ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ



କେନ୍ଦ୍ରାପଡ଼ା,୧୪ା୧:କେନ୍ଦ୍ରାପଡା ନିର୍ବାଚନମଣ୍ଡଳୀ ଅଧିନ ନୀଳକଣ୍ଠପୁର ଗ୍ରାମପଞ୍ଚାୟତର ନୁଆପାଟଣା ଗ୍ରାମର ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ ଅବସରରେ ଚର୍ତୁଦଶତମ ଅଷ୍ଟ୍ରପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାର ପୂର୍ବତନ ବିଧାୟିକା ଡ. ସିପ୍ରା ମଲ୍ଲିକ ଯୋଗଦେଇ ବଟ ମହାପୁରୁଷଙ୍କୁ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୈାତ୍ତମ ପରିଡା, ମୁନା ନନ୍ଦ, ସମୀର କବି, ବାସୁଦେବ ଦାସ, ରଘୁନାଥ ନନ୍ଦ, ପୂଜକ ନିଳମଣୀ ନନ୍ଦଙ୍କ ସମେତ ଗ୍ରାମବାସୀମାନେ ଉପସ୍ଥିତ ଥିଲେ।


Next Post

ପିଏମଶ୍ରୀ କୋରୋ ଉଚ୍ଚ ବିଦ୍ୟାଳୟରେ ,ରାଜ୍ୟ ପୁରସ୍କାର ଟେଷ୍ଟ କ୍ୟାମ୍ପ

Wed Jan 14 , 2026
କେନ୍ଦ୍ରାପଡ଼ା,୧୪ା୧:ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡ଼ା ଜିଲ୍ଲାର ଭାରତ ସ୍କାଉଟସ ଆଣ୍ଡ ଗାଇଡସ ପକ୍ଷରୁ ତିନିଦିନିଆ ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ସୋମନାଥ ମହାପାତ୍ର ଓ ସ୍କାଉଟ ମାଷ୍ଟର ଜଗନ୍ନାଥ ପ୍ରସାଦ ଉପାଧ୍ୟାୟଙ୍କ ସହଯୋଗରେ ଆରମ୍ଭ ହୋଇଥିବା ଏହି ଶିବିରରେ ପରୀକ୍ଷକ ଭାବରେ ବିଏସଜି ଓଡିଶା ରାଜ୍ୟ ମୁଖ୍ୟାଳୟରୁ ସନ୍ତୋଷ ଦେଓ ଏବଂ ଲଷ୍ମୀଧର ମହାପାତ୍ର ଯୋଗଦେଇ ପରୀକ୍ଷା ପରିଚାଳନା କରିଥିଲେ। […]

KANIKA