ବ୍ୟକ୍ତିଗତ ଅନୁଭବରୁ ସାହିତ୍ୟ ସୃଷ୍ଟିକଲେ ତାହା କାଳଜୟୀ ହେବ

ପୁସ୍ତକମେଳା ଷଷ୍ଟ ସନ୍ଧ୍ୟା କେନ୍ଦ୍ରାପଡ଼ା, ୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଷଷ୍ଟ ଦିବସରେ ୫ଟି ଅଧିବେଶନରେ କବିତା ପାଠଉତ୍ସବ ଅନୁଷ୍ଠିତ ହୋଇଥିଲା । ଅନୁଭବହୀନ ସାହିତ୍ୟ ପ୍ରାଣଶୂନ୍ୟ…