କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ ଅବସ୍ଥାକୁ ଚାଲି ଯାଇଛି। ପରିସ୍ଥିତି ନ ସୁଧୁରିଲେ ଆସନ୍ତା ୧୬ ତାରିଖରେ ଏସ୍ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ବିଜେଡି ଧମକ ଦେଇଛି। ଏ ନେଇ ବିଜେଡିର ଏକ ପ୍ରତିନିଧି ଦଳ ଏସ୍ପି ଓ ଜିଲ୍ଲାପାଳଙ୍କୁ ଭେଟି ଆଇନ୍ ଶୃଙ୍ଖଳା ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି। ସେହିପରି ରାଜନଗର ବ୍ଲକରେ ମହିଳା ବିଡିଙ୍କୁ ଆକ୍ରମଣ କରାଯିବା ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ […]
Day: 7 January 2026
କେନ୍ଦ୍ରାପଡ଼ା,୭ା୧:ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା କେନ୍ଦ୍ରାପଡା ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ମତ ପ୍ରକାଶ କରିଥିଲେ । ଆଜିର ପୁସ୍ତକ ମେଳାକୁ ଉଦଘାଟନ ପୂର୍ବକ ଲେଖକଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରି ଲେଖାଲେଖି ଏକ କଠିନ ତଥା ଶ୍ରେଷ୍ଠ ସୃଜନକର୍ମ ବୋଲି କହିଥିଲେ । ତେବେ ସାତଭାୟା ସମ୍ପର୍କରେ ଏକ ତଥ୍ୟ ଭିତ୍ତିକ ଅନୁଶୀଳନର ଆବଶ୍ୟକତା […]










