କେନ୍ଦ୍ରାପଡ଼ା,୫ା୧: କେନ୍ଦ୍ରାପଡା ବ୍ଲକ ଓ ପୈାରପରିଷଦର ବ୍ରାହ୍ମଣ ମହାସଭାର ନୂତନ କର୍ମକର୍ତ୍ତା ନିର୍ବାଚନ କପାଳେଶ୍ୱର ସ୍ଥିତ ଗୋପାଳଜୀଉ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ପବିତ୍ର କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ନିତ୍ୟାନନ୍ଦ ମିଶ୍ର । ପ୍ରଥମେ ବେଦପାଠ କରିଥିଲେ ଅବିନାଶ ମିଶ୍ର । ପଣ୍ଡିତ ହରେକୃଷ୍ଣ ପତି ସମସ୍ତଙ୍କୁ ସ୍ୱାଗତ କରିବା ସଙ୍ଗେ ସଙ୍ଗେ ସଭାର ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ । ଜିଲ୍ଲା ସମ୍ପାଦକ ପଣ୍ଡିତ କିଶୋର ଚନ୍ଦ୍ର […]
Day: 6 January 2026
୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍ଘାଟିତ କେନ୍ଦ୍ରାପଡା: ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ସ୍ଥାନୀୟ ମହିପାଳ ସ୍ଥିତ ଟେଲିକମ ପଡିଆରେ ଉଦଘାଟିତ ହୋଇଯାଇଛି । ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ଅତିଥିମାନେ କହିଥିଲେ । ଏହି ଉତ୍ସବରେ କେନ୍ଦ୍ରାପଡା ଜିଲାପାଳ ରଘୁରାମ ଆର ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ଶ୍ରୀ ବଳଦେବଜୀଉଙ୍କ ଫଟୋ ଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ପୁସ୍ତକ ମେଳା ଉଦଘାଟନ କରିଥିଲେ […]










