦ୍ରାପଡ଼ା,୩୦ା୧୦:କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ପୋଲିସ ପକ୍ଷରୁ ପୈାର ଟାଉନହଲ ପରିସରରେ ଆୟୋଜିତ ସଚେତନତା ବୈଠକରେ ଅତିରିକ୍ତ ଆରକ୍ଷୀ...

ଗୋ ନବରାତ୍ର ମହୋତ୍ସବ ପାଳନ

କେନ୍ଦ୍ରାପଡା ୩୦/୧୦- ଗୁଣ୍ଡିଚା ମନ୍ଦିର ସନ୍ନିକଟ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ବସନ୍ତ ବଗିଚାରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ଗୋତିର୍ଥରେ ଗୋ ନବରାତ୍ର ମହୋତ୍ସବ ପାଳନ...

ବ୍ୟାପକ ବୃକ୍ଷରୋପଣ ବାତ୍ୟା ଉତ୍ପନ୍ନରେ କିଛିଟା ଲଗାମ ଦେଇପାରିବା

ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ । ସାଧାରଣତ ଏଠାରେ ଖରିଫ ଚାଷ ଶତ ପ୍ରତିଷତ ଜମିରେ କରାଯାଏ । ଅକ୍ଟୋବର ସମୟରେ ଏହି ଧାନରେ କେଣ୍ଡା...

କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ବାତ୍ୟା ପ୍ରସ୍ତୁତି

କେନ୍ଦ୍ରାପଡ଼ା,୨୮ା୧୦:ବାତ୍ୟା ମନ୍ଥା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲ୍ଲାରେ ସୋମବାର ରାତିରୁ ମଙ୍ଗଳବାର ରାତି ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇଛି। ଏହାଦ୍ୱାରା ଲୋକମାନେ ଘରୁ ବାହାରକୁ ବାହାରି ପାରି ନାହାନ୍ତି।...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ , ଶପଥପାଠ ଏବଂ ରଙ୍ଗୋଲି କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୨୮ା୧୦:ଦୁର୍ନୀତି ନିବାରଣ ସଚେତନନା ସପ୍ତାହ (୨୭ ଅକ୍ଟୋବର -୨ ନଭେମ୍ବର) ପାଳନ ଅବସରରେ ସାଧୁତା ଶପଥ ପାଠ କରାଯାଇଛି। ଏହି ଉପଲକ୍ଷେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ରାଜ୍ୟ ପାରାସନ୍ତରଣ ପ୍ରତିଯୋଗିତାରେ ଚମକିଲା କେନ୍ଦ୍ରାପଡା

କେନ୍ଦ୍ରାପଡା ୨୮/୧୦- ଅକ୍ଟୋବର ୨୫ ଓ ୨୬ ତାରିଖ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପାରାସନ୍ତରଣ ପ୍ରତିଯୋଗିତାରେ କେନ୍ଦ୍ରାପଡ଼ାର ପାରା ସନ୍ତରଣକାରୀମାନେ ଅପୂର୍ବ ସଫଳତା ଅର୍ଜନ...

ନବ ଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ(ଉଲ୍ଲାସ) ପରୀକ୍ଷା

କେନ୍ଦ୍ରାପଡ଼ା,୨୬ା୧୦:ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ (ଉଲ୍ଲାସ)ରେ ପଞ୍ଜୀକରଣ କରିଥିବା ଅଣସାକ୍ଷର ମାନଙ୍କର ପରୀକ୍ଷା କେନ୍ଦ୍ରାପଡା ବ୍ଲକ ର ୪ଟି ପରୀକ୍ଷା କେନ୍ଦ୍ରରେ ରବିବାର ୧୦ଟାରୁ ଅପରାହ୍ନ ୫ଟା...

ଶ୍ରୀ କ୍ଷେତ୍ରରୁ ତୁଳସୀ କ୍ଷେତ୍ରକୁ ଆସିଲା ପାଟବସ୍ତ୍ର

କେନ୍ଦ୍ରାପଡ଼ା,୨୫ା୧୦ : ପାରମ୍ପରିକ ପ୍ରଥା ଅନୁଯାୟୀ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରୁ କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉ ମହାପ୍ରଭୁଙ୍କ ପାଇଁ ଆସିଛି ୩ଗୋଟି ପାଟବସ୍ତ୍ର ।...

ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଶିଶୁ ମହୋତ୍ସବ ୨୦୨୫ ଓ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

କେନ୍ଦ୍ରାପଡ଼ା ୨୫/୧୦- କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ମହୋତ୍ସବ ୨୦୨୫ ସୁରବି କାର୍ଯ୍ୟକ୍ରମ ଅତି ଶାନ୍ତି ଶୃଙ୍ଖଳାରେ ଅନୁଷ୍ଠିତ...

ବିଜ୍ଞାନ, କଳା ଓ ହସ୍ତକଳାର ଚିତ୍ତାକର୍ଷକ ପ୍ରଦର୍ଶନୀ

କେନ୍ଦ୍ରାପଡା,୨୬ା୧୦: କେନ୍ଦ୍ରାପଡା ଜିଲ୍ଲା ଉପକଣ୍ଠରେ ଅବସ୍ଥିତ ଏହି ଜିଲ୍ଲାର ଏକମାତ୍ର ଆଇ.ସି.ଏସି.ଇ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ସେଣ୍ଟଯୋସେଫ୍ ସ୍କୁଲର ବାର୍ଷିକ ବିଜ୍ଞାନ, କଳା ଓ ହସ୍ତକଳାର ଚିତ୍ତାକର୍ଷକ...

ଶ୍ରୀ ବଳଦେବଜୀୟୁ ଟ୍ରଷ୍ଟ ବୋର୍ଡ ବୈଠକ

କେନ୍ଦ୍ରାପଡା,୨୪ା୧୦: ତୁଳସୀ କ୍ଷେତ୍ରର ଆରାଧ୍ୟଦେବତା ଶ୍ରୀ ଶ୍ରୀ ବଳଦେବ ଜୀୟୁଙ୍କ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ ଗତ ଗୁରୁବାର ସନ୍ଧ୍ୟାରେ ମନ୍ଦିର ଯାତ୍ରୀ ନିବାସ ସଭା କକ୍ଷରେ...

ପଟ୍ଟାମୁଣ୍ଡାଇ ଇତିହାସ ପ୍ରାଚୀନ ନୌବାଣିଜ୍ୟର ଗୌରବମୟ ଗାଥା ବହନ କରେ

ପଟ୍ଟାମୁଣ୍ଡାଇ ବୋଇତ ବନ୍ଦାଣ ପ୍ରସ୍ତୁତି ପଟ୍ଟାମୁଣ୍ଡାଇ ୨୩/୧୦ - ପ୍ରାଚୀନ କଳିଙ୍ଗର ନୌଚାଳନା ଓ ନୌବାଣିଜ୍ୟର ପରମ୍ପରା ଆମ ଅଂଚଳ ଗୌରବମୟ ଗାଥା ବହନ କରିଆସିଛି ।...

ଚାହା ଦୋକାନ ଟେବୁଲ-ସ୍ୱର୍ଗଠାରୁ ମର୍ତ୍ତ୍ୟ ଢେର ଭଲ

ଚାହା ଦୋକାନ ଟେବୁଲରେ କେତେ ଜଣ ବନ୍ଧୁ ବସି ଗପା ମାରୁଥାନ୍ତି ଜଣେ ବନ୍ଧୁ କହିଲା – ଭାଇନା ଏଇ ଯେଉଁ କହୁଛ ମରିଯିବା ପରେ ସ୍ୱର୍ଗକୁ...

किसानों की समस्याओं को सरकार प्राथमिकता नहीं दे रही है।

कोऑपरेटिव डिपार्टमेंट अधिकारिकी मनमानी नहर, नदी के किनारों पर ज़बरदस्ती कब्ज़ा किया जा रहा है,  भूबनेस्वर २१/१० - ओडिशा एक...

କେନ୍ଦ୍ରାପଡାରେ ୬୬ତମ ପୋଲିସ ସହିଦ ଦିବସ ପାଳିତ

କେନ୍ଦ୍ରାପଡ଼ା,୨୧ା୧୦:କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ମଙ୍ଗଳବାର ୬୬ତମ ପୋଲିସ ସହିଦ୍ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ...