ଉଦ୍ଯାପିତ ହେଲା କେନ୍ଦ୍ରାପଡା ତ୍ରୟୋବିଂଶତମ ପୁସ୍ତକ ମେଳା କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍) ଦ୍ୱାରା ଆୟୋଜିତ ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ କେମ୍ର ସଭାପତି ଅକ୍ଷୟ ପାଣିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଆଲାସ୍କା ବିଶ୍ୱବିଦ୍ୟାଳୟ ପ୍ରଫେସର ଡଃ ଦେବେନ୍ଦ୍ର କୁମାର ଦାସ ମୁଖ୍ୟବକ୍ତା, ବରିଷ୍ଠ କବି ତଥା […]










