Day: 14 January 2026

ପିଏମଶ୍ରୀ କୋରୋ ଉଚ୍ଚ ବିଦ୍ୟାଳୟରେ ,ରାଜ୍ୟ ପୁରସ୍କାର ଟେଷ୍ଟ କ୍ୟାମ୍ପ

କେନ୍ଦ୍ରାପଡ଼ା,୧୪ା୧:ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡ଼ା ଜିଲ୍ଲାର ଭାରତ ସ୍କାଉଟସ ଆଣ୍ଡ ଗାଇଡସ ପକ୍ଷରୁ ତିନିଦିନିଆ ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ଉଦଯାପିତ ହୋଇଯାଇଛି।...

ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ

କେନ୍ଦ୍ରାପଡ଼ା,୧୪ା୧:କେନ୍ଦ୍ରାପଡା ନିର୍ବାଚନମଣ୍ଡଳୀ ଅଧିନ ନୀଳକଣ୍ଠପୁର ଗ୍ରାମପଞ୍ଚାୟତର ନୁଆପାଟଣା ଗ୍ରାମର ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ ଅବସରରେ ଚର୍ତୁଦଶତମ ଅଷ୍ଟ୍ରପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାର ପୂର୍ବତନ...

ପୁସ୍ତକମେଳାରେ ଦିବ୍ୟାଙ୍ଗ କଣ୍ଠଶିଳ୍ପୀଙ୍କ ସଙ୍ଗୀତ ପରିବେଷଣ

କେନ୍ଦ୍ରାପଡା ୧୪/୧- ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ଉଦଯାପନୀ ଦିବସରେ ପୁନର୍ବାସ ପକ୍ଷରୁ ଭିନ୍ନକ୍ଷମଙ୍କ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ପୁନର୍ବାସ ଅନୁଷ୍ଠାନ ପକ୍ଷରୁ ଦୃଷ୍ଟିବାଧିତ ଦିବ୍ୟାଙ୍ଗ କଣ୍ଠଶିଳ୍ପୀଙ୍କ ଏକ...

କବୟିତ୍ରୀ ଅନ୍ନପୂର୍ଣ୍ଣା ମହାନ୍ତି ପୁସ୍ତକମେଳା ସାହିତ୍ୟ ସମ୍ମାନରେ ସମ୍ମାନୀତ

କେନ୍ଦ୍ରାପଡା ୧୪/୧ : କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରର୍ଜ (କେମ୍‌) ପୁସ୍ତକମେଳା ଶ୍ରେଷ୍ଠ ସାହିତ୍ୟ ସମ୍ମାନ ସହରସ୍ଥ ମାଧପୁର ଗ୍ରାମର ବରିଷ୍ଠ କବୟିତ୍ରୀ ଓ କଥାକାର ଅନ୍ନପୂର୍ଣ୍ଣା ମହାନ୍ତିଙ୍କୁ...

ବରିଷ୍ଠ ନାଗରିକ ମଞ୍ଚର ବୈଠକ

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଦ୍ୱିତୀୟ ପର୍ଯ୍ୟାୟ ବୈଠକ ଆୟବା ପଞ୍ଚାୟତ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।...

ଶ୍ରୀ ବଳଦେବଜୀୟୁ ଏକାଡେମୀର ଚିତାକର୍ଷକ ଓଡିଶୀ ନୃତ୍ୟ ପ୍ରଦର୍ଶନ

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡା ଜିଲ୍ଲା ଉତ୍ସବ ସଂନ୍ଧ୍ୟାରେ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳାରେ କେନ୍ଦ୍ରାପଡା ‘ଲ’କଲେଜ ଛକ ଶ୍ରୀ ବଳଦେବଜୀୟୁ ନାଟ୍ୟ ଓ ସଂସ୍କୃତି ଏକାଡେମୀର ନିର୍ଦ୍ଦେଶକ ଅଭିରାମ ନାୟକ...

ତୁଳସୀକ୍ଷେତ୍ରରେ ମକର ଉତ୍ସବ

କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କ ମନ୍ଦିର ତଥା ତୁଳସୀକ୍ଷେତ୍ରରେ ମକର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଧବାର ପ୍ରତୁଷରୁ ଦ୍ୱାର ଫିଟା ନୀତି, ଜୟମଙ୍ଗଳା...